-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||     

HOME   ଜିଲ୍ଲା

କଳା ନିକେତନର ନବମ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପାଇଁ ପୂର୍ବପ୍ରସ୍ତୁତି ବୈଠକ

18-Nov-2024



ବରଗଡ/ଅତାବିରା(ଆକାଶ ମିଶ୍ର):  ବରଗଡ ସହରର ସର୍ବ ପୁରାତନ ଚିତ୍ରକଲା ଶିକ୍ଷା ଅନୁଷ୍ଠାନ କଲା ନିକେତନ ତରଫରୁ ସଭାପତି ସର୍ଦ୍ଦାର ପ୍ରୀତମ୍ ସିଂଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି |ଉକ୍ତ ବୈଠକରେ ଆସନ୍ତା ଡ଼ିସେମ୍ବର ୧.୧୨.୨୦୨୪ ତାରିଖରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବରଗଡ଼,ଓଡ଼ିଆ ବିଭାଗ ଠାରେ ହେବାକୁ ଥିବା ନବମ ରାଜ୍ୟ ସ୍ତରୀୟ ଚିତ୍ରାଙ୍କନ ଓ ରଙ୍ଗୋଳୀ ପ୍ରତିଯୋଗିତାର ବିସ୍ତୃତ ଆଲୋଚନା ହୋଇଥିଲା | ପ୍ରକାଶ ଥାଉକି ଏହି ପ୍ରତିଯୋଗିତାରେ ନର୍ସରୀ ଶ୍ରେଣୀ ଠାରୁ ସାଧାରଣ ବର୍ଗ ପର୍ଯ୍ୟନ୍ତ ପ୍ରତିଭାଗୀ ଅଂଶ ଗ୍ରହଣ କରି ପାରିବେ|  ପ୍ରତିଯୋଗିତା ନର୍ସରୀ ରୁ ଚତୁର୍ଥ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୧୧.୩୦ ରୁ ୧.୩୦  ଏବଂ ପଞ୍ଚମ ଶ୍ରେଣୀ ରୁ ସାଧରଣ ବର୍ଗ  ସକାଳ ୯.୩୦ ରୁ ୧୧.୩୦ ପର୍ଯ୍ୟନ୍ତ ଅନୁଷ୍ଠିତ।ଉକ୍ତ  ବୈଠକରେ ଅନୁଷ୍ଠାନର ସମ୍ପାଦକ ଶ୍ରୀ ପ୍ରତୁଳ ଚନ୍ଦ୍ର ତ୍ରିପାଠୀ, ଅଧ୍ଯକ୍ଷ ଅଭିମନ୍ୟୁ ଭୋସାଗର,ଉପାଧ୍ଯକ୍ଷ ରାମକୃଷ୍ଣ ଠାକୁର ସଂଯୋଜକ ନୀଳାମ୍ବର ମେହେର,ବରିଷ୍ଠା ଶିକ୍ଷିକା ସୁଲୋଚନା ମହାପାତ୍ର,ସଦସ୍ୟ ଅବିନାଶ ଗୁପ୍ତା ଆଦି ଉପସ୍ଥିତ ଥିଲେ ବୋଲି ସଭାପତି ଶ୍ରୀ ସିଂ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026

You Might Also Like