-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଅପରାଧ

ଫେକ ଆଇଡି ଖୋଳି ଝିଅର ଫଟୋ ଅପଲୋଡ଼ କରିବା ଯୁବକକୁ ମହଙ୍ଗା ପଡିଲା, ଯୁବକ ଗିରଫ ହୋଇ ଜେଲରେ

17-Nov-2024



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ):  ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅଞ୍ଚଳର ଜନୈକ ଝିଅର ଫେକ ଆଇଡି ଖୋଳି ଝିଅର ଫଟୋ ଅପଲୋଡ଼ କରିବା ମହଙ୍ଗା ପଡ଼ିଛି କଳାହାଣ୍ଡି ର ଜଣେ ଯୁବକକୁ। ଯୁବକ ଗିରଫ ହୋଇ ଏବେ ବିଚାରାଧୀନ ହାଜତରେ। ସିନ୍ଧେକେଲା ଥାନା ଅଞ୍ଚଳର ଜନୈକ ଝିଅର ଇନଷ୍ଟାଗ୍ରାମ ଏକାଉଣ୍ଟ ରୁ ଫଟୋ ଅପଲୋଡ଼ କରି ଫେକ ଆଇଡି ତିଆରି କରି ବିଭିନ୍ନ ଆପତ୍ତି ଜନକ ବିଷୟ ଭାଷା ବ୍ୟବହାର କରି ଝିଅକୁ ବଦନାମ କରିବାକୁ ମସୁଧା କରିଥିଲା ଗିରଫ ହୋଇଥିବା ଯୁବକ। ଘଟଣାନୁଯାଇ ଝିଅର ବଡ଼ଭାଇ କଳାହାଣ୍ଡି ଜିଲ୍ଲା ଏମ ରାମପୁର ଅଞ୍ଚଳର ବ୍ରାହ୍ମଣୀମୁଣ୍ଡା ଗ୍ରାମରେ ବିବାହ କରିଥିବା ବେଳେ କୌଣସି କାରଣରୁ ବିବାହିତ ବଡ଼ଭାଇ ର ମାଉସୀ ଶାଶୁ ଙ୍କ ଝିଅ ପଦ୍ମିନୀ ରଣା ଓ ଏହି ଝିଅ ମଧ୍ୟରେ କୌଣସି କଥାକୁ ନେଇ ମନୋମନାନ୍ତର ହୋଇଥିଲା। ତେବେ ପଦ୍ମିନୀ ସେହି ରାଗ ଶୁଝାଇବାକ ସେହି ଗ୍ରାମର ନରେଶ ରଣା (୨୩) ନାମକ ଯୁବକକୁ ପ୍ରବର୍ତ୍ତାଇ ସିନ୍ଧେକେଲା ଅଞ୍ଚଳର ଝିଅର ଫେକ୍ ଆଇଡି ଖୋଳି ଝିଅର ଫଟୋ ଅପଲୋଡ଼ କରି ବିଭିନ୍ନ ଅଭଦ୍ର ବିଷୟ ଲେଖା ପୋଷ୍ଟ କରିଥିଲେ। ତେବେ ଏହି ପୋଷ୍ଟ ବିଷୟରେ ଜାଣିପାରି ଝିଅର ବଡ଼ଭାଇ ସିନ୍ଧେକେଲା ଥାନାରେ ଏ ନେଇ ଅଭିଯୋଗ କରିଥିଲେ । ଅଭିଯୋଗ କୁ ଭିତ୍ତିକରି ସିନ୍ଧେକେଲା ପୋଲିସ କେସ ନମ୍ବର ୩୦୮/୨୪ ରୁଜୁ କରି ଅଧିକ ତଦନ୍ତ କରି କଳାହାଣ୍ଡି ଜିଲ୍ଲା ବ୍ରାହ୍ମଣୀ ଗାଁ ର ନରେଶ ରଣା ନାମକ ଯୁବକକୁ ଗିରଫ କରି ତା ଠାରୁ ମୋବାଇଲ ଜବତ କରିବାସହ କୋର୍ଟ ଚାଲାଣ କରିଛନ୍ତି। କୋର୍ଟରେ ବେଳ ନାମଞ୍ଜୁର ହେବାରୁ ନରେଶ କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ସିନ୍ଧେକେଲା ଆଇଆଇସି ବସନ୍ତ କୁମାର ଦଲାଇ ଙ୍କ ଠାରୁ ସୁଚନା ମିଳିଛି। ବର୍ତ୍ତମାନ ଇନଷ୍ଟାଗ୍ରାମ କୁ ଜଣାଇ ଫେକ ଆଇଡି ବନ୍ଦ କରିଦିଆଯାଇଥିବା ପୋଲିସ ପକ୍ଷରୁ ସୁଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like