-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||     

HOME   ରାଜ୍ୟ

ଅନଲାଇନରେ ଯେଉଁ ପାଠପଢ଼ା ହୋଇଥିଲା, ସେହି କୋର୍ସକୁ ପୁଣି ଅଫଲାଇନରେ ପଢ଼ାଯିବ

08-Jan-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ): ଆଜି ସ୍କୁଲ ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଦୀର୍ଘଦିନର ପରେ ଆଜି ରାଜ୍ୟରେ ଖୋଲିଲା ସ୍କୁଲ । ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀ କେବଳ ସ୍କୁଲକୁ ଯିବାକୁ ଅନୁମତି ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ରାଜଧାନୀରେ ଥିବା କିଛି ସ୍କୁଲ ପରିଦର୍ଶନ କରି ସ୍ଥିତି ପରଖିଛନ୍ତି ।


ଏହି ଅବସରରେ ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି, ପିଲାମାନେ ଆଗ୍ରହର ସହ ସ୍କୁଲ ଖୋଲିବାକୁ ଅପେକ୍ଷା କରିଥିଲେ । ଏହାଛଡ଼ା ଅଭିଭାବକଙ୍କ ଯାହା ଦାବି ଥିଲା, ତାକୁ ଆଖି ଆଗରେ ରଖି ଆମେ କାହାକୁ ସ୍କୁଲ ବା କଲେଜକୁ ଆସିବା ପାଇଁ ବାଧ୍ୟ କରିନାହୁଁ । ତେଣୁ ଯେଉଁମାନେ ସ୍କୁଲ ଆସିବେ, ସେମାନଙ୍କୁ ଅଭିଭାବକଙ୍କ ସହମତି ଆଣିବାକୁ କୁହାଯାଇଥିଲା । ଆଜି ମଧ୍ୟ ଯେଉଁ ପିଲାମାନେ ସ୍କୁଲ ଆସିଛନ୍ତି, ସେମାନେ ସାମାଜିକ ଦୂରତା ଅବଲମ୍ବନ କରି ଧାଡ଼ିରେ ଛିଡ଼ା ହୋଇ କାଉଣ୍ଟରରେ ଅବିଭାବକଙ୍କ ସହମତି ଦେଇଛନ୍ତି । ଯେହେତୁ ଗତକାଲି ପିଲାମାନଙ୍କ ପକ୍ଷେ ଅଭିଭାବକଙ୍କର ସହମତି ପତ୍ର ଦେବା ସମ୍ଭବ ନଥିଲା, ତେଣୁ ଆଜି ପିଲାମାନେ ଏହାକୁ ଦାଖଲ କରିଛନ୍ତି ଏବଂ ଆସନ୍ତାକାଲିଠାରୁ ଶ୍ରେଣୀଗୃହ ଆରମ୍ଭ ହେବ ।
ମନ୍ତ୍ରୀ ଆହୁରି କହିଛନ୍ତି, ଅନଲାଇନରେ ଯେଉଁ ପାଠପଢ଼ା ହୋଇଥିଲା, ସେହି କୋର୍ସକୁ ପୁଣିଥରେ ଅଫଲାଇନରେ ଆରମ୍ଭ କରାଯିବ । ସମସ୍ତ କୋର୍ସକୁ ଆମେ ୧୦୦ ଦିନ ଭିତରେ ସାରିବାକୁ ଲକ୍ଷ୍ୟ ରଖିଛୁ । ଏହାଛଡ଼ା ଏଣିକି ପ୍ରତି ରବିବାର ମଧ୍ୟ କ୍ଲାସ୍ ହେବ । ଆଜି ଆମର ସବୁ ଜିଲ୍ଲାକୁ ନୋଡାଲ୍ ଅଫିସର୍ ଯାଇଛନ୍ତି । ଯେହେତୁ ଆଜି ସ୍କୁଲ୍ ଖୋଲୁଛି, ତେଣୁ ଆଜି ମଧ୍ୟ ସବୁ ସ୍କୁଲ ଓ କଲେଜକୁ ଅଫିସରମାନେ କ୍ଷେତ୍ର ପରିଦର୍ଶନ କରିବାକୁ ଯାଇଛନ୍ତି । ସ୍କୁଲ ଓ କଲେଜରେ କ’ଣ ସବୁ ଅଭାବ ରହିଛି, ସେସବୁର ତଦାରଖ କରିବେ । ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାରଙ୍କର ମୂଳ ନିର୍ଦ୍ଦେଶ ଥିଲା ଯେ ପିଲାମାନଙ୍କର ସ୍ୱାସ୍ଥ୍ୟ ହେଉଛି ଗୁରୁତ୍ୱପୂର୍ଣ୍ଣ । ତେଣୁ ସେସବୁ ଏସଓପିକୁ ସମସ୍ତେ କଡ଼ାକଡ଼ି ଭାବେ ପାଳନ କରିଥିବା କହିଛନ୍ତି ମନ୍ତ୍ରୀ ସମୀର ଦାଶ ।
ସୂଚନାଯୋଗ୍ୟ, କରୋନା ଯୋଗୁ ଦୀର୍ଘ ୯ ମାସ ପରେ ସ୍କୁଲ ଖୋଲିଛି। ସ୍କୁଲରେ ପାନୀୟ ଜଳ, ଶୌଚାଳୟ ପ୍ରସ୍ତୁତ ରଖାଯାଇଥିବା ବେଳେ ପୂରା କ୍ୟାମ୍ପସ୍‌କୁ ସାନିଟାଇଜ୍ କରାଯାଇଛି । ସାମାଜିକ ଦୂରତା ପାଳନ କରି ସିଟିଂ ଆରେଞ୍ଜମେଣ୍ଟ ମଧ୍ୟ କରାଯାଇଛି । ପ୍ରତି କ୍ଲାସ ରୁମ୍‌ରେ ୨୦ରୁ ୨୫ ଜଣ ଛାତ୍ରଛାତ୍ରୀ ବସିବେ । କ୍ଲାସଗୁଡ଼ିକୁ ବିଭିନ୍ନ ସେକ୍ସନରେ ବିଭକ୍ତ କରାଯାଇଛି । ଭିଡ଼ ଏଡାଇବା ଲାଗି ଖାଇବା ଛୁଟି ବି ପର୍ଯ୍ୟାୟକ୍ରମେ କରାଯିବ । ପ୍ରଥମ ଦିନରୁ ହିଁ ନିର୍ଦ୍ଦିଷ୍ଟ ଭାବେ ଗୋଟିଏ ସିଟ୍‌ରେ ଛାତ୍ରଛାତ୍ରୀ ବସିବେ । ସଂକ୍ରମଣ ରୋକିବା ପାଇଁ ସାନିଟାଇଜର, ହ୍ୟାଣ୍ଡ ଓ୍ୱାସ୍ ମହଜୁଦ ରଖାଯାଇ ଥିବାବେଳେ ଥର୍ମାଲ ସ୍କ୍ରିନିଂ କରି ଛାତ୍ରଛାତ୍ରୀଙ୍କୁ ସ୍କୁଲ ଭିତରକୁ ଛଡ଼ାଯିବ ।
ଯେଉଁମାନଙ୍କର କୋଭିଡ୍ ଲକ୍ଷଣ ପରିଲକ୍ଷିତ ହେବ ସେମାନଙ୍କୁ ପ୍ରତି ସ୍କୁଲ୍‌ରେ କରାଯାଇଥିବା ଆଇସୋଲେସନ୍ ରୁମ୍‌ରେ ରଖି ନିକଟସ୍ଥ ମେଡିକାଲ ଟିମ୍‌କୁ ସୂଚନା ଦେବେ କର୍ତ୍ତୃପକ୍ଷ । ସେହିପରି ପ୍ରବେଶ ପରେ ଅଧାରୁ ସ୍କୁଲ୍ ବାହାରକୁ କାହାରିକୁ ଛଡାଯିବନି । ଛୁଟି ପରେ ପୁଣିଥରେ ସବୁ ରୁମ୍‌କୁ ସାନିଟାଇଜ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026

You Might Also Like