-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଡ଼. ହିମାଂଶୁ ଶେଖର ପାଢ଼ୀ ପାଇଲେ ଧର୍ମପଦ ସମ୍ମାନ

17-Nov-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ପୁରୀ ଜିଲ୍ଲାର ନିମାପଡ଼ା ସ୍ଥିତ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ସଙ୍ଗମ  ପକ୍ଷରୁ ପ୍ରବନ୍ଧ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ କୃତିପାଇଁ ବିଶିଷ୍ଟ ସାହିତ୍ୟିକ, ସଂସ୍କୃତି ଗବେଷକ, ଜାତୀୟ ସ୍ତରରେ ପ୍ରତିଷ୍ଠିତ ପରିଭ୍ରମଣ ଲେଖକ ତଥା ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ହିମାଂଶୁ ଶେଖର ପାଢୀଙ୍କୁ ମର୍ଯ୍ୟାଦା ଜନକ ଧର୍ମପଦ ସମ୍ମାନ  ପ୍ରଦାନ କରାଯାଇଛି I  ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଦିନ ବୋଇତ ବନ୍ଦାଣ ଉତ୍ସବ ପାଳନ ଅବସରରେ ନିମାପଡ଼ା ଠାରେ ଏକ ବର୍ଣ୍ଣାଢ୍ୟ ସମାରୋହରେ ତାଙ୍କର ସାମଗ୍ରିକ ପ୍ରତିଭାକୁ ସମ୍ମାନ ଜଣାଇ ତାଙ୍କୁ ଏହି ମର୍ଯ୍ୟାଦାଜନକ ସମ୍ମାନ ପ୍ରଦାନ କରାଯାଇଥିଲା I ଏହି ଉତ୍ସବର ମୁଖ୍ୟ ଅତିଥି  ବର୍ଷିୟାନ ରାଜନେତା, ବରିଷ୍ଠ କବି ତଥା ପୂର୍ବତନ ସାଂସଦ ଡ. ପ୍ରସନ୍ନ କୁମାର ପାଟ୍ଟଶାଣୀ ଡ. ପାଢୀଙ୍କୁ ଉପଢୌକନ, ମାନପତ୍ର ଓ ପୁଷ୍ପଗୁଛ ପ୍ରଦାନ ପୂର୍ବକ ସମର୍ଦ୍ଧିତ କରିଥିଲେ I ସମ୍ବର୍ଦ୍ଧନା ସଭାରେ ଅନୁଷ୍ଠାନର ସଭାପତି ଗଙ୍ଗାଧର ଓଟା, ସମ୍ପାଦକ ମନୋଜ କୁମାର ନାୟକ, ବିଶିଷ୍ଟ ଶିକ୍ଷାବିତ୍ ଶଶୀଧର ପଣ୍ଡା, ବିଶିଷ୍ଟ ବ୍ୟଙ୍ଗ କବି ସମ୍ପଦ କୁମାର ରଥ ପ୍ରମୁଖ ମଞ୍ଚାସୀନ ଥିଲେ । ଏଠାରେ ଉଲ୍ଲେଖଯୋଗ୍ୟଯେ ଡ଼. ପାଢୀଙ୍କ ଶିକ୍ଷାଦାନ କ୍ଷେତ୍ରରେ ୩୩ ବର୍ଷର ଅଭିଜ୍ଞତା ରହିଛି I ଉଭୟ ଇଂରାଜୀ ଓ ଓଡ଼ିଆ ଭାଷାରେ ତାଙ୍କର ତିନିଶହରୁ ଉର୍ଦ୍ଧ ପ୍ରବନ୍ଧ ରହିଛି I ଦେଶର ପ୍ରମୁଖ ସମ୍ବାଦପତ୍ର ଓ ପତ୍ରିକା ଦି ନ୍ୟୁ ଇଣ୍ଡିଆନ ଏକ୍ସପ୍ରେସ, ଦି ଟେଲିଗ୍ରାଫ, ସାହାରା ଟାଇମ, ଦି ପାଓନିୟର, ଓଡିଶା ପୋଷ୍ଟ, ଇଷ୍ଟର୍ଣ ଟାଇମ୍ସ, ଓଡିଶା ରିଭିୟୁ, ଟୁରିଜମ ଆଣ୍ଡ ୱାଇଲଡଲାଇଫ, ଟୁରିଜମ ଇଣ୍ଡିଆ, ଟ୍ରାଭେଲ୍ଳେର୍ସ ଓଡିଶା, ଏଲିଭ, ୱମେନ୍ସ ଏରା ପ୍ରଭୁତି ସମ୍ବାଦପତ୍ର ଓ ପତ୍ରିକାମାନଙ୍କରେ ତାଙ୍କଦ୍ୱାରା ଲିଖିତ ଅନେକ ପ୍ରବନ୍ଧ ଓ ଫିଚର ପ୍ରକାଶିତ ହୋଇଛି I
ଏତତସହିତ ଓଡ଼ିଶାର ପ୍ରମୁଖ ସମ୍ବାଦପତ୍ର ମାନଙ୍କ ବ୍ୟତୀତ ଉତ୍କଳ ପ୍ରସଙ୍ଗ, ସମାଜ ସତ୍ୟବାଦୀ, ପ୍ରଜାତନ୍ତ୍ର ସାପ୍ତାହିକି, ପ୍ରଜାତନ୍ତ୍ର ପ୍ରତିଭା, ଧରିତ୍ରୀ ଛୁଟିଦିନ, ସାନନ୍ଦା, ସଚିତ୍ର ବିଜୟା, ସାନନ୍ଦା, ସଚିତ୍ର ବିଜୟା, ରାଷ୍ଟ୍ରଦୀପ, କାଦମ୍ବିନୀ, ବଉଳ, ମହୋଦଧି, ଆମ ସମୟ,ଯୋଜନା ଓଡିଆ ପ୍ରଭୃତି ତାଙ୍କ ସ୍ମୃଜନଶୀଳତାର ଅନନ୍ୟ ସ୍ଵାକ୍ଷର ବହନ କରେ Iପୂର୍ବରୁ ଡ଼. ପାଢ଼ୀ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ କୃତିପାଇଁ ଡ଼. ବି. ଆର. ଆମ୍ବେଦକର ଫେଲୋସିପ ସମ୍ମାନ, ଯମେଶ୍ୱର ମିଶ୍ର ସ୍ମୃତି ସମ୍ମାନ, ବିବେକାନନ୍ଦ ପଟ୍ଟନାୟକ ସ୍ମୃତି ପୁରସ୍କାର, ସପ୍ତାଦୀପା ସାହିତ୍ୟ ସଂସଦର ବିଶୁଭ ସମ୍ମାନ, ପ୍ରମୋଦ କୁମାର ମହାନନ୍ଦିଆ ସ୍ମୃତି ସମ୍ମାନ, ମାତିଲଗ୍ନା ସାରସ୍ୱତ ସମ୍ମାନ, ଚଳାପଥ ସମ୍ମାନ ପ୍ରଭୃତି ପାଇଥିବାବେଳେ ବର୍ତ୍ତମାନ ସମାଚାର ଓ ଗୁପ୍ତଚର ସମ୍ବାଦପତ୍ର, ଆଠମଲ୍ଲିକର ପଞ୍ଚଧାର ସାହିତ୍ୟ ସଂସଦ ଓ ବୀରମହାରାଜପୁର ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନ ତରଫରୁ ସମ୍ବର୍ଦ୍ଧିତ ହୋଇଛନ୍ତି । ଗତ ଗୁରୁ ଦିବସ ଅବସରରେ ଓଡ଼ିଶା ନଲେଜ କରପୋରେସନ ଓ ନାଇସେଟ୍ କମ୍ପ୍ୟୁଟର ଏକାଡେମୀ, ଦନ୍ତାପାଲି ତରଫରୁ ତାଙ୍କୁ ସମ୍ମାନୀତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like