-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

୭୧ତମ ନିଖିଳ ଭାରତ ସମବାୟ ସପ୍ତାହ -୨୦୨୪: ଜିଲ୍ଲା ସ୍ତରୀୟ ମହୋତ୍ସବ ପାଳିତ,,,,,,,, ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ସମବାୟ ସମିତି ଏବଂ ଫ୍ୟାକ୍ସ ହେଲେ ପୁରସ୍କୃତ

18-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଓଡ଼ିଶା ସରକାରଙ୍କ ସମବାୟ ବିଭାଗ ଆନୁକୁଲ୍ଯରେ ଗତ ତା.୧୪.୧୧.୨୦୨୪ରିଖ ରୁ ତା.୨୦.୧୧.୨୦୨୪ରିଖ ପର୍ଯ୍ୟନ୍ତ ୭୧ତମ ସର୍ବ ଭାରତୀୟ ସମବାୟ ସପ୍ତାହ -୨୦୨୪ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ବରଗଡ଼ ଜିଲ୍ଲାର ବିଜୁ ପଟ୍ଟନାୟକ ଟାଉନ ହଲଠାରେ ଜିଲ୍ଲା ସ୍ତରୀୟ ମହୋତ୍ସବ ଅନୁଷ୍ଠିତ ଆୟୋଜିତ ହୋଇଛି  । ସମବାୟ ସମିତି ଉପନିବନ୍ଧକ ଶ୍ରୀ ଜୁଗଲ କିଶୋର ଦାଶଙ୍କ ପୌରହିତ୍ୟରେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ ଉତ୍ସବରେ ମାନ୍ୟବର ବରଗଡ଼ ବିଧାୟକ ଶ୍ରୀ ଅଶ୍ଵିନୀ କୁମାର ଷଡ଼ଙ୍ଗୀ, ମାନ୍ୟବର ଅତାବିରା ବିଧାୟକ ଶ୍ରୀ ନିହାର ରଞ୍ଜନ ମହାନନ୍ଦ, ମାନ୍ୟବର ବିଜେପୁର ବିଧାୟକ ଶ୍ରୀ ସନତ କୁମାର ଗଡତୀୟାଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ମହାପାତ୍ର ଏବଂ ଏସଡିସିସି ବ୍ୟାଙ୍କ ସଭାପତି ଶ୍ରୀ ନରେନ୍ଦ୍ର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଉତ୍ସବରେ ଏଆରସିଏସ ବରଗଡ଼, ପଦ୍ମପୁରଙ୍କ ସମେତ ବରଗଡ଼ ଜିଲ୍ଲାର ସମବାୟ ବିଭାଗର ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହି ଅବସରରେ “ସମବାୟ ସମିତି ସମସ୍ତଙ୍କ ପାଇଁ ଏକ ଉତ୍ତମ ଭବିଷ୍ୟତର ଗଠନ”(ଓଡିଆ ଭାଷାରେ) ବିଷୟ ଉପରେ କନିଷ୍ଠ ସ୍ତର ଏବଂ ବରିଷ୍ଠ ସ୍ତର ପାଇଁ ଆୟୋଜିତ ହୋଇଥିବା ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରଯାଇଥିଲା । ପ୍ରବନ୍ଧ ପ୍ରତିଯୋଗିତାରେ କନିଷ୍ଠ ସ୍ତରରେ ଜ୍ଞାନନନ୍ଦ ପ୍ରଧାନ ପ୍ରଥମ, ସ୍ପନ୍ଦନ ଶାଶ୍ଵତ ପ୍ରଧାନ ଦ୍ଵିତୀୟ, ଆର୍ଯ୍ୟାଂଶୁ ପରିଡ଼ା ତୃତୀୟ, ବରିଷ୍ଠ ସ୍ତରରେ ସ୍ମିତା ଗୌଡ ପ୍ରଥମ, ଆଲୋକ ସୁନା ଦ୍ଵିତୀୟ, ଅଙ୍କିତାରାଣୀ ଛୁରିଆ ତୃତୀୟ

ଏବଂ ବକ୍ତୃତା ପ୍ରତିଯୋଗିତାରେ କନିଷ୍ଠ ସ୍ତରରେ ସାରିକା ବାରିକ ପ୍ରଥମ, ଗୌରବ ପାଣିଗ୍ରାହୀ ଦ୍ଵିତୀୟ, ରାସେଶ୍ଵରୀ ହୋତା ତୃତୀୟ, ବରିଷ୍ଠ ସ୍ତରରେ ଆରାଧନା ପ୍ରଧାନ ପ୍ରଥମ, ଅବିନାଶ ନାଗ ଦ୍ଵିତୀୟ, ସାଦିଆ ଖାତୁନ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।ଏତଦବ୍ୟତୀତ ବରଗଡ ଜିଲ୍ଲା ଅଧୀନରେ ସର୍ବୋତ୍ତମ ପ୍ରଦର୍ଶନ କରିଥିବା ନିମ୍ନଲିଖିତ ସମବାୟ ସମିତି ଏବଂ ଫ୍ୟାକ୍ସ ମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା । ସର୍ବୋତ୍ତମ ଫ୍ୟାକ୍ସ ଭାବେ ବରଗଡ଼ ଉପଖଣ୍ଡର ଲହଣ୍ଡା, ନାରାୟଣ ଏବଂ ପଦ୍ମପୁର ଉପଖଣ୍ଡର ମେଲଛାମୁଣ୍ଡା , ଲାଉମୁଣ୍ଡା ଫ୍ୟାକ୍ସ ପୁରସ୍କୃତ ହୋଇଥିବା ବେଳେ ସର୍ବୋତ୍ତମ ସିସିବି ଶାଖା ଭାବେ ଭଟଲି ଶାଖା ଏସଡିସିସି ବ୍ୟାଙ୍କ, ଶ୍ରେଷ୍ଠ ପ୍ରଦର୍ଶନକାରୀ ବୁଣାକାର ସମବାୟ ସମିତି ଭାବେ ଅତାବିରା ବୁଣାକାର ସମବାୟ ସମିତି ଏବଂ ଶ୍ରେଷ୍ଠ ପ୍ରଦର୍ଶନକାରୀ ଦୁଗ୍ଧ ସମବାୟ ସମିତି ଭାବେ ବୀର ହନୁମାନ ସମବାୟ ସମିତି, ପ୍ରକାଶପୁରଙ୍କୁ ପୁରସ୍କୃତ କରଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like