-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ମେଡିକାଲରେ ନିଃଶୁଳ୍କ ଡାୟାଲିସିସ ସେବା ଆରମ୍ଭ

19-Nov-2024



ରେଢ଼ାଖୋଲ ( ଅନିଲ ପୃଷ୍ଟି ) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଆଜି ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ନିଃଶୁଳ୍କ  ଡାୟାଲିସିସ ସେବାର ଉଦଘାଟନ କରିଛନ୍ତି | ୧୦ ବର୍ଷ ପୂର୍ବରୁ ଦେଶରେ ଡାୟାଲିସିସ ସେବା ଅପହଂଚ ଥିଲା କିନ୍ତୁ ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୁଷ୍ଟି ଯୋଗୁଁ ଆଜି ଏହା ଆମେ ରେଢ଼ାଖୋଲ ଉପଖଣ୍ଡର ଜନସାଧାରଣଙ୍କୁ ନିଃଶୁଳ୍କ ଡାୟାଲିସିସ ସେବା ପ୍ରଦାନ କରିବା 

ନିମନ୍ତେ ସମର୍ଥ ହୋଇପାରିଛୁ | ସେଥିପାଇଁ କେନ୍ଦ୍ରମନ୍ତ୍ରୀ ଭାରତର ପ୍ରଧାନମନ୍ତ୍ରୀ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି | ଏହି ସେବା ଉଦଘାଟନ  ଫଳରେ ବହୁ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି | ପୂର୍ବରୁ ଜନସାଧାରଣ ଏହି ସେବା ପାଇବା ପାଇଁ ଦୂର ଜାଗାକୁ ଯିବାକୁ ପଡୁଥିବା ବେଳେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ | କିନ୍ତୁ ବର୍ତ୍ତମାନ ଏହି ସେବା ରେଢ଼ାଖୋଲ ଉପଖଣ୍ଡର ଜନସାଧାରଣଙ୍କ ପାଖରେ ପହଂଚିବା ସହିତ ଏହାର ସୁଫଳ ନେଇ ପାରିବେ ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି | ଡାୟାଲିସିସ ସେଣ୍ଟରରେ ଚାରିଟି ଯନ୍ତ୍ର ଲାଗିଛି |  କେନ୍ଦ୍ରମନ୍ତ୍ରୀ ଆଜି  ଡାୟାଲିସିସ ସେବା ନେଉଥିବା ରୋଗୀମାନଙ୍କୁ ଫଳ ବଣ୍ଟନ ସହ  ସ୍ୱାସ୍ଥ୍ୟ ସମସ୍ୟା ପଚାରି ବୁଝିବା ସହିତ ଆଶୁ କାମନା କରିଛନ୍ତି  | କେନ୍ଦ୍ରମନ୍ତ୍ରୀ  ଆଜି ରେଢ଼ାଖୋଲ ପହଂଚି ପ୍ରଥମେ  ବସଷ୍ଟାଣ୍ଡସ୍ଥିତ ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ନିଃଶୁଳ୍କ ଡାୟାଲିସିସ ସେବାର ଉଦଘାଟନ କରିଥିଲେ |ଆଜିର ଏହି କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ବିଭାଗ, ପଞ୍ଚାୟତ ପାନୀୟ ଜଳ ଯୋଗାଣ ମନ୍ତ୍ରୀ 

ରବି ନାରାୟଣ ନାୟକ,  ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ, ରେଙ୍ଗାଲିର ପୂର୍ବତନ ବିଧାୟକ ନାଉରି ନାୟକ, ଉତ୍ତରାଞ୍ଚଳ ରାଜସ୍ବ  ଆଯୁକ୍ତ ଶ୍ରୀରାମ ସଚିନ ରାମଚନ୍ଦ୍ର ଯାଦବ, ଉତ୍ତରାଞ୍ଚଳ ପୋଲିସ ଆଇ.ଜି  ହିମାଂଶୁ ଲାଲ, ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର, ଏସପି ମୁକେଶ ଭାମୁ, ରେଢ଼ାଖୋଲ ଉପଜିଲ୍ଲାପାଳ ରଶ୍ମିରଂଜନ ମହାନ୍ତ ସମେତ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026

You Might Also Like