-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର ରେ ପଶ୍ଚିମ ଓଡିଶା ବାର୍ତ୍ତା ର ଦ୍ଵିତୀୟ ସ୍ଵନକ୍ଷତ୍ର ଉତ୍ସବ ଅନୁଷ୍ଠିତ

17-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ପଶ୍ଚିମ ଓଡିଶା ବାର୍ତ୍ତା ର ସ୍ଵନକ୍ଷତ୍ର ଉତ୍ସବ ଓ ସମ୍ବର୍ଦ୍ଧନା ସଭା ପଦ୍ମପୁର ଉଦୟନାଥ ଫର୍ନିଚର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସମ୍ପାଦକ ଡିଲେଶ୍ଵର ବାଗ ଙ୍କ ସଭାପତିତ୍ଵରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା , ବରେଣ୍ୟ ଅତିଥି ପଦ୍ମପୁର ଓକିଲ ସଂଘ ସମ୍ପାଦକ ଚିନ୍ମୟ ପଣ୍ଡା,ବିଜ୍ଞାପିତ ଅଞ୍ଚଳପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝୀ, ପଦ୍ମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ,ଆଇନଜୀବି ଅଜିତ ଶତପଥି, କଟକ ବଡ଼ ମେଡିକାଲ ଅସ୍ଥିଶଲ୍ୟ ବିଶେଷଜ୍ଞ ଡଃ ରୋଶନ ରଥ,ମୁଖ୍ୟବକ୍ତା ଭାବେ ଭଟଲି ଦଧିବାମନ ମହାବିଦ୍ୟାଳୟ  ଓଡ଼ିଆ ଅଧ୍ୟାପକ ଦୁର୍ଗାଶିଷ ପଟ୍ଟନାୟକ  ଯୋଗଦେଇଥିଲେ । ପ୍ରଥମେ ଅତିଥି ମାନଙ୍କୁ ଉତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରଯାଇଥିଲା । ମାତ୍ର ଦୁଇ ବର୍ଷ ରେ ନିରବଚ୍ଛିନ୍ନ ଭାବେ ସମାଜର ଅବହେଳିତ ଓ ସାଧାରଣ ଜନତାଙ୍କ ଶିକ୍ଷା,ସ୍ୱାସ୍ଥ୍ୟ ସମସ୍ଯା ଉପରେ ଖବର ପ୍ରକାଶ କରି ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି ବୋଲି ଅତିଥିମାନେ ମତପୋଷଣ କରିବା ସହ ସମ୍ପାଦକଙ୍କୁ ପ୍ରଶଂସା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସମାଜସେବୀ ଦିବସ ସାହୁ, ଦୀପା ବାରିକ, ରଞ୍ଜନ ପଣ୍ଡା,ଶେଷଦେବ ଦାସ,ଆଶିଷ ଜ୍ୟୋତିଷ,ଲିଟିଲ ହେଲ୍ପ ସରେଇକେଲା, ମାରୱାଡି ସମାଜ ପଦ୍ମପୁର, ସ୍ୱାସ୍ଥ୍ୟକର୍ମୀ ବିଶ୍ୱଳୟା ସାହୁ, ଆଶାକର୍ମୀ ଗୀତାଞ୍ଜଳି ବନଛୋର, ଜ୍ୟୋତିର୍ବିଦ ଆଶୁତୋଷ ପାଣିଗ୍ରାହୀ, କବି, ଶିକ୍ଷକ ପ୍ରେମାନନ୍ଦ ବେହେରା, ଦେବେନ୍ଦ୍ର ସାହୁ, ବିଜ୍ଞାପିତ ଅଞ୍ଚଳ ପରିଷଦ ପଦ୍ମପୁର, ତ୍ରିପାଠୀ ହୋଟେଲ ପଦ୍ମପୁର, ମିନାକ୍ଷୀ ଜ୍ୱେଲେରୀ ପଦ୍ମପୁର,ଗୋଲଡେନ ଷ୍ଟାର କ୍ରିକେଟ କ୍ଳବ ଖଇର ପାଲି,ସଫଳ ଚାଷୀ ଯୋଗେଶ୍ୱର ପ୍ରଧାନ ସେମେଲମୁଣ୍ଡା ଆଦି ଅନନ୍ୟ ପ୍ରତିଭା ଙ୍କୁ ମାନପତ୍ର ସହ ସମ୍ବର୍ଦ୍ଧିତ କରଯାଇଥିଲା l ପଦ୍ମପୁର ପ୍ରିଣ୍ଟ ମିଡ଼ିଆ ର କିରଟି ସାହୁ,ଲାଳବିହାରୀ ମିଶ୍ର,ରତ୍ନମଣି ଶତପଥି,ଅଶ୍ୱିନୀଧରୁଆ,ସୁଦାମ ପ୍ରଧାନ, ସୁରେନ୍ଦ୍ର ମେହେର,ଧିରେନ ମହାନ୍ତି, କୁଞ୍ଜ ସାହୁ ଆଦି ବରିଷ୍ଠ ସାମ୍ବାଦିକ ଗଣ ଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା I ବୈତାଳି କ୍ଲଷ୍ଟର ର ସାଂସ୍କୃତିକ କଳାକାର ଗଣ ନୃତ୍ୟ ପରିବେଷଣ କରିଥିଲେ ସମସ୍ତଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା I ଶିକ୍ଷକ ନିରାକାର ପ୍ରଧାନ ମଞ୍ଚ ସଂଚାଳନ କରିଥିଲେ I ସର୍ବଶେଷରେ ସମ୍ପାଦକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like