-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଆଙ୍ଗୁଠି ଛପା ନେଇ ବୃଦ୍ଧାଙ୍କ ଆବାସ ଯୋଜନା ଟଙ୍କା ହଡପ

17-Nov-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଡାବୁଗାଁ ଥାନା ପାତ୍ରି ପଞ୍ଚାୟତ ଅନ୍ତର୍ଗତ ଜାନି ଗୁଡା ଗ୍ରାମ ର ଜଣେ ୭୦ ବର୍ଷ ର ବୃଦ୍ଧା ମହିଳା ଙ୍କ ଆବାସ ଯୋଜନା ଅର୍ଥ କୁ ତିନି ଜଣ ବ୍ୟକ୍ତି ଆଙ୍ଗୁଠି ଛାପ ନେଇ ଏଇପିଏସ ମାଧ୍ୟମରେ ହଡପ କରିଥିବା ଅଭିଯୋଗ । ପାତ୍ରୀ ପଞ୍ଚାୟତର ଜାନି ଗୁଡା ଗାଁର ତୁଳସା ଜାନି (୭୦) ଏହାକୁ ନେଇ ଡାବୁ ଗାଁ ଥାନା ରେ ଏତେଲା ଦେଇଛନ୍ତି ।ସୂଚନା ଅନୁଯାୟୀ ପାତ୍ରିି ପଞ୍ଚାୟତ ଅନ୍ତର୍ଗତ ଜାନିଗୁଡା ଗ୍ରାମ ର ବିଧବା ମହିଳା ତୁଳସା ଜାନି (୭୦) ଙ୍କ ନାମରେ ଏକ ଆବାସ ଗୃହ ଆସି ଗୃହ କାର୍ଯ୍ୟ ପ୍ରାୟ ସମ୍ପୂର୍ଣ ହେବାକୁ ବସିଛି। ଆବାସ ଯୋଜନା ର ଅର୍ଥ ରାଶି ବିଧବା ମହିଳା ଙ୍କ ଜଟାବାଲ ସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ରେ ଆକାଉଣ୍ଟ ରହିଥିବା ବେଳେ ଗତ ଜୁଲାଇ ୧୯ ତାରିଖ ରେ ଆବାସ ଯୋଜନା ଅର୍ଥ ୩୦ ହଜାର ଟଙ୍କା ଜମା ହୋଇଥିଲା।ଏହା ସହ ପୂର୍ବରୁ ବ୍ୟାଙ୍କ ଖାତାରେ ଭତ୍ତା ଟଙ୍କା ମଧ୍ୟ ରହିଥିଲା। ତୁଳସା ଜାନି ଅଶିକ୍ଷିତ ହୋଇଥିବାରୁ ଆବାସ ଯୋଜନା ଅର୍ଥ ଜମା ହୋଇଛି କି ନାହିଁ ଜାଣି ପାରି ନ ଥିଲେ। ତେବେ ସେହି ପାତ୍ରିି ପଞ୍ଚାୟତ ର ଜଗନ୍ନାଥ ଲେଙ୍କା, ଡାଳବନ୍ଧୁ ଜାନି ଓ ରୁଣା ଭତରା ବିଧବା ମହିଳା ତୁଳସା ଜାନି ଙ୍କ ଘର କୁ ଯାଇ ତାଙ୍କ ଏଇପିଏସ ମାଧ୍ୟମରେ ଆଙ୍ଗୁଠି ଛାପ ନେଇ ଟଙ୍କା ଜମା ହୋଇଥିବା ନେଇ ତଦନ୍ତ କରିଥିଲେ। ଅଶିକ୍ଷିତ ଓ ଅଜ୍ଞତା ର ଫାଇଦା ଉଠାଇ ବିଧବା ତୁଳସା ଜାନି ଙ୍କ ବ୍ୟାଙ୍କ୍ ଖାତାରେ ଥିବା ୩୦ ହଜାର ରୁ ଉର୍ଦ୍ଧ ଟଙ୍କା ଉଠାଣ କରିଥିଲେ। ଏ ନେଇ ଜଟା ବାଲ ଉତ୍କଳ ଗ୍ରାମୀଣ ବ୍ୟାଙ୍କକୁ ଯାଇ ତୁଳସା ଜାନି ଙ୍କ ବ୍ୟାଙ୍କ ଷ୍ଟେଟ ମେଣ୍ଟ ବାହାର କରିବାପରେ ଏ ଇ ପି ଏସ ମାଧ୍ୟମରେ ଆଙ୍ଗୁଠି ଛାପ ନେଇ ତୁଳସା ଜାନି ଙ୍କ ବ୍ୟାଙ୍କ ଖାତାରୁ ଟଙ୍କା ଉଠା ଯାଇଥିବା ଜଣା ପଡ଼ିଥିଲା। ତୁଳସା ଜାନି ଙ୍କ ଆବାସ ଟଙ୍କା ଗତ ଜୁଲାଇ ମାସରେ ଜମା ହୋଇଥିବାରୁ ଏହି ୪ ମାସ ମଧ୍ୟରେ ପାତ୍ରି ପଞ୍ଚାୟତ ର ତିନି ଜଣ ଆଙ୍ଗୁଠି ଛାପ ନେଇଥିବାରୁ ବୃଦ୍ଧା ବିଧବା ମହିଳା ଡାଳବନ୍ଧୁ ଜାନି,ଜଗନ୍ନାଥ ଲେଙ୍କା ଓ ରୁଣା ଭତରା ଙ୍କୁ ଆବାସ ଯୋଜନା ଅର୍ଥ ଫେରାଇ ବାକୁ ବାରମ୍ବାର ଅନୁରୋଧ କରିଥିଲେ ମଧ୍ୟ କେହି ନ ଶୁଣିବାରୁ ଶେଷରେ ତିନି ଜଣଙ୍କ ବିରୋଧରେ ଆବାସ ଟଙ୍କା ଠକେଇ କରିଥିବା ନେଇ ଅଭିଯୋଗ କରିଛନ୍ତି ମହିଳା ଜଣକ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like