-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ଓ୍ବାଇ,ସି,ଡି,ଏ ପକ୍ଷରୁ ଶିଶୁ ମହୋତ୍ସବ "ପତଙ୍ଗୀ " ଅନୁଷ୍ଠିତ

17-Nov-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ସ୍ଥିତ ଡି ଆର୍ ମେହର୍ ଉଚ୍ଚ ବିଦ୍ୟାଳୟ ପଡିଆରେ ୱାଇ ସିଡିଏ, କେପିଳେଡ ଓ ଦେଶାଇଫାଉଣ୍ଡେସନ ଟ୍ରଷ୍ଟ ର ମିଳିତ ଉଦ୍ୟମରେ ଶିଶୁ ମହୋତ୍ସବ "ପତାଙ୍ଗୀ - ୨୦ ୨୪" ଅନୁଷ୍ଠିତ ହୋଇଯାଇଅଛି । ଏହି ଉତ୍ସବରଉଦ୍ଘାଟନୀ  ପର୍ବରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ  ଶ୍ରୀମତୀ ବିଦ୍ୟୁତପ୍ରଭା ନାଗ, ବ୍ଲକ ଉପାଧକ୍ଷ ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ କୁମ୍ଭାର,ଭାରପ୍ରାପ୍ତ ଥାନା ଅଧିକାରୀ ଶ୍ରୀଯୁକ୍ତ ଅନନ୍ତ ପ୍ରଧାନ, ପ୍ରଧାନ ଶିକ୍ଷକ ଚିତ୍ତରଞ୍ଜନ ପଣ୍ଡା ଓ ସହକର୍ମୀ ନେତ୍ରୀ ରୋଶନୀ ସାହୁ ଆଦିଅତିଥି ଭାବେ ଯୋଗ ଦେଇଥିଲେ । ଉଦ‌ଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ  ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି, ୱାଇ ସିଡିଏର ସମ୍ପାଦକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ  ଅଧିକାରୀ ଶ୍ରୀଯୁକ୍ତ ରାଜେନ୍ଦ୍ର ମେହର, ୱାଇ ସିଡିଏର ସଭାପତି ଡ଼ଃ ମିତାଲି ମହାନ୍ତି ଓ ସହକର୍ମୀ ନେତା ଧନେଶ୍ବର ପରୁଆ ଯୋଗଦେଇ  ଶିଶୁ ମାନଙ୍କୁ ପ୍ରେରଣାଦାୟୀ ଉପଦେଶ ଦେବା ସହିତ ସେମାନଙ୍କ ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ଆମ ସମସ୍ତକୁ ମିଶି ପ୍ରୟାସ କରିବାପାଇଁ ପାଇଁ ପଡ଼ିବ ବୋଲି ଆହ୍ୱାନ ଦେଇଥିଲେ । ଏହି ଅବସରରେ ଶିଶୁମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ମେଳାର ଆୟୋଜନ କରାଯାଇଥିଲା । ଉକ୍ତ ଦିବସରେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶିଶୁମାନଙ୍କୁ ନେଇ ବେଲପଡା ଅଞ୍ଚଳରେ ଥିବା ବିଭିନ୍ନସାମାଜିକ ସମସ୍ୟା ଯେପରିକି ଶିଶୁ ଅଧିକାର, ଗୁଣାତ୍ମକ ଶିକ୍ଷା ଓ ରୋଜଗାର ଉଦ୍ଦେଶ୍ୟରେ ପରିବାରର ଅନ୍ୟତ୍ର ସ୍ଥାନାନ୍ତରଯୋଗୁଁ ପିଲାମାନଙ୍କର ଶିକ୍ଷା କ୍ଷେତ୍ରରେ ଉପୁଜୁଥିବା ସମସ୍ୟା ଆଦି ପ୍ରସଙ୍ଗରେ ସଚେତନତା ଶୋଭାଯାତ୍ରା କରାଯାଇଥିଲା ।ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଉଦେଶ୍ୟରେ ଗ୍ରାମାଞ୍ଚଳରେ ନାନା ପ୍ରତିଯୋଗିତାମାନ କରିସେଥିରେ କୃତି ଶିଶୁ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ୱାଇ ସିଡିଏର ସମସ୍ତ କର୍ମକର୍ତ୍ତା ମାନେ ଉତ୍ସବଟିକୁସଫଳ କରାଇବା ପାଇଁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like