-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଜିଲ୍ଲା

ଗରିବଙ୍କ ବିଷୟରେ ଅଭିଯୋଗ କରିଛନ୍ତି ସମିତି ସଭ୍ୟ ରଜନୀ ତାଣ୍ଡି ।

17-Nov-2024



ତୁରେକେଲା (କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କମେଇମୁଣ୍ଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଖାନମୁଣ୍ଡା ଗାଁର ଦୁଃଖଦକାହାଣୀ।ନିରିହ ହିତାଧିକାରୀ ମାନେ ଅନେକଥର ୱର୍ଡ ସଦସ୍ୟ ସରପଞ୍ଚ, ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ନିଜ ଅସୁବିଧା ବିଷୟରେ ଗୁହାରି କରିଥିଲେ ସୁଦ୍ଧା ଏଯାଏଁ କେହି ସମସ୍ୟାର ସମାଧାନ କରି ନାହାଁନ୍ତି।ପଖାନମୁଣ୍ଡା ଗ୍ରାମର ରାଏମତି କୁମ୍ଭାର ଜରି ପୋଲିଥିନ୍ ଢାଙ୍କି ଦୁଇ ଶିଶୁ ଓ ନିଜ ସ୍ବାମୀଙ୍କ ସହିତ ଦୈନିକ କୁଲି ମଜୁରି କାମ କରି କଷ୍ଟେମଷ୍ଟେ ନିଜ ପରିବାର ଭରଣପୋଷଣ କରୁଛନ୍ତି l ଅନ୍ୟପଟେ ଉକ୍ତ ଗ୍ରାମର ଶୁବି ନାଗ ସ୍ବାମୀ ଘାସିରାମ ନାଗ ଦୁଇ ଛାତ୍ରଛାତ୍ରୀ ଓ ନିଜ ସ୍ବାମୀ ସହିତ ଦୈନିକ କୁଲି ମଜୁରି

କରି ମାଟି କୁଡ଼ିଆରେ ରହି ପେଟପାଟଣା ଗୁଜୁରାଣ କରିଆସୁଛି।ଉକ୍ତ ଗାଁ ର କିଶରୀ ବାଗ ସ୍ବା: ପୁରୁଷୋତ୍ତମ ବାଗ ନିଃସନ୍ତାନି ଅନେକ ଥର ୱର୍ଡ ସଦସ୍ୟ ସରପଞ୍ଚ ବ୍ଳକ୍ ପ୍ରଶାସନ ଙ୍କୁ  ଆବାସ ଗୃହ ପାଇଁ ଲିଖିତ ଭାବେ ଜଣାଇଥିଲେ ସୁଦ୍ଧା କୌଣସି କାମ ଦେଇନି।ଏନେଇ ଉକ୍ତ ଗାଁର ନ°୨ ୱlର୍ଡ ସଦସ୍ୟ କୁନ୍ତି ମାଝି ଓ ସମିତି ସଭ୍ୟ ରଜନି ତାଣ୍ଡି ଜଣାଇଛନ୍ତି ଯେ, ଆମ ଅଞ୍ଚଳରେ ଉପଯୁକ୍ତ ହୀତାଧିକାରି ମାନଙ୍କୁ ତଥା ଏଭଳି ବ୍ୟକ୍ତି ବିଶେଷଙ୍କ ତୁରନ୍ତ ଘର ଦିଆ ଯାଉ। ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like