-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁରଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର:

18-Nov-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାମ ପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ 114 ଗୋଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରୁ  ବ୍ୟକ୍ତିଗତ ଦରଖାସ୍ତ 107 ଗୋଟି ଗ୍ରହଣ କରାଯାଇଥିବା ବେଳେ 7 ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି ।ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।  ଗୋଟିଏ ଜରୁରୀ କାଳୀନ ଆର୍ଥିକ ସହାୟତା ମିଳିବା ପାଇଁ ହସ୍ତଗତ ହୋଇଥିବା ଆବେଦନ ପତ୍ରର ତଦନ୍ତ ପାଇଁ ପ୍ରେରଣ କରାଯାଇଛି। ଏହି ଅବସରରେ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଅନ୍ଧରିବଞ୍ଜି ଗ୍ରାମ ପଞ୍ଚାୟତ ର ନାରାୟଣ ସାହୁଙ୍କୁ ଶିଶୁଙ୍କ ଶିକ୍ଷା  ସହାୟତା ନିମନ୍ତେ ଟ. 8400.00, ମୟାବର୍ହ୍। ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଧାନବାସ। ଗ୍ରାମର ସୁକାନ୍ତ  ଛତରଙ୍କୁ ବିବାହ ପ୍ରୋତ୍ସାହନ ସହାୟତା ନିମନ୍ତେ ୫୦,୦୦୦ ହଜାର ଟଙ୍କା, ସୁଖ। ଗ୍ରାମର ସୁଭଦ୍ରା ଭୋଇଙ୍କୁ ଅନ୍ତିମ ସଂସ୍କାର ସହାୟତା ନିମନ୍ତେ 5000 ହଜାର ଟଙ୍କା ଓ ମୃତ୍ୟୁ କାଳୀନ ସହାୟତା ନିମନ୍ତେ ଇଚ୍ଛାପୁର ଗ୍ରାମର ଶ୍ରୀମତୀ ଫୁଲ ତରିଆ ୨ଲକ୍ଷ ଟଙ୍କାର ଶ୍ରମିକ କଲ୍ୟାଣ ଆର୍ଥିକ ସହାୟତା ର ଡେମୋ ଚେକ୍  ପ୍ରଦାନ କରାଯାଇଥିଲା।ଏହି ଡେମୋ ଚେକ୍ ବିତରଣ ସମୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ଜିଲ୍ଲା ଶ୍ରମ ଅଧିକାରୀ ସୁଶ୍ରୀ ସବିତା କୁମାରୀ ନାୟକ ଓ ଅତିରିକ୍ତ ଜିଲ୍ଲା ଶ୍ରମ ଅଧିକାରୀ ଉପସ୍ଥିତ ଥିଲେ।    ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର ଶ୍ରୀ ବିପିନ କୁମାର ଦୀପଙ୍କ ତାତ୍ବାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଅହଲ୍ୟା ସାହୁଙ୍କ ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ଵିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଶ୍ରୀ ଶ୍ରୀମତୀ  ସୌମ୍ୟାରୂପା  ରଥ, ତହସିଲଦାର, ଡୁଙ୍ଗୁରିପାଲି, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ, ସୁରେଶ ଚନ୍ଦ୍ର ପାନିଗ୍ରାହୀ, ଅଧିକ୍ଷଣ ଯନ୍ତ୍ରୀ, ତପନ ପଧାନ, ଜିଲ୍ଲା ମଙ୍ଗଲ ଅଧିକାରୀ, ଅଚ୍ୟୁତନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀ ଗୋବିନ୍ଦ ବଲ୍ଲଭ ଷଡଙ୍ଗୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଶ୍ରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା କ୍ରିଡା ଅଧିକାରୀ, ଶ୍ରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ଶ୍ରମ ଅଧିକାରୀ, ଜିଲା ସଂସ୍କୃତି ଅଧିକାରୀ, ସୁଶ୍ରୀ ଯମୁନା ପଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଭରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଶ୍ରୀ ଅର୍ଜୁନ ମାଝୀ, ବିଭିନ୍ନ ଜିଲ୍ଲା, ତହସିଲ ,ବ୍ଲକ ସ୍ତରୀୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026

You Might Also Like