-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ଓଡିଶା ଘରୋଇ ଆଇଟିଆଇ  ସଂଘର ବାର୍ଷିକ ସାଧାରଣ ବୈଠକ 

17-Nov-2024



ଭୁବନେଶ୍ୱର- ଓଡିଶା ଘରୋଇ ଆଇ. ଟି. ଆଇ ସଂଘ (ସ୍ପିଟିଆ)ର ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହୋଟେଲର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି l

ରାଜ୍ୟ ସଭାପତି ଡ଼.ଅରୁଣ କୁମାର ନାୟକଙ୍କ ସଭାପତିତ୍ବରେ ଆଜିର ଏହି ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା l ଆଜିର ଏହି ବୈଠକରେ ହାଇକୋର୍ଟରେ ଚାଲିଥିବା କେଶ ବିଷୟରେ ଆଲୋଚନା ହୋଇଥିଲା l ପ୍ରାଇଭେଟ ଆଇଟିଆଇ ମାନଙ୍କରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ ହେଉଥିବା ଅସୁବିଧାର ସମ୍ମୁଖୀନ ଏବଂ ଏସ.ସି ଏସ.ଟି ଛାତ୍ରଛାତ୍ରୀମାନଙ୍କ ସରକାର ଦେଉଥିବା ବୃତ୍ତିକୁ ନେଇ ମଧ୍ୟ ଆଲୋଚନା ହୋଇଥିଲା l

ଏମିତି ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଥିଲା l ଆଗାମୀ ଦୁଇ ବର୍ଷ ନିର୍ବାଚନ ହେବାପାଇଁ ସର୍ବସମ୍ମତି କ୍ରମେ ନିଷ୍ପତି ଗ୍ରହଣ କରାଗଲା । ସାଧାରଣ ସମ୍ପାଦକ ଦେବାଶିଷ ଆଚାର୍ଯ୍ୟ ତାଙ୍କର ସମ୍ପାଦକ ବିବରଣୀ ପାଠନ କରିଥିବା ବେଳେ ଉପସଭାପତି ବିଶ୍ୱଜିତ ପଣ୍ଡା, ମିଳନ ମହାପାତ୍ର, କୋଷାଧକ୍ଷ ଅତିଶ ରାଉତ ମଂଚାସୀନ ଥିଲେ l ଚଳିତ ବର୍ଷ ଡିସେମ୍ବର ମାସ ୨୨ତାରିଖ ରବିବାର ଦିନ ନିର୍ବାଚନ ହେବା ପାଇଁ ନିଷ୍ପତି ଗ୍ରହଣ କରାଗଲା l ଆଜିର

ଏହି ବୈଠକରେ ଓଡିଶାର ବିଭିନ୍ନ ଜୋନ ଭିତରେ କଟକ ଜୋନର ଦେବୀପ୍ରସାଦ ଦାଶ, ବଲାଙ୍ଗିର ଜୋନର ପ୍ରଦୀପ୍ତ କୁମାର ମିଶ୍ର (ବଦ୍ରି), ଭୁବନେଶ୍ୱରର ସିଦ୍ଧେଶ୍ୱର ମହାନ୍ତି, ବ୍ରହ୍ମପୁରର ଜୟନ୍ତ ପାତ୍ର, ଭଦ୍ରକ ଜୋନର ଗଣେଶ ବିଶ୍ବାଳ  ସମସ୍ତ ଜୋନର ସମ୍ପାଦକଙ୍କ ସହିତ ଶତାଧିକ ସାଧାରଣ ସଦସ୍ୟ ଯୋଗ ଦେଇ ଆଜିର ସଭାରେ ନିଜନିଜର ମତାମତ ସହିତ ସଭାକୁ ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like