-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ସ୍ଥାୟୀ ନିଯୁକ୍ତି ଦାବିରେ ମନ୍ତ୍ରୀଙ୍କୁ ଦାବି ପତ୍ର - ଦୀର୍ଘ ୧୪ ବର୍ଷ ଧରି ବିନା ମୁଲ୍ୟରେ କାର୍ଯ୍ୟରତ

18-Nov-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ )
 ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଳକରେ ପ୍ରାଣୀ ସମ୍ପଦ ବିଭାଗରେ କାର୍ଯ୍ୟରତ କର୍ମଚାରୀ ମାନେ ବିଭାଗୀୟ ମନ୍ତ୍ରୀଙ୍କୁ ସାକ୍ଷାତ କରି ସ୍ଥାୟୀ ନିଯୁକ୍ତି ପାଇଁ  ଏକ ଦାବିପତ୍ର  ପ୍ରଦାନ କରିଛନ୍ତି। ଦୀର୍ଘ ୧୪ ବର୍ଷ ଧରି ପ୍ରଣୀ ସମ୍ପଦ ବିଭାଗ ରେ କାର୍ଯ୍ୟ କରୁଥିବା 'ଏ ଆଇଟି'  କର୍ମଚାରୀ ମାନେ ଜିଲ୍ଲା ପ୍ରାଣୀ ଚିକିତ୍ସାଳୟ ଅଧିନରେ ଥିବା ବିଭିନ୍ନ ପଞ୍ଚାୟତ ରେ ରହି ଗାଁ ମାନଙ୍କୁ ଯାଇ ବିନା ମୂଲ୍ୟରେ ପ୍ରାଣୀ ମାନଙ୍କୁ ଚିକିତ୍ସା ଯୋଗାଇ ଦେଇଆସୁଛନ୍ତି। ଏଥିରେ କୃତ୍ରିମ ପ୍ରଜନନ, ବିଭିନ୍ନ ସମୟରେ ପଶୁ ମାନଙ୍କୁ ଟୀକାକରଣ, ବନ୍ଧ୍ୟାକରଣ, ପ୍ରାଥମିକ ଚିକିତ୍ସା, ଭ୍ରାମ୍ୟମାଣ ଚିକିତ୍ସା,ପଶୁଗଣନା, ପଶୁମାନଙ୍କୁ ବୀମାଭୁକ୍ତ କରିବା ପ୍ରମୁଖ ସେବା ଉକ୍ତ କର୍ମଚାରୀ ମାନେ ବିନା ମୂଲ୍ୟରେ ସେବା ଯୋଗାଇ ଦେଉଛନ୍ତି। ୨୦୧୮ ମସିହାରୁ କେନ୍ଦ୍ର ସରକାରଙ୍କ (ଏନ ଆର ଟି  ) ଯୋଜନାରେ ମାଧ୍ୟମରେ ସେମାନେ ସାମିଲ ହୋଇଥିଲେ। କୋଭିଡ ସମୟରେ ନିଜ ଜୀବନ କୁ ଜଳାଞ୍ଜଳି ଦେଇ ଗାଁ ଗାଁ ରେ ଥିବା ଗରୀବ ଚାଷୀଙ୍କୁ ମାଗଣା ରେ ପ୍ରାଣୀ ଚିକିତ୍ସା ଯୋଗାଇ ଦେଇଛନ୍ତି। ଫଲରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ପାରମ୍ପରିକ ଚାଷ ପଦ୍ଧତି କୁ ଗୁରୁତ୍ଵ ଦେଉଥିବାରୁ ପ୍ରାଣୀ ସମ୍ପଦ ବିଭାଗ ର ବୃଦ୍ଧି ନିମନ୍ତେ ଏମାନଙ୍କର ପ୍ରମୁଖ ଭୂମିକା ରହିଛି। ଏଭଳି କାର୍ଯ୍ୟ କରି ମଧ୍ୟ ଉକ୍ତ କର୍ମଚାରୀ ମାନେ ସରକାରଙ୍କ ପାଖରେ ଉପେକ୍ଷିତ ତଥା ବିନା ବେତନ, ସାମାନ୍ୟ କିଛି ପ୍ରୋତ୍ସାହନ ପାଇଁ କାର୍ଯ୍ୟ କରି ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ କର୍ମଚାରୀ ସଂଘ ର ସଭାପତି ମହେନ୍ଦ୍ର ମାହାନ୍ତି ନେତୃତ୍ବରେ ବିଭାଗୀୟ ମନ୍ତ୍ରୀ ଙ୍କୁ ଏକ ଲିଖିତ ଆକାରରେ ଜଣାଇଛନ୍ତି। ଏଥିରେ ଆବାହକ ଶୈଭାଗ୍ୟ ରଞ୍ଜନ ଜେନା, ଉପଦେଷ୍ଟା ରବିନ୍ଦ୍ରନାଥ ପଣ୍ଡା, ଜିଲ୍ଲା ସଭାପତି ଭାସ୍କର ପ୍ରଧାନ, ସମ୍ପାଦକ ବିଶେସ୍ବର ଷାଣ୍ଢ,ମୁନିରାଜ କର୍ମୀ, ମଧୂସୁଦନ ସୁରୁଜଲ,ବିଜୟ ପାତ୍ର, ଶୁକଦେବ ଗୁରୁ, ରାଧେଶ୍ୟାମ କମ୍ପ, ବିକାଶ ରଞ୍ଜନ ମିଶ୍ର, ତୀର୍ଥ ମହାକୁର ଓ ଦୁର୍ବାଦଳ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like