-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ସଂଜ୍ୟୋତ କଳା କେନ୍ଦ୍ରର ପ୍ରତିଷ୍ଠା ଦିବସ ■ ବରିଷ୍ଠ କଳାକାର ବ୍ୟାସଦେବ ପୁରୋହିତ ଙ୍କୁ ସମ୍ବର୍ଦ୍ଧନା

17-Nov-2024



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗିର କଦଳିମୁଣ୍ଡା ନର୍ସରୀ ସଂଜ୍ୟୋତ କଳାକେନ୍ଦ୍ର ୫ମ ବର୍ଷ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବରିଷ୍ଠ କଳାକାର ବ୍ୟାସଦେବ ପୁରୋହିତଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ସଂଜ୍ୟୋତ କଳାକେନ୍ଦ୍ର ସଂପାଦିକା ସଂଗୀତା ଦାଶଙ୍କ ଆବାହକତ୍ୱରେ ଆୟୋଜିତ ସଭାକୁ ପରିଚାଳନା କରିଥିଲେ ବ୍ୟଙ୍ଗ କବି ରସରାଜ ଅଚ୍ୟୁତ ପୁରୋହିତ । ବରିଷ୍ଠ କଳାକାର ବ୍ୟାସଦେବ

ପୁରୋହିତ ଓଡିଶାର କଣ୍ଠଶିଳ୍ପୀ ବେଶ ଘରେ ଘରେ ପରିଚିତ ଗୀତ ଏକଡା ଏକଡା ରା, ହାତି ଝୁଲଇରେ, କାହିଁ ରାମ କାହିଁ ସୀତା ଏବଂ ଏକହଜାର ରୁ ଉର୍ଦ୍ଧ୍ୱ ଗୀତ ଗାଇ ବଲାଙ୍ଗିରରେ ବେଶ ଚର୍ଚ୍ଚିତ ଥିବା ବେଳେ ପଶ୍ଚିମ ଓଡିଶା ପ୍ରଡୁସର ଏସୋସିଏସନ ତରଫରୁ ଲାଇଫ୍ ଟାଇମ ଏୱାର୍ଡ ପ୍ରଦାନ କରାଯାଇଛି । ଏହି ଅବସରରେ ଦୀର୍ଘ ୨ବର୍ଷ ହେଲାଣି କଳା, ସଂସ୍କୃତି ଓ କଳାକାରର ମହାକୁମ୍ଭ ସଦୃଶ୍ୟ ବଲାଙ୍ଗିରର ଲୋକ ମହୋତ୍ସବ ବନ୍ଦ ହୋଇଯାଇଥିବାରୁ ବିଭିନ୍ନ କଳାକାର ଓ ବୁଦ୍ଧିଜିବି ଓ ରାଜନୀତି ଦଳ ଏ ଆଲୋଚନାରେ ଚର୍ଚ୍ଚା ହୋଇଥିଲା । ଆଗାମୀ ନଭେମ୍ବର ୧୯ ତାରିଖ ଦିନ ସନ୍ଧ୍ୟା ୪ଟା ସମୟରେ ଟାଉନ ବାଳିକା ଉଚ୍ଚବିଦ୍ୟାଳୟରେ

କଳାକାର ଓ ବୁଦ୍ଧିଜିବି ଏକଜୁଟ ହୋଇ ଲୋକ ମହୋତ୍ସବ ବିଷୟରେ ଆଲୋଚନା ହୋଇଥିଲା । ଏହି ଅବସରରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓ, ଅଜୟ ଦାସ, ଶାଶ୍ୱତ ତ୍ରିପାଠି, ମାନଭଞ୍ଜନ ମିଶ୍ର, ମଧୁସୁଦନ ନାୟକ, ମୁରଲି ପତି, ପ୍ରଭାକର ମିଶ୍ର, ଶରତ ମହାକୁର, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ମଳୟ ତ୍ରିପାଠି, ରାମ ଦାସ, ଦିଗାମ୍ବର ନାଏକ,ରୋଜିସ୍ମିତା ହୋତା, ସୋମନାଥ ମିଶ୍ର, ଲଳିତ ପୁଝାରୀ, ନବଘନ ଦାଶ, ଦେବେନ୍ଦ୍ର ସାହୁ, ସୁରେନ୍ଦ୍ର ବାବୁ, ସୋମନାଥ ଯୋଷୀ, ମାଧବ ବାରିକ, ପ୍ରଶାନ୍ତ ମହାକୁର, ଅଧ୍ୟାପକ ସୁରେଶ ଷଡଙ୍ଗି ବ୍ୟାସଦେବ ପୁରୋହିତଙ୍କୁ ପଦ୍ମଶ୍ରୀ ପାଇଁ ଦାବୀ ଉପସ୍ଥାପନ କରିଥିଲେ ଓ ଶେଷରେ କଳା ସଂଗଠକ ଜୟକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like