-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ଶ୍ରୀପୁରୁଷୋତ୍ତମ ଦିବ୍ୟଧାମ ଜଗନ୍ନାଥ ମହାପ୍ରଭୁଙ୍କ ୧୪ତମ ପ୍ରତିଷ୍ଠା ଦିବସ ପାଳିତ

17-Nov-2024



ହରଭଙ୍ଗା/ବୌଦ୍ଧ(ଦେବବ୍ରତ ଦାଶ ଙ୍କ ରିପୋର୍ଟ): କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବୌଦ୍ଧ ଜିଲ୍ଲାର ଚାରିଛକ ସ୍ଥିତ ଶ୍ରୀ ପୁରୁଷୋତ୍ତମ ଦିବ୍ୟଧାମ ଜଗନ୍ନାଥ ମହାପ୍ରଭୁଙ୍କ ୧୪ତମ ପ୍ରତିଷ୍ଠା ମହାଆଡମ୍ବର ରେ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ଜଗନ୍ନାଥ ମହାପ୍ରଭୁଙ୍କ ସକାଳ ଧୂପ ପରେ କଳସ ଯାତ୍ରା ରେ ଭକ୍ତ ମାନେ ଯାଇ ନଦୀରୁ ପାଣି ଆଣି ନିଜ ମାନସିକ ପୂରଣ ନିମନ୍ତେ ଶୁଭକଳସ ସ୍ଥାପନ କରିଥିଲେ । ପରେ ଭକ୍ତଙ୍କ ମାନସିକ ପୂରଣ ନିମିତ୍ତ ହୋମଯଜ୍ଞ, ବିଷ୍ଣୁସହସ୍ର ନାମ ଓ ହନୁମାନ ଚାଲିଶା ପାଠ ସହ ୧୦୮ଆଳତି କରା ଯାଇଥିଲା 

କର୍ତ୍ତା ଅର୍ଜୁନ କହଁର ଓ ଦିଲ୍ଲୀପ ପ୍ରଧାନଙ୍କ ଦ୍ଵାରା ସମସ୍ତ ଯଜ୍ଞ କାଯ୍ୟ ସମ୍ପାଦନ ହୋଇଥିବା ବେଳେ କୃଷ୍ଣଚନ୍ଦ୍ର ପାଢ଼ୀ ,ଜିତେନ୍ଦ୍ର ନାଥ ଦାଶ, ମନ୍ଦିର ପୁରୋହିତ ନାରାୟଣ ନନ୍ଦ, ପୂଜା ସମ୍ପାଦନ କରିଥିବା ବେଳେ ଠିଡିକାଯୋର ଗାଁ କମିଟି ,କେଦାରେଶ୍ଵ ଶିବ ମନ୍ଦିର କମିଟି, ମାଦୁର୍ଗା ବଣିକ ସଂଘ ର ସମସ୍ତ ସଦସ୍ୟଙ୍କ ସମେତ ମହେଶ୍ୱର ନାୟକ,ସମ୍ପାଦକ ବାମଦେବ ଦାଶ, ବେଦବର ପ୍ରଧାନ ,ସିକନ ନାୟକ, ଲୋକନାଥ ନାୟକ, ଚନ୍ଦ୍ରମଣି କହଁର, ସ୍ବପନେଶ୍ୱର ଯାନୀ, ସୁବାସ ପ୍ରଧାନ, ମାନସ ବେହେରା, ଆଶିଷ ସାହୁ, ଅନାଦି ସାହୁ,ଦିଲ୍ଲୀପ ସାହୁ ଅନ୍ୟ ସମସ୍ତ ଅଞ୍ଚଳବାସୀ ଉପସ୍ଥିତ

ରହି ସମସ୍ତ କାଯ୍ୟ ସମ୍ପାଦନ କରିଥିଲେ । ଅନ୍ୟପଟେ ପୂଜା ସରିବା ପରେ ଅଞ୍ଚଳ ର ବହୁ ଭକ୍ତ ଓ ଗ୍ରାମବାସୀ ସମୁହ ବସି ପ୍ରସାଦ ସେବନ କରିଥିଲେ । ପରେ ସ୍ଥାନୀୟ କୁନିକୁନି କଳାକାରଙ୍କ ଦ୍ଵାରା ସଂକୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସନ୍ଧ୍ୟା ରେ ବିଶ୍ୱର ମଙ୍ଗଳ ନିମନ୍ତେ ଭକ୍ତମାନଙ୍କ ଦ୍ଵାରା ଏକ ହଜାର ଆଠ ଦୀପ ଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like