-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଜୀବନ ପଛେ ଯିବା ହେଲେ ଗୁଟେ ଇଞ୍ଚ୍ ବି ଜମିନ୍ କାହାକେ ନାଇଁ ଦିଏଁ :ପ୍ରଦୀପ ପୁରୋହିତ

20-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଗନ୍ଧମାର୍ଦ୍ଦନ ପାଇଁ ଜୀବନ ତ୍ୟାଗ କରିଦେବି ହେଲେ ଗୋଟିଏ ଇଞ୍ଚ ଜମି କାହାକୁ ଦିଆଯିବ ନାହିଁ । ଗନ୍ଧମାର୍ଦ୍ଦନକୁ ଆଦାନୀ ନେବ ବୋଲି ଚର୍ଚ୍ଚା ହେଉଥିବା ବେଳେ ଏହାର ପ୍ରତିକ୍ରିୟା ରଖିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବିରୋଧୀ ଦଳ ମିଛ ପ୍ରଚାର କରୁଛନ୍ତି । ପ୍ରସଙ୍ଗ ନ ଥିବାରୁ ଗନ୍ଧମାର୍ଦ୍ଦନ ପ୍ରସଙ୍ଗ ଉଠାଉଛନ୍ତି । କଡ଼ା ଭାଷାରେ ବିରୋଧୀଙ୍କୁ ଜବାବ ଦେଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନରୁ ମୋର ରାଜନୈତିକ ଜୀବନ ଆରମ୍ଭ । ଗନ୍ଧମାର୍ଦ୍ଦନର ସୁରକ୍ଷା ପାଇଁ ଜୀବନ ଦେବାକୁ ପଡ଼ିଲେ ବି ମୁଁ ପ୍ରସ୍ତୁତ ଅଛି । ଯେତେ ବଡ଼ ଖଣି କମ୍ପାନୀ ଆସନ୍ତୁ ନା କାହିଁକି ଗୋଟିଏ ଇଞ୍ଚ ଜମି ଛାଡ଼ିବାକୁ ମୁଁ ପ୍ରସ୍ତୁତ ନୁହେଁ । ଗନ୍ଧମାର୍ଦ୍ଦନର ସୁରକ୍ଷା ପାଇଁ ମୁଁ ଆଗ, ମୋ ସାଂସଦ ପଦ ପଛ ବୋଲି କହିଛନ୍ତି ପ୍ରଦୀପ ପୁରୋହିତ । ପୂର୍ବରୁ ମଧ୍ୟ ଗନ୍ଧମାର୍ଦ୍ଦନର ସୁରକ୍ଷା ପାଇଁ ମାଡ଼ ଖାଇବାକୁ ପ୍ରସ୍ତୁୂତ ଥିଲି ଏବେ ବି ଅଛି । ହେଲେ ଗନ୍ଧମାର୍ଦ୍ଦନକୁ କାହାରି ହାତକୁ ଟେକି ଦେଇପାରିବନି ବୋଲି କହିଛନ୍ତି ବରଗଡ଼ ସାଂସଦ । ବରଗଡ଼- ନୂଆପଡ଼ା ରେଳ ପକଳ୍ପକୁ କେନ୍ଦ୍ର ସରକାର ମଞ୍ଜୁର ଦେବା ପରେ ବିରୋଧୀ ମାନେ ଗନ୍ଧମାର୍ଦ୍ଦନ ପ୍ରସଙ୍ଗ ଉଠାଇ ମିଥ୍ୟା ପ୍ରଚାର କରୁଛନ୍ତିି । କିନ୍ତୁ ସେମାନେ ସେଥିରେ ସଫଳ ହେବେ ନାହିଁ । ବରଗଡ଼-ନୂଆପଡ଼ା ୧୩୮ କିଲୋମିଟର ରେଳପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୨ ହଜାର ୯୪୬ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହି ରେଳ ପ୍ରକଳ୍ପ ଦ୍ୱାରା ଆମ ଅଞ୍ଚଳର ବ୍ୟବସାୟ, ବାଣିଜ୍ୟ,କଳା,ସାହିତ୍ୟର ବିକାଶ ହେବ । ବାଣିଜ୍ୟ ବେପାର ବୃଦ୍ଧି ପାଇବ । ଏହି ପ୍ରକଳ୍ପକୁ ବିରୋଧୀ ସହି ପାରୁ ନାହାନ୍ତି । ଏଥିପାଇଁ ଗନ୍ଧମାର୍ଦ୍ଦନ ପ୍ରସଙ୍ଗ ଉଠାଉଛନ୍ତି । ଗନ୍ଧମାର୍ଦ୍ଦନ ପାହାଡ଼ରେ ଏକ ପ୍ରାକୃତିକ ପରିବେଶ ସହ ଦୁଇଟି ନଦୀ ଅଙ୍ଗ ଓ ସୁକତେଲର ଉତ୍ପତ୍ତି ହୋଇଛି । ସୁନାର ଝରଣା ସହ ୨ହଜାରରୁ ଅଧିକ ଦୁର୍ଲଭ ଔଷଧୀୟ ବୃକ୍ଷ ଅଛି । ଏସବୁର କ୍ଷତି ପହଞ୍ଚାଇବାକୁ କେବେ ଦେବି ନାହିଁ ବୋଲି କହିଛନ୍ତି ଶ୍ରୀ ପୁରୋହିତ । କିଛି ଗଣମାଧ୍ୟମରେ ଗନ୍ଧମାର୍ଦ୍ଦନକୁ ଆଦାନୀ କମ୍ପାନୀ ନେବାକୁ ବସିଛି ବୋଲି ଖବର ପ୍ରକାଶ ପାଇଛି । ଏହାପରେ ଏଭଳି କଡ଼ା ପ୍ରତିକ୍ରିୟା ରଖିଛନ୍ତି ସାଂସଦ । ସୂଚନାଯୋଗ୍ୟ ଯେ, ଗନ୍ଧମାର୍ଦ୍ଦନ ଚାରିପାଖରେ ଆଦାନୀ କମ୍ପାନୀ ଜମି କିଣୁଛି । ସୁନ୍ଦରଗଡ଼ରେ ନିଜ ଖଣି ଖାଦାନ ଦ୍ୱାରା କ୍ଷତି ହୋଇଥିବା ସବୁଜିମାର ଭରଣା ପାଇଁ ଆଦାନୀ ଏହିସବୁ ଜମିରେ ବନୀକରଣ କରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like