-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଓ୍ବାଇ,ସି,ଡି,ଏ ପକ୍ଷରୁ ଶିଶୁ ମହୋତ୍ସବ

17-Nov-2024



ପାଟଣାଗଡ଼(ପୂର୍ଣ୍ଣଶଶୀ ଶେଖର  ରାଓ )ବଲାଙ୍ଗିର ଜିଲ୍ଲା ବେଲପଡା ସ୍ଥିତ ଡି ଆର୍ ମେହର୍ ଉଚ୍ଚ ବିଦ୍ୟାଳୟ ପଡିଆରେ ୱାଇ ସିଡିଏ, କେପିଳେଡ ଓ ଦେଶାଇଫାଉଣ୍ଡେସନ ଟ୍ରଷ୍ଟ ର ମିଳିତ ଉଦ୍ୟମରେ ଶିଶୁ ମହୋତ୍ସବ "ପତାଙ୍ଗୀ - ୨୦ ୨୪" ଅନୁଷ୍ଠିତ ହୋଇଯାଇଅଛି । ଏହି ଉତ୍ସବରଉଦ୍ଘାଟନୀ  ପର୍ବରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ  ଶ୍ରୀମତୀ ବିଦ୍ୟୁତପ୍ରଭା ନାଗ, ବ୍ଲକ ଉପାଧକ୍ଷ ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ କୁମ୍ଭାର,ଭାରପ୍ରାପ୍ତ ଥାନା ଅଧିକାରୀ ଶ୍ରୀଯୁକ୍ତ ଅନନ୍ତ ପ୍ରଧାନ, ପ୍ରଧାନ ଶିକ୍ଷକ ଚିତ୍ତରଞ୍ଜନ ପଣ୍ଡା ଓ ସହକର୍ମୀ ନେତ୍ରୀ ରୋଶନୀ ସାହୁ ଆଦିଅତିଥି ଭାବେ ଯୋଗ ଦେଇଥିଲେ । ଉଦ‌ଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ  ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି, ୱାଇ ସିଡିଏର ସମ୍ପାଦକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ  ଅଧିକାରୀ ଶ୍ରୀଯୁକ୍ତ ରାଜେନ୍ଦ୍ର ମେହର, ୱାଇ ସିଡିଏର ସଭାପତି ଡ଼ଃ ମିତାଲି ମହାନ୍ତି ଓ ସହକର୍ମୀ ନେତା ଧନେଶ୍ବର ପରୁଆ ଯୋଗଦେଇ  ଶିଶୁ ମାନଙ୍କୁ ପ୍ରେରଣାଦାୟୀ ଉପଦେଶ ଦେବା ସହିତ ସେମାନଙ୍କ ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ଆମ ସମସ୍ତକୁ ମିଶି ପ୍ରୟାସ କରିବାପାଇଁ ପାଇଁ ପଡ଼ିବ ବୋଲି ଆହ୍ୱାନ ଦେଇଥିଲେ । ଏହି ଅବସରରେ ଶିଶୁମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ମେଳାର ଆୟୋଜନ କରାଯାଇଥିଲା । ଉକ୍ତ ଦିବସରେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶିଶୁମାନଙ୍କୁ ନେଇ ବେଲପଡା ଅଞ୍ଚଳରେ ଥିବା ବିଭିନ୍ନସାମାଜିକ ସମସ୍ୟା ଯେପରିକି ଶିଶୁ ଅଧିକାର, ଗୁଣାତ୍ମକ ଶିକ୍ଷା ଓ ରୋଜଗାର ଉଦ୍ଦେଶ୍ୟରେ ପରିବାରର ଅନ୍ୟତ୍ର ସ୍ଥାନାନ୍ତରଯୋଗୁଁ ପିଲାମାନଙ୍କର ଶିକ୍ଷା କ୍ଷେତ୍ରରେ ଉପୁଜୁଥିବା ସମସ୍ୟା ଆଦି ପ୍ରସଙ୍ଗରେ ସଚେତନତା ଶୋଭାଯାତ୍ରା କରାଯାଇଥିଲା ।ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଉଦେଶ୍ୟରେ ଗ୍ରାମାଞ୍ଚଳରେ ନାନା ପ୍ରତିଯୋଗିତାମାନ କରିସେଥିରେ କୃତି ଶିଶୁ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ୱାଇ ସିଡିଏର ସମସ୍ତ କର୍ମକର୍ତ୍ତା ମାନେ ଉତ୍ସବଟିକୁସଫଳ କରାଇବା ପାଇଁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like