-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଭୋଟର ତାଲିକା ସଂଶୋଧନ ନେଇ ବୁଥ ପରିଦର୍ଶନରେ ଉତ୍ତରାଞ୍ଚଳ କମିଶନର

16-Nov-2024



ଅତାବିରା/ବରଗଡ଼[ଆକାଶ ମିଶ୍ର]■ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅଧିନରେ ରହିଥିବା ୧୩୭ଟି ବୁଥରେ ଅକ୍ଟୋବର ୨୯ରୁ ନଭେମ୍ବର ୨୮ତାରିଖ ପର୍ଯ୍ୟନ୍ତ ଜାରି ରହିଥିବା ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଚାଲୁଅଛି। ଅଧିକାରୀ ମାନଙ୍କ ଦ୍ଵାରା ଚାଲିଥିବା ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ମଧ୍ୟରୁ ଆଜି ସ୍ବତନ୍ତ୍ର ଅଭିଯାନ ଦିବସ ଅବସରରେ ଗୋଡଭଗା କେମ୍ପ ଓ ପ୍ରାଥମିକ ସ୍କୁଲ ବୁଥ ନଂ -୩୨/ ୩୩, ଅତାବିରା ବାଳିକା ଉଚ୍ଚବିଦ୍ୟାଳୟର ବୁଥ ନଂ-୭୧/୭୨ ଓ ଲାଦର ପାଲି ସେବାଶ୍ରମ ବୁଥ ନଂ -୯୫/୯୬କୁ ଉତ୍ତରାଞ୍ଚଳ କମିଶନର ସଚିନ ରାମଚନ୍ଦ୍ର ଯାଦବ ପରିଦର୍ଶନରେ ଆସି ଦାୟିତ୍ଵ ନିର୍ବାହ କରୁଥିବା 

ବୁଥ ଅଧିକାରୀ ମାନଙ୍କ ଭୋଟର ତାଲିକା ସଂଶୋଧନ ସମ୍ବନ୍ଧୀୟ ପ୍ରଶ୍ନ ପଚାରି ମିଳିଥିବା ଉତ୍ତରରେ ଖୁସିବ୍ୟକ୍ତ କରିଥିଲେ ।ଏହା  ସହ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ନବମ,ଦଶମ ଶ୍ରେଣୀ ଛାତ୍ରୀ ମାନଙ୍କ ଭବିଷ୍ୟତକୁ ନେଇ କଳା ଓ ବିଜ୍ଞାନ ସମ୍ବନ୍ଧୀୟ ବହୁ ଗୁଡିଏ ଆଲୋଚନା କରି ପିଲାଙ୍କୁ ଉତ୍ସାହିତ କରିଥିଲେ। ଭୋଟର ତାଲିକାର ସଂଶୋଧନ ତାଲିକା ର ମୁଖ୍ୟ ଉଦ୍ଦେଶ୍ୟ ଥିଲା ମୃତ ବ୍ୟକ୍ତିଙ୍କ ଭୋଟର କାର୍ଡ ବାତିଲ କରିବା,ବିବାହିତ ହୋଇ ଅନ୍ୟ ଗ୍ରାମକୁ ଯାଇଥିବା ସାବାଲିକା  ମାନଙ୍କ ଭୋଟର କାର୍ଡକୁ ବଦଳିକରଣ କରିବା,  

ଯେଉଁ ନାମ ପଞ୍ଜୀକୃତ ହୋଇ ନଥିବ ତାକୁ ନୂତନ ଭାବେ କାର୍ଡ କରିବା, ୧୮ବର୍ଷ ରୁ ଉର୍ଦ୍ଧ୍ବ ହୋଇଥିବା ପିଲାଙ୍କ ଭୋଟର କାର୍ଡ ତାଲିକାରେ ଅନ୍ତର୍ଭୁକ୍ତ କରିବା ଭଳି ଅନେକ ପ୍ରମୁଖ ବିଷୟ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇ ଥିଲା। ଏହି କାର୍ଯ୍ୟକ୍ରମରେ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୂର୍ଯ୍ୟ କୁମାର ନାୟକ, ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ, ନିର୍ବାଚନ ଡେପୁଟି ଜିଲ୍ଲାପାଳ ମୁକ୍ତେଶ୍ଵର ପାଣିଗ୍ରାହୀ ଓ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ମହମ୍ମଦ ଅକବର ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like