-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ,ବଲାଂଗୀର ଜିଲ୍ଲା ଶାଖା ର ସଭା ଅନୁଷ୍ଠିତ

17-Nov-2024



ବଲାଙ୍ଗିର: ସ୍ଥାନୀୟ ପଥରଚେପା ସରକାରି ଉଚ୍ଚ ପ୍ରାଥମିକ ସ୍କୁଲରେ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସହସମ୍ପାଦିକା ଅନୁପମା ପ୍ରହରାଜଙ୍କ ଆବାହନ କ୍ରମେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଶିକ୍ଷୟତ୍ରୀ ଶାନ୍ତିଲତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେରାଜ୍ୟ ଫେଡରେସନ ପରାମର୍ଶଦାତା ଗୌରଙ୍ଗଚରଣ ମଲ୍ଲିକ ଓ ଜିଲ୍ଲା ପରାମର୍ଶ ଦାତା ଆଚାର୍ଯ୍ୟ ସୁଚିତ୍ର ସୁନା ଯୋଗଦାନ କରିଥିଲେ।ସଭାରେ ସର୍ଵ ପ୍ରଥମେ ଶୁଭେନ୍ଦ୍ର କୁମାର ଦଣ୍ଡସେନା,ଜିଲ୍ଲା ପରିଷଦ ସଦସ୍ୟଙ୍କ ବିୟୋଗରେ ଦୁଇ ମିନିଟ ନୀରବ ପ୍ରାର୍ଥନା ସହ ଶୋକସଭା କରାଯାଇଥିଲା।
ଏହା ପରେ ରାଜ୍ୟ ସଂଘର ମିଶ୍ରଣ ପାଇଁ ଅନେକ ଆଲୋଚନା ପର୍ଯ୍ୟଲୋଚନା କରାଯାଇଥିଲା।ପୁରୀ ଜିଲ୍ଲା ସମ୍ପାଦକ ରାମ ନାରାୟଣ ମିଶ୍ର ଓ ସମ୍ବଲପୁରରୁ ଅଲଇଣ୍ଡିଆ ସ୍ୱୀକୃତିପ୍ରାପ୍ତ ରାଜ୍ୟ ସମ୍ପାଦକ ବବୃବାହନ ଭୋଇ ଏହି ସଭାରେ ଅନୁପସ୍ଥିତ ଥିଲେ ହେଁ ବଲାଙ୍ଗୀର ଜିଲ୍ଲା ସଂଘର କାର୍ଯ୍ୟକଳାପକୁ ପ୍ରଶଂସା କରିଥିଲେ।ଏହା ପରେ ଗଣଶିକ୍ଷା ନିର୍ଦେଶକଙ୍କ ଚିଠିକୁ ଆଲୋଚନା କରି ତାଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା।ଦେଓଗାଁ ବ୍ଲକ ରେ ଶିକ୍ଷକ ମାନଙ୍କର ପ୍ରାପ୍ୟ ଅବହେଳା ଓ ବିଇଓ ଅଫିସର ଦୁର୍ନୀତିଖୋର୍ ମନୋବୃତ୍ତି ପାଇଁ ରାଜ୍ୟ ସ୍ଥରୀୟ ପଦାଧିକାରୀଙ୍କୁ ଚିଠି ଲେଖିବାକୁ  ପ୍ରସ୍ତାଵ ଆଗତ କରା ଯାଇଥିଲା। ସେହିପରି ମୁରିବାହାଲ ଭଳି ଅନେକ ବ୍ଲକ୍ ରେ ଲେବେଲ୍ ଥାର୍ଡ୍ ଶିକ୍ଷକ ମାନେ ତାଙ୍କର ପ୍ରକୃତ ଦରମା ପାଇବାରୁ ବଞ୍ଚିତ ଅଛନ୍ତି। ଛଅ ବର୍ଷ ପୁରି ଯାଇଥିଲେ ସୁଦ୍ଧା ଶିକ୍ଷକ ମାନେ ସ୍ଥାୟୀ ଶିକ୍ଷକର ଆଦେଶ ଡିପିସି କାର୍ଯ୍ୟାଳୟରୁ ପାଇ ନ ଥିବା ଅଭିଯୋଗ ମଧ୍ୟ ଆସିଥିଲା।ଏହା ବ୍ୟତୀତ ୩୦ ବର୍ଷୀୟ ଏମଏସିପି ଦେବାରେ ବଲାଙ୍ଗିର, ପାଟଣାଗଡ଼ ଓ ଟିଟିଲାଗଡ ବିଇଓ ଅଫିସ୍ ଉଦ୍ଦେଶ୍ୟମୂଳକ ଭାବରେ  ଅବହେଳା କରୁଥିବାରୁ କ୍ଷୋଭ ପ୍ରକାଶ କରିବା ସହ ସରକାରଙ୍କ ଦୃଷ୍ଟି ଆକର୍ଷଣ ନିମନ୍ତେ ଦାବୀପତ୍ର ଦେବାର ନିଷ୍ପତ୍ତି ନିଆଯାଇଥିଲା।
କେତେକ ଦୁର୍ନୀତିଖୋର୍ ବ୍ୟକ୍ତି ରାଜ୍ୟପାଳ ପୁରସ୍କାର ପାଇଁ ଆବେଦନ କରିଥିବାର ସୂଚନା ମିଳିଥିବାରୁ ତାଙ୍କ ବିରୋଧରେ ସଂଘ ତରଫରୁ ଅଭିଯୋଗ କରିବାକୁ ନିଷ୍ପତ୍ତି ନେଇଥିଲେ।ବଲାଙ୍ଗିର ଜିଲ୍ଲାରେ ପ୍ରାଥମିକ ଶିକ୍ଷାର ଉନ୍ନତି ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଉପଯୁକ୍ତ ଅଧିକାରୀଙ୍କ ଠାରେ ଆବେଦନ କରିଥିଲେ। ସର୍ବଶେଷରେ ସଭାନେତ୍ରୀ ଉପସ୍ଥିତ ସମସ୍ତ ସଭ୍ୟସଭ୍ୟାଙ୍କୁ ଧନ୍ୟବାଦ୍ ଦେଇ ପରବର୍ତ୍ତୀ ସଭା ଆସନ୍ତା ଡିସେମ୍ବର ୧୫ ତାରିଖରେ  ଭୀମଡୁଙ୍ଗୁରି ଠାରେ କରିବା ପାଇଁ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like