-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ଡ଼ାବୁଗାଁ ଚିକିତ୍ସାଳୟରେ ମହପ୍ରଣୟ ଗାଡ଼ି ନାଥୁବାରୁ ଶିଶୁକନ୍ୟାର ଶବକୁ ଧରି ୫ଘଣ୍ଟା ଅପେକ୍ଷା କଲେ ପରିବାର ବର୍ଗ

18-Nov-2024



ନବରଙ୍ଗପୁରର(ମିହିର ଶଙ୍କର ପାତ୍ର,)

ଡ଼ାବୁଗାଁ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ରେ ମହାପ୍ରଣୟ ଗାଡ଼ି ନାହଁ । ଚିକିତ୍ସାଳୟରେ କୌଣସି ଲୋକ ମରି ଯାଆନ୍ତି ତାହେଲେ ପରିବାର ବର୍ଗ ଭଡ଼ା ଗାଡ଼ି ନଚେତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ମହାପ୍ରଣୟ ଗାଡ଼ି ଉପରେ ନିର୍ଭର କରଛନ୍ତି।ସୁଚନା ଥାଉକି ଗତ କିଛି ବର୍ଷ ପୂର୍ବେ ଏପରି ଘଟଣା ବାରମ୍ବାର ହେଉଥିବା ବେଳେ ବହୁତ ଚେଷ୍ଟା ପରେ ଏକ ମହାପ୍ରଣୟ ଗାଡ଼ି ଡ଼ାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ  ଯୋଗାଇ ଦିଆଯାଇଥିଲା । କିନ୍ତୁ ଆଜକୁ ପ୍ରାୟ ୧୫ଦିନ ହେବ ସେହି ଗାଡ଼ି କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ତେଣୁ ଡ଼ାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଥିବା ମୃତ ଶରୀରକୁ ପରିବାର ଲୋକେ ଅନ୍ୟ ଗାଡ଼ି କିମ୍ବା ମହାପ୍ରଣୟ ଗାଡି ଆସିବା ପର୍ଯ୍ୟନ୍ତ ଅପେକ୍ଷା କରୁଛନ୍ତି । ଏଭଳି ଏକ ଘଟଣା ଆଜି ଦେଖିବାକୁ ମିଳିଛି ରାଇଘର ଥାନା ଅଧିନ କସୁମପୁର ଗ୍ରାମର କପୁର ଗଣ୍ଡ ନିଜ ଏକ ବର୍ଷର ଶିଶୁ କନ୍ୟା ବିନତାବାଇ ଗଣ୍ଡଙ୍କ ଦେହ ଅସୁସ୍ଥ ଥିବାରୁ ନିଜ ସ୍ତ୍ରୀ ଙ୍କ  ଶହ ଡ଼ାବୁଗାଁ ସ୍ଥିତ କେଲିଆ ଶୈବ ପୀଠକୁ ଦର୍ଶନ ପାଈଁ ଯାଉଥିଲେ । ଅଧା ବାଟରେ ଝିଅର ଦେହ ଅଧିକ ଖରାପ ହେବାରୁ ଡ଼ାବୁଗାଁ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର କୁ ନେଇଥିଲେ ସେଠାରେ ଡାକ୍ତର ବିନତାଙ୍କୁ ମୃତ ଘୋଷଣା କରିଥିଲେ। ସେ ଜଣେ ନିହାତି ଗରିବ ଶ୍ରେଣୀର ଲୋକ ହୋଇଥିବାରୁ ଅନ୍ୟ ଗାଡି ଆୟୋଜନ କରିପାରି ନଥିଲେ । ହେଲେ ଡ଼ାବୁଗାଁ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ମହାପ୍ରଣୟ ନଥିବାରୁ ସେ  ସନ୍ଧ୍ୟା ସମୟରେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ମହାପ୍ରଣୟ ଆସିଲେ ସବ ନେବେ ବଳି ଅପେକ୍ଷା କରିଥିଲେ।ଦୁଃଖର ସହ କହିବାକୁ ପଡୁଛି ଡାବୁଗାଁ ସ୍ୱାସ୍ଥ୍ୟ କେନ୍ଦ୍ରର ମହାପ୍ରଣୟ ଗାଡିକୁ ନବରଙ୍ଗପୁର ମୁଖ୍ୟଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି, ତେଣୁ ଶବ ନେବା ପାଇଁ ସାଧାରଣ ଲୋକ ପ୍ରାଇବେଟ ଗାଡିକୁ  ୪/୫ ହଜାର ଦେଇ ଶବ ନେବା ପାଇଁ ବାଧ୍ୟ ହେଉଛନ୍ତି। ଏବିଷୟରେ ନବରଙ୍ଗପୁର ସିଡିଏମ ଙ୍କୁ ଯୋଗାଯୋଗ କରିବାରୁ ନବରଙ୍ଗପୁର ମହାପ୍ରଣୟ ଗାଡି ଖରାପ ଥିବାରୁ ଆଜିକୁ 15 ଦିନ ହେବ ଡାବୁଗାଁ ଗାଡିକୁ ଜିଲ୍ଲାକୁ ଅଣାଯାଇଛି ବୋଲି କହିଥିଲେ। କିନ୍ତୁ ଯେଭଳି ଦୁର୍ଘଟଣା ଡାବୁଗାଁ ଅଂଚଳରେ ଦିନକୁ ଦିନ ବଡୁଛି ଏହାକୁ ଦୃଷ୍ଟିରେ ରଖି ଯଥାଶୀଘ୍ର ଡାବୁଗାଁ ମହାପ୍ରଣୟ ଗଡୁକୁ ଡାବୁଗାଁ କୁ ସ୍ଥାନାନ୍ତର କରାଗଲେ ଅଂଚଳ ବାସି ଉପକୃତ ହେଇପାରିଥାନ୍ତେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like