-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||     

HOME   ରାଜନୀତି

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଠିଆ ହୋଇଥିବା ଟ୍ରକ ରେ ପିଟିହୋଇ ଜଣେ ମୃତ ଜଣେ ଗୁରୁତର

18-Nov-2024



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ପଲ୍ଲୀଶ୍ରି ହାଇସ୍କୁଲ ନିକଟରେ ଅଲଣ୍ଡା ଯିବା ରାସ୍ତାରେ ଏକ ଠିଆ ହୋଇଥିବା ଟ୍ରକ ରେ ପିଟିହୋଇ ଜଣେ ମୃତ ଜଣେ ଗୁରୁତର। ସୁଚନାନୁଯାଇ ଶନିବାର ରାତି ପ୍ରାୟ ୧୧ ଟା ସମୟରେ ମୁରିବାହାଳ ବ୍ଲକ ଅର୍ନ୍ତଗତ ଲେବଡା ଗ୍ରାମର ଶିବ କୁମାର ସାହୁ (୧୯) ଓ ଅରବିନ୍ଦ ସାହୁ (୨୦) କୌଣସି କାମରେ ଏକ ପଲସର ବାଇକ ନମ୍ବର ଓଡି ୦୩ ୟୁ ୪୮୬୬ ରେ ଚାନ୍ଦୋତରା ଆସି ରାତିରେ ଘରକୁ ଫେରୁଥିଲେ। ଆଗରୁ ହାଇସ୍କୁଲ ନିକଟରେ ଏକ ମାଳ ବୋଝେଇ ଟ୍ରକ ନମ୍ବର ଟିଏନ ୩୪ ଏସ ୭୫୮୫ ଅଟକି ରହିଥିଲା। କୌଣସି କାରଣରୁ ସେହି ଟ୍ରକରେ ପିଟିହୋଇ

ଦୁର୍ଘଟଣା ସ୍ଥଳରେ ଦୁହେଁ ଛଟପଟ ହେଉଥିଲେ। ତେବେ ଜୋରରେ ଆବାଜ ହୋଇଥିବାରୁ ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ପହଞ୍ଚି ଆମ୍ବୁଲାନ୍ସ ଓ ପୋଲିସ କୁ ଖବର କରିଥିଲେ। ପରେ ସ୍ଥାନୀୟ ପୋଲିସ ଓ ଆମ୍ବୁଲାନ୍ସ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଶିବ କୁମାର ସାହୁ ଙ୍କ ମୃତ୍ୟୁ ହୋଇଥିବା ବେଳେ ଅରବିନ୍ଦ ଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ଭବାନୀପାଟଣା ସ୍ଥାନାନ୍ତରିତ କରାଯାଇଥିବା ସିନ୍ଧେକେଲା ଆଇଆଇସି ବସନ୍ତ କୁମାର ଦଲାଇ ଙ୍କ ଠାରୁ ସୁଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026

You Might Also Like