-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

କୁମ୍ଭାରୀ ବାଗପଡ଼ାରେ ଭାଗବତ ମନ୍ଦିର ପ୍ରତିଷ୍ଠା ମହୋତ୍ସବର କଳସଯାତ୍ରା

19-Nov-2024



ବରପାଲି(ସୁଦାମଦୀପ)॥ ବରପାଲି ବ୍ଲକ ଅନ୍ତର୍ଗତ ଲୋକକଳା ଗାଁ କୁମ୍ଭାରୀ ବାଗପଡା ଠାରେ ତିନିଦିନ ଧରି ଅନୁଷ୍ଠିତ ହେବାକୁ ଯାଉଥିବା ଭାଗବତ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆଜିଠୁ ଆରମ୍ଭ l ପୂଜାମଣ୍ଡପରୁ ଏକ ବିରାଟ କଳସ ଶୋଭାଯାତ୍ରାରେ ବାହାରି କଲେଶ୍ୱର ମନ୍ଦିର ସମ୍ମୁଖ ଦେଇ ଲକ୍ଷ୍ମୀ ନଗରକୁ ପହଂଚି ଜାମପଡା ଦେଇ କୃଷ୍ଣଗୁରୁ ପଡାକୁ ଆସିଥିଲେ l ସେଠାରୁ ଜଗନାଥ ମନ୍ଦିର ପ୍ରାଙ୍ଗଣରୁ ବନ୍ଧପଡା ଦେଇ ବଡବନ୍ଧରୁ ପାଣିଆଣି ପୂଜାମଣ୍ଡପରେ ଉପବେଶନ କରିଥିଲେ l କର୍ତ୍ତା ଦାଇତ୍ୱ ବହନ କରୁଥିବା ଟିକୁନ ବେହେରା ଓ ଧର୍ମପତ୍ନୀ ମୌସୁମୀ ବେହେରା ନେତୃତ୍ୱରେ ଶହ ଶହ ମହିଳା ଓ ପୁରୁଷ ଯୋଗଦେଇଥିଲେ l ସେମାନେ ହେଲେ ଜୟପ୍ରକାଶ ବେହେରା,ନିକୁ ବାଗ,ସଚିନ ବେହେରା,କୃଷ୍ଣ ଚନ୍ଦ୍ର

ସାହୁ,ବାଳମୁକୁନ୍ଦ ସେଠ, ଆକାଶ ଭୋଇ,ବିମଳ ସାହୁ,ଅଜିତ ଦୁଆରୀ,ପପୁନ ବେହେରା,ଜିତୁ ସାହୁ ଆଦି ପଡ଼ାବାସୀ l ପ୍ରଥମ ଦିନର ସନ୍ଧ୍ୟାରେ ବାଘହାଣ୍ଡିର ଶ୍ରୀୟା ଭୋଇଙ୍କ ପାରାୟଣ, ଦ୍ବିତୀୟ ଦିନର ସନ୍ଧ୍ୟାରେ ଲେବିଡିର ଚଟଣି ମାଷ୍ଟରର ଡେନ୍ସ ଡେନ୍ସ ଓ ତୃତୀୟ ବା ଶେଷ ଦିନର ସକାଳ ୧୧ଟା ସମୟରେ ବହୁପରିଚିତ ସୁରଜ ଦେବତାଙ୍କ ପାରାୟଣ ସହ ରାତ୍ର ୧୧ଟା ରେ ବିଶ୍ୱ ଭାରତୀ ଅପେରା ବାଞ୍ଝିପାଳିର ନାଟକ ପରିବେଷଣ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like