-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ଜିଲ୍ଲା

କୈବଲ୍ୟ ସାହିତ୍ୟ ସଂସଦର ୬୧ ତମ ରାଜ୍ୟସ୍ତରୀୟ ସ୍ମୃତି ଅନୁଭୂତି ସାହିତ୍ୟ କର୍ମଶାଳା

20-Nov-2024



କଟକ(ପ୍ରେରଣା ଖବର): କୈବଲ୍ୟ ସାହିତ୍ୟ ସଂସଦର ୬୧ ତମ ରାଜ୍ୟସ୍ତରୀୟ ସ୍ମୃତି ଅନୁଭୂତି ସାହିତ୍ୟ କର୍ମଶାଳା ବାଣିପୀଠ ଶ୍ରୀରାମଚନ୍ଦ୍ର ଭବନ, କଟକରେ ଅନୁଷ୍ଠିତ ହୋଇ ଯାଇଛି । ବାଲିଯାତ୍ରା ଅବସରରେ ଏହା କଥା ଓ କବିତା ଝଙ୍କାର । ପ୍ରଥମ ଅଧିବେଶନରେ ରାଜ୍ୟସ୍ତରୀୟ ବାଲିଯାତ୍ରା ଏବଂ ନୌବାଣିଜ୍ୟ ଶୀର୍ଷକରେ ଓଡ଼ିଶାର ୨୫ ଗୋଟି ଜିଲ୍ଲାରୁ ଆସିଥିବା କବି ଓ କବୟିତ୍ରୀ ବୃନ୍ଦ ନୂତନ ଧାରାରେ କବିତା ପାଠ କରିଥିଲେ । ଏହି କାର୍ଯ୍ୟକ୍ରମକୁ ବିଶିଷ୍ଟ ସାହିତ୍ୟିକ ଡ଼କ୍ଟର ମହେଶ୍ୱର ମହାନ୍ତି ଉଦ୍‌ଘାଟନ କରି ଅନୁଷ୍ଠାନର ସୁଦୂର ପ୍ରସାରି ନୂତନ କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ । କୈବଲ୍ୟ ସାହିତ୍ୟ ସଂସଦର ପ୍ରତିଷ୍ଠାତା ଡ଼କ୍ଟର ସଂଗ୍ରାମ କେଶରୀ ସାମନ୍ତରାୟ ସଭାପତିତ୍ଵ କରି ଅତୀତରେ ନୌବାଣିଜ୍ୟ ସାଧବ ପୁଅ ମାନଙ୍କ ଜୀବନ ଜୀବିକାର ମାଧ୍ୟମ ଥିଲା ବୋଲି ମତବ୍ୟକ୍ତ କରିଥିଲେ । ମୁଖ୍ୟ ଅତିଥି ପ୍ରାକ୍ତନ ବିଚାରପତି (ସି.ବି.ଆଇ) ଭିକାରୀ ଚରଣ ରାଉତ ନୌବାଣିଜ୍ୟ ସଂସ୍କୃତି ଉତ୍କଳୀୟ ସାମାଜିକ ଜୀବନକୁ ସମୃଦ୍ଧ କରି ପାରିଛି ବୋଲି ସ୍ପଷ୍ଟ କରି ଥିଲେ । ମୁଖ୍ୟବକ୍ତା ବିଶିଷ୍ଟ ସାହିତ୍ୟ ଓ ସଂସ୍କୃତି ଗବେଷକ ବିଜୟ ମଲ୍ଲ ନୌବାଣିଜ୍ୟ ଉତ୍କଳୀୟ ସଂସ୍କୃତିର ସୂକ୍ଷ୍ମ ପରିଚୟ ବୋଲି ଅଭିବ୍ୟକ୍ତି ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ପ୍ରସନ୍ନ କୁମାର ଜେନା, ଆଇ. ଏ. ଏସ୍‌ ବିଜୟ ଦାସ, ନାଟ୍ୟକାର ଓ ସ୍ତମ୍ଭକାର ଡଃ ତୋଫାନ ଜେନା, ବିପିନ ବିହାରୀ ବାରିକ, ବିପିନ ଦଳାଇ, ପ୍ରେମଚାନ୍ଦ ମହାନ୍ତି, ଡ. ମହେଶ୍ୱର, ବରିଷ୍ଠ ସାମ୍ବାଦିକ ଡ଼କ୍ଟର ଶ୍ୟାମା ପ୍ରସାଦ ମିଶ୍ର, ଡ଼କ୍ଟର ଯଶୋବନ୍ତ ସାମଲ, କଥାକାର ଏବଂ ସାହିତ୍ୟିକ ଏବଂ ଡ଼କ୍ଟର ସ୍ନେହାଶ୍ରୀ ସ୍ୱାଇଁ, ସାହିତ୍ୟିକା ଏବଂ ସମାଜସେବୀ ଯୋଗଦେଇ ନୌବାଣିଜ୍ୟ ଏବଂ ବାଲିଯାତ୍ରା ଉତ୍ସବ ବିଷୟରେ ନିଜସ୍ଵ ସ୍ମୃତି ଅନୁଭୂତି ବ୍ୟାଖ୍ୟା କରିଥିଲେ । କୈବଲ୍ୟ ସାହିତ୍ୟ ସଂସଦର ବିଶ୍ଵ ଆଧ୍ୟାତ୍ମିକ ଚେତନା ପତାକାର ଶୁଭଲୋକାର୍ପଣ କରା ଯାଇ ଯାଇଥିଲା । ଶିଶୁ କଳାକାର ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ ଏବଂ ଓଡ଼ିଆ ସାହିତ୍ୟ ସଂସଦ ପଶ୍ଚିମାଞ୍ଚଳ  ବଲାଙ୍ଗୀର ସଭାପତି  ଶ୍ରୀମତୀ ରଶ୍ମି ପାତ୍ରଙ୍କୁ ଓଡିଶା ନୌବାଣିଜ୍ୟ ସଂସ୍କୃତି ସମ୍ମାନ ୨୦୨୪ ପ୍ରଦାନ କରାଯାଇଥିଲା । ୫ ଗୋଟି ସେବା ଅନୁଷ୍ଠାନକୁ ଓଡ଼ିଶା ନୌବାଣିଜ୍ୟ ସେବା ସମ୍ମାନ ପ୍ରଦାନ କରାଯାଇଥିଲା ।  ଏହି ଅବସରରେ ୨ ଶହ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଯୁବ କବି ଶ୍ରୀମାନ ତନ୍ମୟ ବାରିକଙ୍କ କବିତା ସଙ୍କଳନ ‘ଦୂର ପାହାଡ଼ର ଡାକ’, କବୟିତ୍ରୀ ସଂହିତା ଜେନାଙ୍କ ପୁସ୍ତକ ‘ସବୁଜ ବଳୟ’ ଏବଂ ଡ଼କ୍ଟର ପ୍ରଶାନ୍ତ କୁମାର ମହାରଣାଙ୍କ କବିତା ପୁସ୍ତକ ‘ମୋ ପ୍ରିୟ ପୃଥିବୀ ଏବଂ ଅନ୍ୟାନ୍ୟ କବିତା’ର ଶୁଭ ଉନ୍ମୋଚନ କରାଯାଇ ଥିଲା । ଝାରସୁଗୁଡ଼ା ନିବାସୀ କବି ଅରୁଣ ପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like