-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ବଡ଼ଟୀକା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

19-Nov-2024



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବଡଟୀକା ଗ୍ରାମ ପଞ୍ଚାୟତ ର କାର୍ଯ୍ୟାଳୟ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ତହସିଲଦାର ଫାଲଗୁନି ଶବର ଓ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୁଦ୍ର ପ୍ରସାଦ ସୁନା ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ l ସଭାକୁ ପି ଇ ଓ କିଶୋର ଭୋଇ ଙ୍କ ତତ୍ୱାବଧାନ ରେ ପରିଚାଳିତ ହୋଇଥିଲା l ଏଥିରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ପାଇ 33 ଦରଖାସ୍ତ ଯାହାକି ଆବାସ ଗୃହ ରୁ ବଞ୍ଚିତ ଥିବା ଅଭିଯୋଗ ଆସିଥିବା ବେଳେ ଅନ୍ୟାନ୍ୟ ଦରଖାସ୍ତ ମଧ୍ୟରେ ଭତ୍ତା , ଶିକ୍ଷା ,ସ୍ଵାସ୍ଥ୍ୟ , ଗୁହାଳ , ରାସନ୍ କାର୍ଡ , ଶିଶୁ ବିଭାଗ , ମାଛ ବିଭାଗ ଓ ଅନ୍ୟାନ୍ୟ ଉପରେ 37 ଟି ଦରଖାସ୍ତ ର ଅଭିଯୋଗ ପଞ୍ଜିକୃତ ହୋଇଛି l

ଗ୍ରାମ ପଞ୍ଚାୟତ ରେ କର୍କଚିଆ , ଘୁନଘୁଟିପାଲି , ସାହାଯଛପର, ଲାରମ୍ବାମୁଣ୍ଡା , ବୁରୋଭ।ଡ଼ି, ବଡ଼ଟୀକା ଗ୍ରାମ ଥିଲେ ହେ ପ୍ରଚାର ପ୍ରସାର ଅଭାବ ରୁ ବହୁତ୍ କମ୍ ସଂଖାରେ ଦରଖାସ୍ତ କାରୀ ଉପସ୍ଥିତ ଥିବା ଅଧିକାରୀ ମାନଙ୍କ ଠାରୁ ସୂଚନା ମିଳିଥିଲା l ବିଶେଷ କରି ଆବାସ ଗୃହ ରେ ଲାଞ୍ଚ ନେଇ ଘର କରି ଦେବାପାଇଁ ଗ୍ରାମ ପଞ୍ଚାୟତ ପ୍ରଶାସନ ନେଇ ଥିବା ବେଳେ ଜମି ଉନ୍ନତି କରିବା ପାଇଁ ମଧ୍ୟ ଲାଞ୍ଚ ନେଉଥିବା କର୍ କଚିଆ ଗ୍ରାମ ର ଗୋବର୍ଦ୍ଧନ ବାରିକ ଓ ଅନ୍ୟ ମାନେ ଅଭିଯୋଗ କରିଥିଲେ l ଜମି ଉନ୍ନତି ପାଇ ସୂଚନା ଫଳକ ଥିଲେ ହେଁ ଜମିରେ ମାଟି କାମ ହୋଇ ନ୍ ଥିବା ପ୍ରକାଶ କରିଛନ୍ତି l ଏହିପରିକି 2022 ର ମାଟି କାମ ର ବିଲ ପାଇ ନ ଥିବା ଗୋବର୍ଦ୍ଧନ ବାରିକ ଅଭିଯୋଗ କରିଛନ୍ତି ।ଗ୍ରାମ ପଞ୍ଚାୟତ ର ଘୁନଘୁଟିପାଲି ରୁ ସାହାଯଛପର ଦେଇ ଆର୍ ଡି ରାସ୍ତା କୁ ସଂଯୋଗ କରୁଥିବା ଘୂନ୍ ଘୁ ଟି ପା ଲି ଦୀର୍ଘ ଭାରତ ସ୍ୱାଧୀନ ହେବା ଦିନ ଠାରୁ ପିଚୁ ରାସ୍ତା ର ସ୍ବପ୍ନ ଦେଖୁଥିବା ଗ୍ରାମ ର ଶ୍ରୀକର ଦଳପତି , ସୁରଥ ଭୋଇ , ବଡ ମର୍ପଚି , ଲୋକନାଥ ଧରୁଆ , ଓ ଗ୍ରାମବାସି କ୍ଷୋଭର ସହିତ ଗ୍ରାମ ପଞ୍ଚାୟତ ଓ ପ୍ରଶାସନ କୁ ଲିଖିତ ଅଭିଯୋଗ କରିଥିଲେ ହେଁ କେହି ଶୁଣୁ ନ ଥିବା ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like