-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜାତୀୟ ନବ ଜାତ ଶିଶୁ ଯତ୍ନ ସପ୍ତାହ ଦିବସ ପାଳିତ --

19-Nov-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସେମିନାର ହଲ୍ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ  ସୁବର୍ଣ୍ଣପୁର   ଠାରେ ଜାତୀୟ ନବ ଜାତ ଶିଶୁ ଯତ୍ନ ସପ୍ତାହ ଦିବସ ଅତିରିକ୍ତ ଜିଲ୍ଲା  ଜନସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ)ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ସଭାରେ  ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ଡ଼ା ମନୋଜ କୁମାର ଅଦାଵର, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ(VBD) ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (DC) ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଡ଼ା ଦିଲୀପ କୁମାର ପୁରୋହିତ senior consultant paediatric  ପ୍ରମୁଖ  ମଂଚାସୀନ ଥିଲେ l ଅତିଥି ବୃନ୍ଦ ନବଜାତ ଶିଶୁ ର ଯତ୍ନ, ଛ ମାସ ପର୍ଯ୍ୟନ୍ତ କେବଳ ମା କ୍ଷୀର, ସମ୍ପୂର୍ଣ୍ଣ ଟୀକାକରଣ, ବିପଦ ପୂର୍ଣ୍ଣ ଲକ୍ଷଣ ଥିବା ଶିଶୁ କୁ ଚିହ୍ନଟ କରି ଆବଶ୍ୟକ ସ୍ଥଳେ ଯଥାଶୀଘ୍ର ଚିକିତ୍ସା ପାଇଁ ଡାକ୍ତର ଖାନା ନେବା ଉପରେ  ସଚେତନତା ସୃଷ୍ଟି କରି"ନିରାପତ୍ତା ଓ ଗୁଣବତ୍ତା ସହିତ ଉତ୍ତମ ସେବା:ପ୍ରତ୍ୟେକ ଶିଶୁ ର ଜନ୍ମ ଗତ ଅଧିକାର" ଉପରେ ଗୁରୁତ୍ଵା ରୋପ କରିଥିଲେ l ସହକାରୀ ଜିଲ୍ଲା ଜନ ସ୍ବାସ୍ଥ୍ୟ ଯୋଗାଯୋଗ  ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରି ଏକ କୁଇଜ୍ କାର୍ଯ୍ୟକ୍ରମ କରି ମୁଖ୍ୟ ଅତିଥି ୧୦ ଜଣ ହିତାଧିକାରୀ ମା ମାନଙ୍କୁ ପୁରସ୍କୃତ କରିଥିଲେ।ଉକ୍ତ ସଭାରେ ହିତାଧିକାରୀ ମା ମାନେ, ଏ ଏନ ଏମ ଟ୍ରେନିଂ ଛାତ୍ରୀ ବୃନ୍ଦ , ଆଶା,ସମସ୍ତ କର୍ମଚାରୀ  , ନର୍ସିଂ ଅଫିସର,ସ୍ବାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତି ଥିଲେ।ଶେଷରେ ଇଲି ଭଞ୍ଜ ନର୍ସିଂ ଅଫିସର  ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026

You Might Also Like