-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ଅତାବିରାରେ ବ୍ଲକସ୍ତରୀୟ ଭୀମ ଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର

17-Nov-2024



ଅତାବିରା (ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ଏନ୍ ଏସି ସ୍ଥିତ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ସମ୍ବଲପୁର ବରଗଡ଼ ୱେ ରେ ରହିଥିବା ଲାଦେର ପାଲି ରାମଚଣ୍ଡୀ କଲ୍ୟାଣ ମଣ୍ଡପ ପରିସରରେ ଆଜି ବ୍ଲକ ସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି।ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୂର୍ଯ୍ୟ କୁମାର ନାୟକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ବିଧାୟକ ନିହାର ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିଲେ।ଶିବିରରେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ମହମ୍ମଦ ଅକବର୍ ଙ୍କ ପରିଚାଳନା କ୍ରମେ ଅତାବିରା ଏନ୍ ଏସି ର ୧୨ଟି ୱାର୍ଡ ସହ ବ୍ଲକ ର ୨୪ଟି ପଞ୍ଚାୟତ ର କୋଣ ଅନୁକୋଣ ରୁ ଭିନ୍ନ କ୍ଷମ ଚିହ୍ନଟ ଓ ସେମାନଙ୍କ ବସ୍ ପାସ, ବିଭିନ୍ନ ଉପକରଣ ସାମଗ୍ରୀ,ସ୍ଵାସ୍ଥ୍ୟ ବ୍ୟବସ୍ଥା ଓ ଲୋନ ସମ୍ବନ୍ଧୀୟ ବ୍ୟତୀତ ସରକାର ଙ୍କ ଠାରୁ ରହିଥିବା ସୁବିଧା ସୁଯୋଗ ପ୍ରଦାନ କରି ଉତ୍ସାହିତ କରାଯାଇଥିଲା।ଏପରିକି ଏହି ଭିନ୍ନ କ୍ଷମ ମାନେ ଅନେକେ ସରକାରୀ ସୁବିଧାରୁ ବଂଚିତ ରହୁଥିବା ଶିବିରରେ ନଜିର ରହିଥିବା ବେଳେ ତାଙ୍କର ସବୁ କିଛି ସୁବିଧା ପ୍ରଦାନ କରାଯିବ ବୋଲି ଅଧିକାରୀ ମାନେ ମତ ପ୍ରକାଶ କରିଥିଲେ।।।ଶିବିରରେ  ଭିନ୍ନକ୍ଷମ ମାନଙ୍କ ବିଭିନ୍ନ ଅସୁବିଧା କୁ ପରୀକ୍ଷା ନିରୀକ୍ଷା କରିବା ପାଇଁ ଜିଲ୍ଲା ସ୍ତରରୁ ଛଅ ଜଣ ଡାକ୍ତର ନିଯୁକ୍ତ ହୋଇଥିଲେ।ଶିବିରରେ ଭିନ୍ନକ୍ଷମ ମାନଙ୍କ ବିଭିନ୍ନ ସ୍ଵାସ୍ଥ୍ୟ କ୍ଷେତ୍ରରେ ୨୪୨ ଜଣ ଆବେଦନ କlରି ଙ୍କ ପରୀକ୍ଷା କରl ଯାଇ ଥିବାବେଳେ ୪ଜଣ ଙ୍କୁ ଟ୍ରାଇ ସାଇକଲ, ୧୩ଜଣ ଙ୍କୁ ହୁଇଲ ଚେୟାର,୧୩ ଜଣଙ୍କୁ କୃତ୍ରିମ ଅଙ୍ଗ, ୬ଜଣ ଙ୍କୁ ଶ୍ରବଣ ଯନ୍ତ୍ର,ଜଣ  ଙ୍କୁ ଏମ୍ ଟି ସି, ୩ ଜଣ ଙ୍କୁଏମ୍ ଆଇ ସି କିଟ୍,୪ ଜଣ ଙ୍କୁ ସି ପି ଚୌକି,୨ଜଣ କୁ ଆଶା ବାଡ଼ି,ଜଣକୁ ବେଟ୍ରି ଚାଲିତ ଟ୍ରାଇ ସାଇକଲ ଓ ୪୧ଜଣ କୁ ବସ୍ ପାସ ପ୍ରଦାନ କରାଯାଇଥିଲା।ପରି ଶେଷରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗିରିନ୍ଦ୍ର ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ଏନ୍ ଏସି ତଥା ବ୍ଲକ ର ସମସ୍ତ ଅଧିକାରୀ, କର୍ମଚାରୀ,ପଞ୍ଚାୟତ ସ୍ତରରୁ ସରପଞ୍ଚ, ସମିତି ସଭ୍ୟ ମାନେ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like