-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||     

HOME   ଜିଲ୍ଲା

ସାମ୍ବାଦିକ ରଞ୍ଜନ ପଟ୍ଟନାୟକ ଙ୍କର ପରଲୋକ,ଓଜେୟୁ ର ଶୋକ ପ୍ରକାଶ

18-Nov-2024



(ମିହିର ଶଙ୍କର ପାତ୍ର)
ନବରଙ୍ଗପୁର-ସଦର ମହକୁମାରେ ଓଡିଶା ଭାସ୍କର ଖବର କାଗଜରେ କାର୍ଯ୍ୟରତ ଜିଲ୍ଲା ପ୍ରତିନିଧ ତଥା ପୂର୍ବତନ କାଉନସିଲର ରଞ୍ଜନ କୁମାର ପଟ୍ଟନାୟକଙ୍କ ୫୮ ବର୍ଷ ବୟସରେ ପରଲୋକ ଘଟିଛି । ଶନିବାର ରାତ୍ର ୧୦.୩୦ ସମୟରେ ଗାଦବାଗୁଡା ସ୍ଥିତ ତାଙ୍କ ବାସଭବନ ଠାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ । ସେ ଦୀର୍ଘ ବର୍ଷ ଧରି କର୍କଟ ରୋଗରେ ପୀଡିତ ଥିବା ସତ୍ତ୍ୱେ ଦକ୍ଷତାର ସହ ସାମ୍ବାଦିକତା କରି ସୁନାମ ଅର୍ଜନ କରିଥିଲେ। ସେ ପୂର୍ବରୁ ନବରଙ୍ଗପୁର ପୌର ପରିଷଦର ଗାଦବାଗୁଡାର ୱାର୍ଡ କାଉନସିଲର ଭାବେ ନିର୍ବାଚିତ ହୋଇ ଅଞ୍ଚଳର ବିକାଶ କରି ପାରିଥିଲେ। ସ୍ବର୍ଗତ ରଞ୍ଜନ  ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ) ରାଜ୍ୟ କାର୍ଯ୍ୟକାରୀଣି ସଦସ୍ୟ ଭାବେ ଦାୟିତ୍ଵ ନିର୍ବାହ କରୁଥିଲେ। ତାଙ୍କ ଶେଷ ଦର୍ଶନ ପାଈଁ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମଞ୍ଜୁଳା ମାଝୀ, ପୂର୍ବତନ ପୌର ପରିଷଦ ଅଧ୍ୟକ୍ଷ ଅର୍ଜୁନ ତ୍ରିପାଠୀଙ୍କ ସମେତ ଜିଲା ଓ ବିଭିନ୍ନ ବ୍ଲକର ସାମ୍ବାଦିକ , ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ରହିଥିଲେ। ତାଙ୍କ ଶେଷ କୃତ୍ୟ ସ୍ଥାନୀୟ ଛତ୍ରବଟ୍ଟ ଶ୍ମଶାନରେ ଅନୁଷ୍ଠିତ ହୋଇଥିଲା। ଓଜେୟୁ ପକ୍ଷରୁ ରାଜ୍ୟ ସଭାପତି ଶଶିଭୂଷଣ ପ୍ରହରାଜ, ରାଜ୍ୟ ସମ୍ପାଦକ ବାଙ୍କ ବିହାରୀ ବିଷୋୟୀ, ଉପଦେଷ୍ଠା ରାକେଶ ଗୁପ୍ତା, ଜିଲ୍ଲା ସଭାପତି ଶିବ ଶଙ୍କର ତ୍ରିପାଠୀ, ଜିଲା ସମ୍ପାଦକ ଜାନକିକାନ୍ତ ବିଷୋୟୀ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026

You Might Also Like