-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ସର୍ବନିମ୍ନ ଇପିଏଫ ପେନସନ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଦାବୀ

19-Nov-2024



 କଟକ: କଟକ ଜିଲ୍ଲା ଇପିଏଫ ପେନସନ ସଂଘ ପକ୍ଷରୁ ତା'ର ଦାବି ଦିବସରେ ଆଜି କଟକ ଜିଲ୍ଲାପାଳଙ୍କ ଜରିଆରେ ଭାରତର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକଦାବି ପତ୍ର ପ୍ରଦାନ କରାଯାଇଛି। ଦାବି ପତ୍ରରେ ସର୍ବନିମ୍ନ ମାସିକ ୯୦୦୦ ଟକାଂ ସହିତ ମହଗାଂଭତ୍ତା,ନିଶୁଳ୍କ ସରକାରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେବା, ମାନ୍ୟବର ସୁପ୍ରିମ କୋର୍ଟଙ୍କ ରାୟ ଅନୁସାରେ ବର୍ଦ୍ଧିତ ପେନସନ ଦେବା  ଇତ୍ୟାଦି ଦାବି କରାଯାଇଛି। କଟକ ଜିଲ୍ଲା ଇପିଏଫ୍ ସଂଘର ସ୍ବଳ୍ପ ପେନସନଭୋଗୀ ମାନେ କଟକ କଚେରୀଗଡା ଠାରୁ ଏକ ଶୋଭାଯାତ୍ରାରେ ଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା କରିଥିଲେ। ସଭାରେ ଜିଲ୍ଲା ସଭାପତି ଅଗାଧୁ ଚରଣ ପ୍ରଧାନ ସଭାପତିତ୍ଵ କରିଥିବା ବେଳେ ସଂପାଦକ ବିନୋଦ ବେହେରା ଦାବିପତ୍ର ସଂପର୍କରେ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଏଆଇଟିୟୁସି ନେତା ଅମରେନ୍ଦୁ ମହାନ୍ତି, ସି.ଟୁ ନେତା ରବିନାରାୟଣ ମଲ୍ଲିକ, ଶ୍ରମିକ ନେତା ବଂଶିଧର ପରିଡା, ରବିନ୍ଦ୍ରନାଥ ଧଳ, ଇପିଏଫ ପେନସନ ସଂଘ ରାଜ୍ୟ ସଭାପତି ବିଜୟ  ଜେନା, ସାଧାରଣ ସଂପାଦକ ଭାଗ୍ୟଧର ବ୍ରହ୍ମା, କାର୍ଯ୍ୟକାରୀ ସଭାପତି ପ୍ରଫୁଲ୍ଲ ଦାସ, ନଟବର ଆଚାର୍ଯ୍ୟ,ବିକ୍ରମ ଛୋଟରାୟ ,ଗୀତାଞଳୀ ପାତ୍ର, ଉର୍ବଶୀ ମିଶ୍ର ପ୍ରମୁଖ ବକ୍ତବ୍ୟ ରଖି ଦାବିପୂରଣ ପାଇଁ କେନ୍ଦ୍ର ସରକାର ଦୃଢ଼ ଦାବୀ ଜଣାଇଥିଲେ। ଏଥିରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ଶତାଧିକ ସ୍ବଳ୍ପ ପେନସନଭୋଗୀମାନେ ଯୋଗଦେଇ ଥିଲେ। ଅନ୍ୟମାନକଂ ମଧ୍ୟରେ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ଧୀରେନ୍ଦ୍ର ପ୍ରତାପ, ଅଲେଖ ରାଉତ, ଦେବେନ୍ଦ୍ର ସାହୁ, ବୁଲେଇ ବେହେରା, ବିଜୟ ସ୍ବାଇଁ, ଆଦିତ୍ୟ ପଟନାୟକ, ଗୋବିନ୍ଦ ନାୟକ,ରଞନ ଦାସ, ରଘୁନାଥ ବରାଳ, ସୁକାନ୍ତ ସ୍ବାଇଁ, ବିିଜୟ ନାୟକ, ବନମାଳି ବେହେରା, ସୁରେନ୍ଦ୍ରନାଥ ସାହୁ, ଭଜକୃଷ୍ଣ ଲେଙ୍କା, ମନୋରଞ୍ଜନ ପରିଡା, ପ୍ରସନ୍ନ କୁମାର ମିଶ୍ର ଓ ସୁରେଶ ଚନ୍ଦ୍ର ତରାଇ  ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like