-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

ବୁରୋଗୋର ଗ୍ରାମରେ "ପତାଙ୍ଗୀ" ଶିଶୁ ଉତ୍ସବ ୨୦୨୪ କାର୍ଯକ୍ରମ ସମ୍ପାଦିତ

18-Nov-2024



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି): ଆଜି ସୋମବାର ବୁରଗୋରା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣ ରେ ପତାଙ୍ଗୀ ୨୦୨୪ ( ଶିଶୁ ମହୋ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ଉକ୍ତ କାର୍ଯକ୍ରମ ଟି ୟାଇ ସି ଡ଼ି ଏ ସହଯୋଗ ରେ ପାଳନ କରା ଯାଇଅଛି| ଉକ୍ତ କାର୍ଯକ୍ରମ ରେ ୫ ଟି ଗ୍ରାମ ତଥା ବୁରୋଗୋରା, ଜମୁଖୋଲ, ବିରିଗଡ, ମଲ୍ଲିକ ପଡ଼ା ଓ ଗୁଡ଼ିଆଲି ର ୩୦୦ ରୁ ଅଧିକ ଶିଶୁ ମାନେ ଭାଗ ନେଇଥିଲେ| କାର୍ଯକ୍ରମ ରେ ଶିଶୁ ସ୍ୱାସ୍ଥ୍ୟ ମେଳା ଆୟୋଜନ ହୋଇଥିଲା | ଏହି ସ୍ବାସ୍ଥ୍ୟ ମେଳା ବୌଦ୍ଧ ର ସ୍ବାସ୍ଥ୍ୟ ବିଭାଗ ର ସହଯୋଗ ରେ ଶିଶୁ ମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଔଷଧ ବିତରଣ କରାଯାଇଥିଲା | ଏହା ସହ ବିଜ୍ଞାନ ମେଳା ପ୍ରଦର୍ଶନୀ ର ଆୟୋଜନ କରାଯାଇଥିଲା ଯେଉଁଥିରେ ପିଲା ମାନେ ବିଭିନ୍ନ ପ୍ରତିଯୋଗିତା ରେ ଭାଗ ନେଇ ଥିଲେ | ସେମାନଙ୍କ ଭିତରେ ନାଚ, ଗୀତ, ଚିତ୍ରାଙ୍କନ ପ୍ରତିଯୋଗିତା ମାନ କରା ଯାଇଥିଲା | ଏହି ପ୍ରତିଯୋଗିତା ରେ ବିଜୟ ଲାଭ କରିଥିବା ଶିଶମାନଙ୍କୁ ପୁରସ୍କୃତ କରାଯାଇଥିଲା| ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡା ଉଦଘାଟନ ଉତ୍ସବ ରେ ଯୋଗ ଦେଇ କାର୍ଯକ୍ରମ କୁ ଆରମ୍ଭ କରିଥିଲେ|  ଅତିଥି ମାନଙ୍କ ସମ୍ମୁଖ ରେ ଶିଶୁମାନେ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ| ଏହାର ଉଦଯାପନୀ ଉତ୍ସବରେ ୱାଇ ସି ଡ଼ି ଏ ର ସମ୍ପାଦକ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ରାଜେନ୍ଦ୍ର ମେହେର, ପ୍ରୋଗ୍ରାମ ଡାଇରେକ୍ଟର ଅରୁଣ ପ୍ରଧାନ, Burogora ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଜସ କେତନ ପ୍ରଧାନ ଅଂଶଗ୍ରହଣ କରି ପିଲା ମାନଙ୍କୁ ଉତ୍ସାହିତ କରିବା ସହ ଶିଶୁ ଅଧିକାର ବିଷୟ ରେ ଶିଶୁ ମାନଙ୍କୁ ଉଦବୋଧନ ଦେଇଥିଲେ | ପ୍ରକଳ୍ପ ଅଧିକାରୀ ଦେବଦତ୍ତା ଦାସ ଏଫ ଏଫ୍ ଭି ଡି ପି କାର୍ଯକ୍ରମ ର ଲକ୍ଷ୍ୟ ଓ ଉଦ୍ଵେଶ ଉପରେ ଆଲୋଚନା କରିଥିଲେ | ଉକ୍ତ କାର୍ଯକ୍ରମ କୁ ୱାଈ ସିଡି ଏ ର ସମସ୍ତ କର୍ମକର୍ତ୍ତା, ଗ୍ରାମ ଉନ୍ନୟନ କମିଟି ଓ Burogora ଗ୍ରାମବାସୀ କାର୍ଯକ୍ରମ କୁ ସଫଳ କରିବାରେ ସହଯୋଗ କରିଥିଲେ |  ପିଲା ମାନେ ବିଭିନ୍ନ ସସ୍କୃତିକ କାର୍ଯକ୍ରମ ଆୟୋଜନ କରାଯାଇଥିଲା ଯେଉଁଥିରେ ଶିଶୁମାନେ ନିଜ ଲୁକ୍କାୟିତ ପ୍ରତିଭା କୁ ପ୍ରଦର୍ଶନୀ କରିଥିଲେ| ପରିସେଶ ରେ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like