-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ରାଜ୍ୟ

କବି ଜ୍ଯୋତିରଞ୍ଜନ ମିଶ୍ର ଙ୍କ କବିତା ସଂକଳନ "ଏକାନ୍ତବାସ" ଲୋକାର୍ପିତ

17-Nov-2024



ବରଗଡ(ପ୍ରେରଣାଖବର): ଲାଭ ନଥାଇ ବେପାର କରୁଥିବା ମଣିଷ ହିଁ କବିଟିଏ। ଅନ୍ତର ବେଦନା ହିଁ  କବିତା ହୋଇ ଝରିଯାଏ କଲମ ମୁନରେ।କ୍ଷତ ସବୁ କବିତା ହୋଇ ନ ପାରନ୍ତି,ମାତ୍ର ପ୍ରତିଟି କବିତା ପଶ୍ଚାତପଦରେ ଥାଏ ଏକ କେବେ ବି ଶୁଖୁ ନ ଥିବା କ୍ଷତ।ଯାହା ଚିରକାଳ ଦୁଃଖ ହିଁ ଦେଇଥାଏ ଓ ସେଇ ଦୁଃଖଦ ଅନୁଭୂତି ହିଁ ସବୁକାଳେ କବିତା  ବୋଲି କହିଛନ୍ତି କବି ଦିବ୍ୟକିଶୋର ଦେବତା।

ସୃଷ୍ଟି ପ୍ରକାଶନୀ ଦ୍ବାରା ପ୍ରକାଶିତ  କବି ଜ୍ଯୋତିରଞ୍ଜନ ମିଶ୍ରଙ୍କ  କୋରୋନା କାଳର ଅନୁଭୂତି ବ୍ୟଞ୍ଜକ କବିତା "ଏକାନ୍ତବାସ" ର ଲୋକାର୍ପଣ ସମାରୋହ ଅବସରରେ ମୁଖ୍ଯଅତିଥି ଭାବରେ ଯୋଗଦେଇ ସେ ଏହି ମତ ଦେଇଛନ୍ତି।ବରଗଡ ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟର ପରିସରରେ ଅନୁଷ୍ଠିତ ଏହି ଲୋକାର୍ପଣ ସମାରୋହରେ  ସମ୍ମାନିତ ଅତିଥି ଭାବରେ  କବି ତଥା ବରିଷ୍ଠ ସାମ୍ବାଦିକ ସନ୍ଦୀପ କୁମାର କୁଅଁର ଯୋଗଦେଇ  ଭାବଗତ ସ୍ତରରେ କବିତା ବା ସାହିତ୍ୟର ପାଠକ କମିଯାଉଥିବାରୁ, ଲୋକଙ୍କ ଭିତରେ ସୃଜନଶୀଳ ଭାବ କମିଯାଉଥିବାରୁ ଉଦବେଗ ପ୍ରକାଶ କରିଥିଲେ।ସୃଷ୍ଟି ପ୍ରକାଶନୀ ମୁଖ୍ଯ  କବି ଗାଳ୍ପିକ ରୋହିତ ଦାଶଙ୍କ ସଭା ପରିଚାଳନାରେ ଅନୁଷ୍ଠିତ ଏହି ସମାରୋହରେ କବି ରତ୍ନମୟ ତ୍ରିପାଠୀ କବିତା ସଂକଳନର ସମୀକ୍ଷା କରିଥିବା ବେଳେ ବିଶିଷ୍ଟ କଣ୍ଠଶିଳ୍ପୀ ଅଶୋକ ପଶାୟତ  ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ। ଅବସରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ଅଶୋକ ମହାପାତ୍ର  ଓ ଡକ୍ଟର ଶୁଭେନ୍ଦୁ ସୁଧା ଷଢଙ୍ଗୀ ପ୍ରକାଶିତ ସଂକଳନ "ଏକାନ୍ତବାସ" ରୁ କବିତା ଆବୃତ୍ତି କରିଥିଲେ। "ଏକାନ୍ତବାସ" ର କବି ଜ୍ଯୋତିରଞ୍ଜନ ମିଶ୍ର ଲେଖକୀୟ ବକ୍ତବ୍ଯ ପ୍ରଦାନ କରିଥିବା ବେଳେ ଶେଷରେ ସୁକୋମଳ ଦାଶ ଧନ୍ଯବାଦ ଅର୍ପଣ କରି ଥିଲେ।ଅନ୍ୟମାନଙ୍କ ମଧ୍ଯରେ ଡକ୍ଟର ଗୋବର୍ଦ୍ଧନ ସାହୁ, କବିତା ମେହେର,ଡକ୍ଟର ତପସ୍ବିନୀ ଗୁରୁ,ସଂଗୀତା ରଥ, ସଂଗୀତା ପଣ୍ଡା ଷଢଙ୍ଗୀ ଓ ବହୁ କବିଲେଖକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like