-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଉତ୍କଳ ଯାଦବ ମହାସଭାର ସଭାପତି ଭାବେ ଆଶୀର୍ବାଦ ବେହେରା ପୁନଃ ନିର୍ବାଚିତ

19-Nov-2024



କଟକ : ଉତ୍କଳ ଯାଦବ ମହାସଭାର ରାଜ୍ୟ ସଭାପତି ନିର୍ବାଚନ ଯଶୋଦା ଗାର୍ଡେନ ଠାରେ ନିର୍ବାଚନ ଅଧିକାରୀ ତଥା ରାଷ୍ଟ୍ରୀୟ ଉପ ସଭାପତି ପିତାମ୍ବର ଦାସଙ୍କ ସଭାପତିତ୍ବରେ ସମ୍ପନ୍ନ ହୋଇଯାଇଛି । ଜିଲ୍ଲା ସଭାପତି ଓ ପ୍ରତିନିଧି ମାନଙ୍କ ଉପସ୍ଥିତିରେ ସମସ୍ତ ପ୍ରସ୍ତାବ ପତ୍ର ଖୋଲା ଯାଇଥିଲା। ଆଶୀର୍ବାଦ ବେହେରାଙ୍କ ନାମରେ ସର୍ବାଧିକ ପ୍ରସ୍ତାବ ଆସିଥିବାରୁ ସର୍ବ ସମ୍ମତି କ୍ରମେ ତାଙ୍କ ନାମ ରାଜ୍ୟ ସଭାପତି ଭାବରେ ଘୋଷଣା କରାଗଲା। ରାଜ୍ୟ ସଭାପତି ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ନବ ନିର୍ବାଚିତ ରାଜ୍ୟ ସଭାପତି ଆଶୀର୍ବାଦ ବେହେରାଙ୍କୁ ସଭା କକ୍ଷକୁ ଆମନ୍ତ୍ରଣ କରାଯାଇ ସମସ୍ତ ଜିଲ୍ଲା ପ୍ରତିନିଧି ମାନଙ୍କ ଦ୍ଵାରା ଏକ ସୌଜନ୍ୟମୂଳକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ କରାଯାଇଥିଲା। ରାଜ୍ୟର ସମସ୍ତ ୩୪୦ ରାଜ୍ୟ ପରିଷଦ ସଦସ୍ୟ ଓ ଅନ୍ୟାନ୍ୟ କର୍ମକର୍ତ୍ତା ମାନଙ୍କୁ ନେଇ ଆସନ୍ତା ଡ଼ିସେମ୍ବର ମାସରେ ଏକ ଭବ୍ୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ କରିବା ପାଇଁ ବରିଷ୍ଠ ଯାଦବ ନେତା ସୁବାସ ଚନ୍ଦ୍ର ବେହେରା ମତ ପୋଷଣ କରିଥିଲେ। ନିର୍ବାଚନ ପ୍ରକ୍ରିୟାକୁ ସମ୍ପୂର୍ଣ ଗଣତାନ୍ତ୍ରିକ, ସାମ୍ବିଧାନିକ ଓ ନିରପେକ୍ଷତା ପଦ୍ଧତିରେ ସମ୍ପନ୍ନ କରିଥିବାରୁ ସମସ୍ତ ଜିଲ୍ଲା ପ୍ରତିନିଧି ମାନେ ନିର୍ବାଚନ ଅଧିକାରୀଙ୍କୁ ଧନ୍ୟବାଦ୍ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like