-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ସୁରକ୍ଷା ବାଡ଼ ଅପେକ୍ଷାରେ ମୁକୁଳା ଟ୍ରାନ୍ସଫର୍ମର

17-Nov-2024



ଅତାବିରା (ଆକାଶ ମିଶ୍ର): ଅତାବିରା ବ୍ଲକ ଲହଣ୍ଡା ହାଇସ୍କୁଲ ଖେଳ ପଡିଆକୁ ଲାଗି ରହି, ଅନାବନା ବୁଦାରେ ଢାଙ୍କି ହୋଇ ବିପଦକୁ ଆମନ୍ତ୍ରଣ କରୁଥିବା ବହୁ ପୁରୁଣା ଟ୍ରାନ୍ସଫର୍ମର ଟାଟା ପାୱାରର ସୁରକ୍ଷା ବାଡ଼ ଅପେକ୍ଷା ରେ ଅବହେଳିତ ହୋଇ ପଡ଼ି ରହିଛି।ଅସମ୍ପୂର୍ଣ୍ଣ ପାଚେରୀ ଥିବା ଖେଳ ପଡିଆରେ 

ରେ ରାତି ପାହିଲେ ଗାଆଁ ପିଲା ତଥା ସ୍କୁଲ ପିଲା ମାନଙ୍କ  ଖେଳ ଆରମ୍ଭ ହୋଇଯାଏ । ଏହା ବ୍ୟତୀତ ଏହି ମୁକୁଳା ଟ୍ରାନ୍ସଫର୍ମର  ନିରୀହ ଗାଈଗୋରୁ,ଛେଳି ମେଣ୍ଢା ଙ୍କ ପାଇଁ ମଧ୍ୟ ଅଭିଶାପ ପାଲଟି  ଯାଇଛି। ଛାତ୍ରଛାତ୍ରୀ ତଥା ପିଲା ମାନେ ପଡ଼ିଆରେ ଖେଳିବା ପାଇଁ ସୁରକ୍ଷିତ ମଣୁ ନାହାନ୍ତି।ତୁରନ୍ତ ଏ ଦିଗରେ ଜିଲ୍ଲା ପ୍ରଶାସନ ତଥା ସଂପୃକ୍ତ ବିଭାଗୀୟ ଟାଟା ପାୱାର ଦୃଷ୍ଟି ଦେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରି ସୁରକ୍ଷା ବାଡ଼ ଦେଲେ  କଳ୍ପିତ  ଦୁର୍ଘଟଣା ର ସମ୍ଭାବନା କୁ ଏଡ଼ାଇ ଦିଆଯାଇ ପାରିବ ବୋଲି ସାଧାରଣ ରେ ବେଶ୍ ଚର୍ଚ୍ଚା ହେଉଛି ।  ଯଦି ଆଗାମୀ ଦିନରେ ବିଦ୍ୟୁତ୍ ଜନିତ ଅଘଟଣ ଘଟେ ତେବେ ପ୍ରଶାସନ ହିଁ ଦାୟୀ ରହିବ ବୋଲି ଲୋକେ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like