-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||     

HOME   ଜିଲ୍ଲା

ଯୁବ ସମର୍ପଣ ଦିବସ ଅବସର ରେ ରକ୍ତ ଦାନ ଶିବିର, ମାଗଣା ଚକ୍ଷୁ ଯୋଗ ଶିକ୍ଷକ ଙ୍କୁ ପ୍ରମାଣ ପତ୍ର ବଣ୍ଟନ ଓ ବରିଷ୍ଟ ନାଗରିକ ଙ୍କୁ ଶୀତ ବସ୍ତ୍ର ପ୍ରଦାନ

18-Nov-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ସଦର ମହକୁମା ରେ ଯୁବ ସମର୍ପଣ ଦିବସ ପାଳନ ଅବସର ରେ ବିଭିନ୍ନ ଯାଗାରେ ବିଭିନ୍ନ ସେବା କାର୍ଯ୍ୟ ଅନୁଷ୍ଟିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଆଜିର ଆଧୁନିକ ସମାଜରେ ଯୁବ ସ୍ଵେଚ୍ଛାସେବୀ ଙ୍କୁ କୁପଥ ରୁ ସତ୍ ପଥ କୁ ଆଣିବା, ସମାଜ ସେବା କାର୍ଯ୍ଯ ସକାଶେ ପ୍ରେରଣା ଦେବା ଉଦ୍ଦେଶ୍ୟ ରେ ଆଜି ଏହି ମହତ୍ ସେବା କାର୍ଯ୍ୟ କରାଯାଇ ଅଛି। ଉତ୍ତରାଖଣ୍ଡ ରିଶିକେଶ ରୁ ଆସିଥିବା ସ୍ଵାମୀ ନିରଞ୍ଜନ ନନ୍ଦ ମହାରାଜ ଓ ସ୍ୱଚ୍ଛ ଭାରତ ସଂଗଠନ ର ସଭାପତି ସୟଦ୍ ଅଲିମୁଲ ଇସଲାମ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରି ଯୁବ ପୀଢ଼ି ଙ୍କୁ ଉତ୍ସାହିତ କରିଥିଲେ ।  ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡା ପାଲି ସହାୟତାରେ ,30, ଜଣ ରୋଗୀ ଙ୍କ  ଚକ୍ଷୁ ପରୀକ୍ଷା କରାଯାଇ ଥିଲା l ରକ୍ତ କେନ୍ଦ୍ର ରେ 19 ଜଣ ଯୁବକ ରକ୍ତ ଦାନ ମହତ୍ ଦାନ କାର୍ଯ୍ୟକ୍ରମ ସାମିଲ ହୋଇଥିଲେ । ସେହିପରି 5 ଜଣ ଯୋଗ ଶିକ୍ଷକ ଙ୍କୁ ହରିଦ୍ଵାର ଗମନ ସକାଶେ ରସିଦ ପତ୍ର ପ୍ରଦାନ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଭାରତ ସ୍ବାଭିମାନ ପ୍ରଭାରୀ ମନୋଜ ପଣ୍ଡା, ଜିଲ୍ଲା ଯୋଗ ସମିତି ପ୍ରଭାରୀ ସତ୍ୟବାନ ମିଶ୍ର , ଗୋ ସେବକ ଭାଗିରଥି ଭାଈ, କୋଶଳ ଆବାସିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପରମାନନ୍ଦ ନାଏକ ତଥା ଜିଲ୍ଲା ଯୋଗ ସମିତି ର ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।  ଶେଷ ରେ ସ୍ବେଛାସେବୀ ଙ୍କ ଦ୍ବାରା ବୃଦ୍ଧା ଶ୍ରମ ରେ ଶୀତ ବସ୍ତ୍ର ପ୍ରଦାନ କରାଯାଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026

You Might Also Like