-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ପଶ୍ଚିମାଞ୍ଚଲ୍ ପ୍ରାଥମିକ ଶିକ୍ଷକ ଫୋରମ୍ ର ସାଙ୍ଗଠନିକ ବୈଠକ

17-Nov-2024



ବରଗଡ଼(ପ୍ରେରଣା ଖବର):  ରବିବାର ଦିନ ସୁନ୍ଦରଗଡ଼ ଅମ୍ବା ରେସିଡେନ୍ସସି ଠାରେ ପଶ୍ଚିମାଞ୍ଚଳ ପ୍ରାଥମିକ ଶିକ୍ଷକ ଫୋରମ୍ ତରଫରୁ  ବଲାଙ୍ଗୀର ଜିଲ୍ଲା ସଭାପତି  ଶିତୋଷ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ସୋଇଥିଲା । ଏହି ବୈଠକରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଜିଲ୍ଲା କର୍ମକର୍ତ୍ତା ଯୋଗଦାନ କରିଥିଲେ । ଉକ୍ତ ବୈଠକରେ ଶିକ୍ଷକ ମାନଙ୍କର ଦୁଇଗୋଟି ଦାବୀ  ଯଥା କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ,୬/୮ ବର୍ଷର ଚୁକ୍ତି ଭିତ୍ତିକ କାଳକୁ ମୂଳ ଚାକିରୀ ରେ ଗଣନା କରିବା ସହ ନୋସନାଲ ଇନକ୍ରୀମେନ୍ଟ ପ୍ରଦାନ । ଉକ୍ତ ବୈଠକରେ ରାମଲାଲ ପଟେଲ ଙ୍କୁ ଆବାହକ ରୂପେ ମନୋନୀତ କରାଯାଇଥିଲା । ଆଗାମୀ ଦିନରେ ସମସ୍ତ ବିଧାୟକ ଓ ସାଂସଦ ମାନଙ୍କୁ ଦୁଇ ଦଫା ଦାବିପତ୍ର ପ୍ରଦାନ କରିବାପାଇଁ  ନିଷ୍ପତ୍ତି ଗ୍ରହଣ କରାଗଲା । ପଶ୍ଚିମ ଓଡ଼ିଶାର ଏକ ପ୍ରତିନିଧି ଦଳ ବିଭାଗୀୟ ସଚିବ ଏବଂ ମନ୍ତ୍ରୀଙ୍କ ସହିତ ଦାବୀ ସମ୍ପର୍କରେ ଆଲୋଚନା କରିବା ପାଇଁ ସ୍ଥିର କରାଗଲା । ଉକ୍ତ ବୈଠକରେ ସୁନ୍ଦରଗଡ଼ ଜିଲ୍ଲାର ସଭାପତି ଲକ୍ଷ୍ମଣ ପଟେଲ, ବଲାଙ୍ଗୀର ଜିଲ୍ଲା ସଭାପତି ଶିତୋଷ ପାଣିଗ୍ରାହୀ ସମ୍ପାଦକ ଚକାନନ୍ଦ କମ୍ପ, ବରଗଡ଼ ଜିଲ୍ଲା ସଭାପତି ନନ୍ଦୀଘୋଷ ଭୁଏ, ସମ୍ପାଦକ ଶ୍ରୀକାନ୍ତ ବାରିକ,ଯୋଗେଶ୍ୱର ପଧାନ, ସ୍ୱାଧୀନ କୁମାର ସାହୁ, ଆଶୁତୋଷ ପାତ୍ର,ଅଶୋକ ସାହୁ, ସୁରେଶ ପ୍ରଧାନ, ଅକ୍ଷୟ ନାଏକ,ଶରତ ସୁନା, ଦୁଃଶାସନ ପଧାନ,ଟଗର ହନ୍ସ , ସୁବର୍ଣ୍ଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ପୁଲିନ୍ଦ୍ର ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like