-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||     

HOME   ଜିଲ୍ଲା

ଆଗଲପୁର ଠାରେ ଶ୍ରୀମଦ୍ ଭାଗବତ କଥାର ଭବ୍ୟ ଆୟୋଜନ କାର୍ଯ୍ୟକ୍ରମ

17-Nov-2024



ଆଗଲପୁର, (ବିନୋଦ ଦୀପ) ଦୀର୍ଘ ସାତ ଦିନ ଧରି ଆଗଲପୁର ଠାରେ ଶ୍ରୀମଦ୍ ଭାଗବତ କଥାର ଭବ୍ୟ ଆୟୋଜନ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା l ପ୍ରଥମ ଦିନ ନିକଟସ୍ଥ କଳସ ଶୋଭାଯାତ୍ରା ବାହାରି ନିକଟସ୍ଥ ଅଙ୍ଗ ନଦୀ ରୁ ଜଳ ଆଣି ପୂଜା ମଣ୍ଡପ ରେ ସ୍ଥାପନ କରିଥିଲେ।ବ୍ୟାସ ଭାବରେ ସୁଦୂର ଶ୍ରିଧାମ ବୃନ୍ଦାବନ ରୁ ଆଚାର୍ଯ୍ୟ ବାଳ ମୁକୁନ୍ଦ ଜୀ ମହାରାଜ ଆସି ଭାଗବତ କଥା ମୃତ ପ୍ରବଚନ ମାଧ୍ୟମରେ ଲୋକଙ୍କୁ ଅବଗତ କରିଥିଲେ। ପତ୍ୟେହ ଅପରାହ୍ନ ତିନି ଟା  ରୁ ଆରମ୍ଭ ହୋଇ ସନ୍ଧ୍ୟା ସାତ ଟା ପର୍ଯ୍ୟନ୍ତ ପ୍ରବଚନ ହେଉଥିଲା। ପୂଜକ ଭାବରେ ଶ୍ରୀଯୁକ୍ତ ରାଜୀବ ଲୋଚନ ପଣ୍ଡା ସମସ୍ତ ପ୍ରକାର ର ପୂଜାର୍ଚ୍ଚନା କାର୍ଯ ତୁଲାଇ ଥିଲେ। ଏହି ଭାଗବତ କଥା ମୃତ ରେ ସର୍ବ ମୋଟ ସତର ଗୋଟି ଯୋଡ଼ି ସ୍ବାମୀ ସ୍ତ୍ରୀ କର୍ତ୍ତା ଦାୟିତ୍ଵ ନିର୍ବାହ କରିଥିଲେ। ସମସ୍ତ ପ୍ରକାର କାର୍ଯକ୍ରମ କୁ ଶ୍ରୀ ଶ୍ରୀ ରାଧାରାଣୀ ମାତୃଶକ୍ତି ମଣ୍ଡଳୀ ର ସଭ୍ୟା ମାନେ ପୂର୍ଣ୍ଣ ସହଯୋଗ କରିଥିଲେ। ମାତୃ ମଣ୍ଡଳୀ ର ସଭାପତି ହେଲେ ଶ୍ରୀମତୀ ମଞ୍ଜୁଲତା ମେହେର ଓ ସଂପାଦକ ଶ୍ରୀମତୀ ସବିତା ମେହେର ଓ ସମସ୍ତ ସଭ୍ୟା ଉପସ୍ଥିତ ରହି ପୂର୍ଣ୍ଣ ସହଯୋଗ କରିଥିଲେ। ତା ସହିତ ଜଗନ୍ନାଥ ପରିବାର ର ସମସ୍ତ ସଭ୍ୟ, ମାହେଶ୍ୱରୀ ସଂଗଠନ ର ସମସ୍ତ ସଭ୍ୟ ଓ ବଜରଙ୍ଗ ଦଳର ସମସ୍ତ ସଭ୍ୟ ବୃନ୍ଦ ମଧ୍ୟ ସହଯୋଗ କରିଥିଲେ। ତା ସହିତ ଆଗଲପୁର ଗ୍ରାମର ସମସ୍ତ ଜ୍ଞାନୀ ମାନି ବୁଦ୍ଧିଜୀବୀ ମାନେ ମଧ୍ୟ ଉତ୍ସାହସ ର ସହିତ ଭାଗବତ କଥା ମୃତ ରେ ସାମିଲ ହୋଇ ପ୍ରଭୁଙ୍କ ଗୁଣ ଗାନ କରିଥିଲେ। ଶ୍ରୀ ଅଭୟ କୁମାର ହୋତା ଉକ୍ତ ଭାଗବତ କଥା ମୃତ କୁ ଆୟୋଜନ କରିଥିଲେ। ପ୍ରତ୍ୟେକ ଦିନ ଭଜନ କୀର୍ତ୍ତନ ଓ ପ୍ରବଚନ ଇତ୍ୟାଦି କାର୍ଯକ୍ରମ ହେଉଥିଲା। ଶହ ସଂଖ୍ୟାରେ ଭକ୍ତ ମାନେ ଯୋଗଦାନ କରି ଭାଗବତ କଥା ମୃତ ଶ୍ରାବଣ କରିବା ସହିତ ନିଜକୁ ଧନ୍ୟ ମନେ କରୁଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026

You Might Also Like