-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||     

HOME   ଜିଲ୍ଲା

ତରଭା ବ୍ଲକରୁ ଶୁଭାରମ୍ଭ ହେଲା ରୌପ୍ୟ ଜୟନ୍ତୀ ସମାରୋହ ପଏଁରୀ ତିହାର ୨୦୨୫, ବଘିଆ ଗାଁରେ ପହଞ୍ଚିଲା ମା ସୁରେଶ୍ଵରୀ ଙ୍କ ଆଜ୍ଞାମାଳ

18-Nov-2024



ସୋନପୁର(ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀର ୨୦୨୫ ର ରୌପ୍ୟ ଜୟନ୍ତୀ ସମାରୋହ ହେବ ଆସନ୍ତା ଜାନୁୟାରୀ ମାସ ୧ରୁ ୩ ପର୍ଯ୍ୟନ୍ତ । ଏହି ଅବସରରେ ଗାଁ ଗାଁ ରେ ଲୁଚି ଯାଉଥିବା ଲୋକକଳା ଓ କଳାକାର ମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ପଏଁରୀ ଅନୁଷ୍ଠାନ ଏକ ନିଆରା ପଦକ୍ଷେପ ନେଇ ଏହି ବର୍ଷ ପ୍ରଥମ କରି ତରଭା ବ୍ଲକରେ ଶୁଭ ଉଦ୍ଘାଟନ ହେଇଥିଲା ପଏଁରୀ ତିହାର (ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ) ରୌପ୍ୟ ଜୟନ୍ତୀ ସମାରୋହ। ଅନୁଷ୍ଠାନର ସଂପାଦକ ତଥା ଲୋକକଳା ଗବେଷକ, ନୃତ୍ୟ ନିର୍ଦ୍ଦେଶକ ଚୌଧୁରୀ ବିଭାରଙ୍କ ତତ୍ୱାବଧାନରେ ପ୍ରଥମେ ଅନୁଷ୍ଠାନର କର୍ମକର୍ତା ମାନେ ମା ସୁରେଶ୍ୱରୀଙ୍କ ଆଜ୍ଞାମାଳ ନେଇ ତରଭା ବ୍ଲକର ବଘିଆ ଗ୍ରାମରେ ପହଂଚି ଥିଲେ । ମା ଙ୍କ ଆଜ୍ଞାମାଳ କୁ ଗାଁ କଳାକାର ଙ୍କ ସ୍ଵାଗତ ବେଳେ ହରିବୋଲ ହୁଳହୁଳିରେ

ପ୍ରକମ୍ପିତ ହୋଇ ଉଠି ଥିଲା ବଘିଆ ଗ୍ରାମ l  ତରଭା ବ୍ଲକର ବ୍ଲକ ଉପସଭାପତି ମାନଭଂଜନ ମିଶ୍ରଙ୍କ ସହଯୋଗ ଓ ସଂଯୋଜନା ଏକ ସଭାର ଭବ୍ୟ ଆୟୋଜନ କରା ଯାଇଥିଲା । ଏହି ସଭାରେ ମୁଖ୍ୟ ଅତିଥି ବଘିଆ ଗ୍ରାମ ପଂଚାୟତ ସରପଂଚ ଅଶ୍ୱନି ବିଶି, ସମ୍ମାନିତ ଅତିଥି ଜୟପ୍ରକାଶ ନାରାୟଣ ସାହୁ, ଅବସରପ୍ରାପ୍ତ ଶିକ୍ଷକ, ସମିତି ସଭ୍ୟ, ଗଣେଶ୍ୱର ନାଏକ , ସମାଜ ର ବରିଷ୍ଠ ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ, ମହକ ଓ ସମୟର ସାମ୍ବାଦିକ ଶ୍ରୀ କଲ୍ୟାଣ ନାଏକ, ସଭାପତି ଶ୍ରୀ ଲଡୁକିଶୋର ମଲ୍ଲିକ, ଉପସଭାପତି ପ୍ରଫୁଲ୍ଲ ନାଏକ, ସହସଂପାଦକ ପୃଥିରାଜ ବାଗ, ବରିଷ୍ଟ ସଦସ୍ୟ ଗୋପାଳ ମେହେର ଉପସ୍ଥିତ ଥିଲେ । ଅନୁଷ୍ଠାନର ତରଫରୁ ଶ୍ରୀ ମନଭଂଜନ ମିଶ୍ରଙ୍କୁ “ପଏଁରି କଳା ସମ୍ମାନ”ରେ ସମ୍ମାନିତ କରାଯାଇଥିଲା । ଏହି ତିହାରରେ ବ୍ଲକ ର ଶତାଧିକ କଳାକାର ସାମିଲ ହୋଇ ଲୁଚି ଯାଇଥିବା କଳାକୁ ପରିବେଷଣ କରିଥିଲେ । କଳାକାର ମାନେ ଦଣ୍ଡ , ସଂଚାର, କରମସାନି, ହଲିଆ ଗୀତ, ନଚନିଆଁ ଆଦି ସୁନ୍ଦର ଭାବରେ ପରିବେଷଣ କରିଥିଲେ । ପ୍ରଥମେ ସଂପାଦକ  ଚୌଧୁରୀ ବିଭାର ପଏଁରି ତିହାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ସୂଚନା ପ୍ରଦାନ କରିଥିଲେ l ପରେ ଉପ-ସଭାପତି ପ୍ରଫୁଲ୍ଲ କୁମାର ନାଏକ ସ୍ୱାଗତ ଭାଷଣ ଦେଇଥିବା ବେଳେ ସହ ସଂପାଦକ ପୃଥିରାଜ ବାଗ ଧନ୍ୟବାଦ୍ୟ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026

You Might Also Like