-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ବ୍ଲକ୍ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ବଲାଙ୍ଗିର ବ୍ଲକ୍ ଓ ମୁନିସିପାଲିଟି ଉଦଯାପିତ*-

19-Nov-2024



(ମନୋରଞ୍ଜନ ତ୍ରିପାଠୀ )
ବଲାଙ୍ଗିର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ଓ ପୌର ପରିଷଦ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଉଦଯାପିତ ହୋଇଯାଇଛି l ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଯୋଗ ଦେଇ ପିଲା ମାନଙ୍କ ର ଅନ୍ତର୍ନିହିତ ପ୍ରତିଭା ର ବିକାଶ ପାଇଁ ବିଜ୍ଞାନ ମେଳା ଏକ ମାଧ୍ୟମ ବୋଲି କହିଥିଲେ l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏହି ଉତ୍ସବ ରେ ଡ ପ୍ରେମ ଚାନ୍ଦ ମହାନ୍ତି ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ l ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ କେଶବ ମେହେର, ବ୍ଲକ୍ ଅଧ୍ୟକ୍ଷା ସରିତା ବାଗ,  ଡ ଅଭିମନ୍ୟୁ ମିଶ୍ର, ଶ୍ରୀ ଲୋକ ନାଥ ସୁନା, ( ବ୍ଲକ ଶିକ୍ଷାଧିକାରୀ) ଓ ସନାତନ ଠାକୁର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ l ବ୍ଲକ ବିଜ୍ଞାନ ଅବାହାକ ସରୋଜ କୁମାର ମେହେର ବିଜ୍ଞାନ ମେଳା ର ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ବ୍ଲକ ବିଜ୍ଞାନ ସଂଯୋଜକ ରାଜ କିଶୋର ପ୍ରଧାନ ମେଳା ର ବୀବରଣୀ ପଠନ କରିଥିଲେ l ଶେଷରେ ଶ୍ରୀ ସିନୁ ସୁନ୍ଦର ପାଢ଼ୀ ଧନ୍ୟବାଦ୍ ଅର୍ପଣ କରିଥିଲେ l ଏହାର ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ରାଜ୍ୟ ସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ଯୋଗ ଦେଇ ପ୍ରତିଯୋଗୀ ଙ୍କୁ ଓ କୃତୀ ଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ l

ସୋନପୁର କଲେଜ ର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀ ତରୁଣ କୁମାର ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଥିବା ବେଳେ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସାମାଜିକ କର୍ମୀ ଶ୍ରୀ ଗୋପାଳ ଜି ପାଣିଗ୍ରାହି, ଓ ଆଲୁ ମୁନି କମିଟି ର ସଭାପତି ଆନନ୍ଦିନୀ ଦର୍ଜି ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ l ସଭା ରେ ରବୀନ୍ଦ୍ର ଠେଠୁଆଲ ଓ ଶର୍ମିଷ୍ଠା ହୋତା ସଭା ସଂଯୋଜନା କରିଥିବା ବେଳେ ବି.  ଜସ୍ମିନ୍ ଜଲୀ ଓ ଅରୁନ୍ଧତୀ ବଢେଇ ପୁରସ୍କାର ବିତରଣି କାର୍ଯକ୍ରମ ରେ ସହଯୋଗ କରିଥିଲେ l ବ୍ଲକ ର ସ୍ତର ର ପ୍ରତିଯୋଗୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ମାନସୀ ରାଣୀ ଦାଶ, ପୃଥିରlଜ୍ ହାଇସ୍କୁଲ ର ଅର୍ଜ୍ଜୁନ କବାଟ, ଭୂତିଆର ବହାଲ ଉଚ୍ଚ ବିଦ୍ୟାଳୟ ର ସରସ୍ଵତୀ ନାୟକ, ମିର୍ଦ୍ଧlପାଲି ଉଚ୍ଚ ବିଦ୍ୟାଳୟ ର ସ୍ନେହl ଶା, ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ର ଅଙ୍କିତା ସାହୁ, ଓ ସିଆଲ ବାହାଲି ଉଚ୍ଚ ବିଦ୍ୟାଳୟ ର ସସ୍ମିତା ଭୋଇ ବ୍ଲକ୍ ସ୍ତର ରୁ ଜିଲ୍ଲା ସ୍ତର କୁ ଉନ୍ନୀତ ହୋଇ ଛନ୍ତି l ପ୍ରାଥମିକ ସ୍ତର ରୁ ଚିମିନି ଭାଟି ସ୍କୁଲ୍ ରୁ ଅଙ୍କିତା ସାହୁ, ମିର୍ଦ୍ଧlପାଲି ଉଚ୍ଚ ବିଦ୍ୟାଳୟ ର ଶଙ୍କର ରାଉତ, ଶାଶ୍ଵତ କୁମାର ଦଳାଇ, ଜିଲ୍ଲା ସ୍ତର କୁ ଉନ୍ନୀତ ହୋଇ ଛନ୍ତି l ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଓ ପୃଥ୍ୱୀରାଜ ହାଇସ୍କୁଲ ର ଛାତ୍ରୀ ଙ୍କ ଦ୍ଵାରା ପରିବେଷିତ ନୃତ୍ୟ ଗୀତ ଅତିଥି , ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ  ଓ ଅଭିଭାବକ ଙ୍କ ମନ କୁ ଛୁଇଁ ଥିଲା l ହାଇସ୍କୁଲ ସ୍ତର  ରେ ୨୦୦ ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ (ପ୍ରତିଯୋଗୀ ) ଙ୍କ ଉତ୍ସାହ ଜନକ ସହ ଭାଗିତା ଥିବା ବେଳେ ପ୍ରାଥମିକ ସ୍ତର ରେ ମାତ୍ର ୭ ଜଣ ଭାଗ ନେଇ ଥିବା ବିଷୟ ଛାତ୍ରୀ ଙ୍କୁ ନିରୁତ୍ସାହିତ କରିଥିଲା l ବ୍ଲକ ବିଜ୍ଞାନ ମେଳା କମିଟି ର କର୍ମଚାରୀ ଓ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ କର୍ମଚାରୀ ଙ୍କ ସହଯୋଗ ରେ ଏହି ମେଳା ସଫଳ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like