-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ବାଲିଯାତ୍ରାରେ ସାମାନ୍ୟ କଥାକୁ ନେଇ ମିନାବଜାର ଦୋକାନୀକୁ ମରଣାନ୍ତକ ଆକ୍ରମଣ

17-Nov-2024



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ରାମପୁର ଥାନା ସାରସମାଲ ଠାରେ ବାଲିଯାତ୍ରା ମହୋତ୍ସବରେ ମୀନାବଜାର ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ | ଧାରୁଆ ଅସ୍ତ୍ରରେ ପିଠି ଓ ମୁଣ୍ଡରେ ୬ଥର ଆକ୍ରମଣ କରିବାରୁ ଦୋକାନୀ ଗୁରୁତର ହୋଇଛନ୍ତି l ଘଟଣା ସ୍ଥଳରେ ଆକ୍ରମଣ କରି ଦୁର୍ବୁତ୍ତମାନେ ଫେରାର ମାରିଦେଇଛନ୍ତି | ରାମପୁର ସାରସମାଲ ବାଲିଯାତ୍ରା ପଡିଆରେ ବାଲିଯାତ୍ରା ମହୋତ୍ସବ ପଡିଆରେ ଟେସେନେରୀ ଦୋକାନ ଲଗାଇଥିବା ଦିଗଶିରା ଗ୍ରାମର  ସୁମନ୍ତ ମେହେରଙ୍କୁ ଧାରୁଆ ବ୍ଲେଡ ପରି ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ଭିଡ଼ ଭିତରେ ଦୁର୍ବୁତ୍ତ ଫେରାର ମାରିଥିଵା ସୂଚନା ମିଳିଛି | କୌଣସି ସାମଗ୍ରୀକିଣାକୁ ନେଇ ସାମାନ୍ୟ ବଚସାରୁ ମରଣାନ୍ତକ ଆକ୍ରମଣ ହୋଇଥିବା ଗୁରୁତର ଆହତ ଅବସ୍ଥାରେ ଥିବା ସୁମନ୍ତ ମେହେର କହିଛନ୍ତି | ତେବେ ଦୁର୍ବୁତ୍ତ ନିଶାଶକ୍ତ ଅବସ୍ଥାରେ ଜାଣିଶୁଣି ଝଗଡା ଆରମ୍ଭ କରିବା ସହ ହଠାତ ଆତର୍କିତ ଆକ୍ରମଣ କରିଥିବା କହିଛନ୍ତି ସୁମନ୍ତ | ତେବେ ସୁମନ୍ତଙ୍କୁ ଗୁରୁତର ଅବସ୍ଥାରେ ତାଙ୍କ ସହଯୋଗୀ ମାନେ ରାମପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣି ଚିକିତ୍ସା କରିଥିବା ବେଳେ ରାମପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର  ପିଠି ଓ ମୁଣ୍ଡରେ ୬ଟି ସ୍ଥାନରେ ଗଭୀର କ୍ଷତ ହୋଇଥିବାରୁ ପ୍ରାଥମିକ ଚିକିତ୍ସା କରି ଡୁଙ୍ଗୁରିପାଳି ଡାକ୍ତରଖାନାକୁ ସ୍ଥାନାନ୍ତର କରଯାଇଛି | ଏନେଇ ରାମପୁର ଥାନା ଆଇଆଇସି ଖବର ପାଇ ଘଟଣା ସ୍ଥଳକୁ ଯାଇ ତଦନ୍ତ କରୁଥିବା ବେଳେ ଯାତ୍ରାରେ ଅବ୍ୟବସ୍ଥା ନେଇ ଯାତ୍ରା ବନ୍ଦ କରିବାକୁ ନିର୍ଦେଶ କରିଥିବା ସୂଚନା ଦେଇଛନ୍ତି ଆଇଆଇସି ଶ୍ରୀମତୀ ପଦ୍ମାସିନୀ ମେହଏ | ତେବେ ରାମପୁର ଅଞ୍ଚଳରେ ମାତ୍ରାଧିକ ନିଶା କାରବାର ପାଇଁ ବାରମ୍ବାର ଏଭଳି ଘଟଣା ମନ ଘଟୁଥିବା ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଉଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like