-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

କବ୍ଜାର ୮ମ ବାର୍ଷିକ ଉର୍ତ୍ସବ ଉଦଘାଟିତ, କିଛି ମୁହୂର୍ତ୍ତ-ଶିଶୁଙ୍କ ସହିତ କାର୍ଯ୍ୟକ୍ରମ ଅନୁଷ୍ଠିତ

18-Nov-2024



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ସାମ୍ବାଦିକ ସଙ୍ଘ(କବ୍ଜା) ର ଅଷ୍ଟମ ପ୍ରତିଷ୍ଠା ଦିବସ ଅବସରରେ ସୋମବାର ଅପରାହ୍ନରେ ଶିଶୁ ମାନଙ୍କୁ ନେଇ ଏକ ନିଆରା କାର୍ଯ୍ୟକ୍ରମ “କିଛି ମୁହୂର୍ତ୍ତ-ଶିଶୁଙ୍କ ସହିତ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କବ୍ଜାର ବରିଷ୍ଠ ଉପଦେଷ୍ଟା ଦିବ୍ୟଶଙ୍କର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ପୂର୍ବକ ଏଭଳି ଏକ ନିଆରା କାର୍ଯ୍ୟକ୍ରମକୁ ନେଇ ପ୍ରଶଂସା କରିଥିଲେ l ନିଜେ ଭାବବିହ୍ୱଳ ହୋଇ ଶିଶୁଙ୍କୁ ଉତ୍ସାହିତ କରିଥିଲେ । ଶିଶୁଙ୍କୁ ମଞ୍ଚକୁ ଡାକି ସମ୍ମାନିତ

କରିଥିଲେ ଏବଂ ଶିଶୁଙ୍କ ସହିତ ଫଟୋ ଉଠାଇଥିଲେ l ଆଗାମୀ ଦିନରେ କବ୍ଜା ପକ୍ଷରୁ ଏପରି କାର୍ଯ୍ୟକ୍ରମ ଆୟୋଜନ କରିବାର ଲକ୍ଷ ରହିଥିବାରୁ ଉଲ୍ଲସିତ ହୋଇ ପ୍ରଶାସନିକ ସହାୟତା ଯୋଗାଇ ଦେବାକୁ ମତ ଦେଇଥିଲେ l ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, କଣ୍ଟାମାଳ ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ପଙ୍କଜିନୀ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ l ପିଲାଙ୍କ ଉଜ୍ଜଳ ଭବିଷ୍ୟତ ପାଇଁ ଅନୁଶାସନ, ସମୟାନୁବର୍ତ୍ତିତା ଓ ପରମ୍ପରା ବିଷୟରେ ବକ୍ତବ୍ୟ ରଖିଥିଲେ l ସଦସ୍ୟ ରଞ୍ଜନ କୁମାର ପାତ୍ର ଅତିଥି ପରିଚୟ ଓ ବରିଷ୍ଠ ସଦସ୍ୟ ପ୍ରଭାତ ସାହୁ ଧନ୍ୟବାଦ ଦେଇଥିଲେ l ଏହି ପରିପେକ୍ଷୀରେ ସକାଳୁ କୁରୁକୁପା ସ୍ଥିତ ଭୀମଭୋଇ ସ୍ୱତନ୍ତ୍ର ବିଦ୍ୟାଳୟ, କୁଡିବାହାଲ ଠାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବାଳକ ଭୋଜନ ଓ ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କବ୍ଜାର ଉପସଭାପତି ପ୍ରଭାତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଶିଷ୍ଟ ଉଦ୍ୟୋଗପତି କରୁଣାକର ସାହୁ ମୁଖ୍ୟଅତିଥି ଏବଂ ସମ୍ମାନିତ ଅତିଥି ଭାବେ ଆଦିବାସୀ ଉଚ୍ଚ ବିଦ୍ୟାଳୟ ନୂଆପାଲି ର ପ୍ରଧାନ ଶିକ୍ଷକ ଅନନ୍ତ ଚରଣ କ୍ଷେତି, ଭୀମଭୋଇ ସ୍ୱତନ୍ତ୍ର ବିଦ୍ୟାଳୟର

ପ୍ରତିଷ୍ଠାତା ମନବୋଧ ନନ୍ଦ, ସଭାପତି ବିପିନ ଭୋଇ ପ୍ରମୁଖ ଯୋଗଦେଇଥିଲେ l  ଅତିଥିମାନଙ୍କ ଦ୍ୱାରା ଅନ୍ତେବାସୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବାଳକ ଭୋଜନ ଓ ବସ୍ତ୍ର ବଣ୍ଟନ କରାଯାଇଥିଲା l ସଦସ୍ୟ ରଞ୍ଜନ ପାତ୍ର ସଭା ପରିଚାଳନା ଏବଂ ସମ୍ପାଦକ ପୂର୍ଣ୍ଣଚରଣ ସାହୁ ଧନ୍ୟବାଦ ଦେଇଥିଲେ l କବ୍ଜାର ସମସ୍ତ ସଦସ୍ୟ ଓ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like