-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ରେ ଓଡ଼ିଶୀ ନୃତ୍ୟରେ ଝୁମିଲେ ଦର୍ଶକ

20-Nov-2024



ପାରାଦ୍ୱୀପ ଠାରେ ଆରମ୍ଭ ହୋଇସାରିଛି କଳିଙ୍ଗ ବାଲିଯାତ୍ରା ମହୋତ୍ସବ । ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି ।

କଳିଙ୍ଗ ନୌବାଣିଜ୍ୟର ପରମ୍ପରା ଭିତ୍ତିକ କାର୍ଯ୍ୟକ୍ରମ ମଧ୍ୟ ହାତକୁ ନିଆ ଯାଇଛି । କଟକ ଐତିହାସିକ ବାଲିଯାତ୍ରା ଓ ଗୋପାଳପୁର ମହୋତ୍ସବ ଭଳି ପାରାଦ୍ୱୀପ କଳିଙ୍ଗ ବାଲିଯାତ୍ରାକୁ ସେହିଭଳି ଢଙ୍ଗରେ ପାଳିତ ହେଉଛି  | ବାଲିଯାତ୍ରା ଦେଖିବାକୁ ଆସୁଥିବା ଦର୍ଶକଙ୍କ ପାଇଁ ସନ୍ଧ୍ୟାରେ ବଲିଉଡ ଓ ଓଲିଉଡ଼ କଳାକାରଙ୍କୁ ନିମନ୍ତ୍ରଣ କରାଯାଇଛି । ରାଜ୍ୟ ଓ ରାଜ୍ୟ ବାହାରୁ ବିଭିନ୍ନ କଳାକାରଙ୍କୁ ଆମନ୍ତ୍ରଣ ମଧ୍ୟ କରାଯାଇଛି । ଲୋକନୃତ୍ୟ, ସହିତ ଓଡ଼ିଶାର କଳା ସଂସ୍କୃତି, ଓ ପରମ୍ପରାକୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ  ହେଉଛି ।

ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କଳିଙ୍ଗାୟନ ତୌର୍ୟତ୍ରିକମ ର ଓଡ଼ିଶୀ ନୃତ୍ୟାଙ୍ଗନା ମାନେ ନିଜ ନିଜ ର ନୃତ୍ୟ ପରିବେଷଣ କରିଥିଲେ। କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ରେ ଝୁମିଥିଲେ ଦର୍ଶକ।

ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନ ର ଅଧ୍ୟକ୍ଷା ଗୁରୁ ମିତା ଦାସ ଙ୍କ ନିର୍ଦ୍ଦେଶନା ରେ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନ ର ନୃତ୍ୟାଙ୍ଗନା ମନେ ନିଜ ନିଜ ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କ ମନ ମୋହି ଥିଲେl

■କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like