-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ରାଜ୍ୟ

ବରପାଲି ମହିଳା ମହାବିଦ୍ୟାଳୟରେ ସାହିତ୍ଯବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ଜନ୍ମ ଜୟନ୍ତୀ

18-Nov-2024



ବରପାଲି(ସୁଦାମ ଦୀପ): ବରପାଲି ସ୍ଥିତ ସ୍ନାତକ ମହିଳା ମହାବିଦ୍ୟାଳୟ ପରିସରରେ ସାହିତ୍ୟବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୩ତମ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି। ସାହିତ୍ଯବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତିକମିଟି ପକ୍ଷରୁ ଆୟୋଜିତ ସଭାକାର୍ଯ୍ଯ ସଭାପତି ରସାନନ୍ଦ ଥପାଙ୍କ ଅଧ୍ୟକ୍ଷତାରେ  ପରିଚାଳିତ ହୋଇଥିଲା। ଅଧ୍ୟାପକ ଯତୀନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ କାର୍ଯ୍ଯକ୍ରମ ପରିଚାଳିତ ହୋଇଥିଲା। ମୁଖ୍ୟବକ୍ତା ଭାବରେ ଅଧ୍ୟାପକ ଲୋକବନ୍ଧୁ ପ୍ରଧାନ (ସତଲମା ମାଧ୍ଯାମିକ ଉଚ୍ଚ ବିଦ୍ୟାଳୟ) ଯୋଗଦେଇ କାର୍ଯ୍ଯକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ମହିଳା ମହାବିଦ୍ଯାଳୟ ଅଧ୍ୟକ୍ଷା ପଦ୍ମିନୀ ଦାଶ, ବ୍ଲକ ଅଧ୍ୟକ୍ଷା ରିନା ଥଇତ, ଏନଏସି ଅଧ୍ୟକ୍ଷ ଦିନେଶ ଗହିର, ଜେଡି ମାଧ୍ଯମିକ ଉଚ୍ଚବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦିପ କୁମାର ମେହେର

ପ୍ରମୁଖ ଯୋଗ ଦେଇଥିଲେ। ସଭା ପ୍ରାରମ୍ଭରୁ ଅଧ୍ୟାପକ ସୁଧାଶୁଂ ଦାଶଙ୍କ ନିର୍ଦ୍ଦେଶନାରେ ଛାତ୍ରୀମାନଙ୍କ ଦ୍ଵାରା ପ୍ରାରମ୍ଭିକ ସ୍ବାଗତ ସଙ୍ଗୀତ ଗାନ ହୋଇଥିଲା। ଅତିଥିମାନେ ସାହିତ୍ଯବନ୍ଧୁଙ୍କ ସାହିତ୍ଯପ୍ରେମ, କବି ଗଙ୍ଗାଧର କୃତ କବିତା, ସାହିତ୍ଯ ସଂଗ୍ରହ, ସମାଜସେବା, ଧାର୍ମିକଭାବନା ସହ ମାନବୀୟ ଗୁଣ ଉପରେ ଆଲୋଚନା କରିଥିଲେ। ଏହି ଅବସରରେ ସାହିତ୍ୟିକ ମନୋରଞ୍ଜନ ମେହେର ଓ ସମାଜସେବୀ ଦେବାନନ୍ଦ ଖଟୁଆଙ୍କୁ ମାନପତ୍ର ଓ ଉତ୍ତରୀୟ ପ୍ରଦାନ ମାଧ୍ୟମରେ ସମ୍ମାନିତ କରାଯାଇଥିଲା। ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ/ଅଧ୍ୟାପିକାଙ୍କ ସମେତ ସାହିତ୍ଯପ୍ରେମୀ, ବୁଦ୍ଧିଜୀବୀ ଓ କବି କଳାକାର ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like