-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ପ୍ରାଣୀ ସମ୍ପଦ ବିଭାଗ ରେ କାର୍ଯ୍ୟରତ (ଏଆଇଟି, ) ମାନଙ୍କ ସ୍ଥାୟୀ ନିଯୁକ୍ତି ନିମନ୍ତେ ବିଭାଗୀୟ ମନ୍ତ୍ରୀଙ୍କୁ ଦାବୀପତ୍ର

20-Nov-2024



(ଖୁଣ୍ଟିଗୋରା,)ବୌଦ୍ଧ ଜିଲ୍ଲାର ପଶୁ ସମ୍ପଦ କର୍ମୀ ଦୀର୍ଘବର୍ଷ ଧରି ପ୍ରାଣୀ ସମ୍ପଦ ବିଭାଗରେ କାର୍ଯ୍ୟକରୁ ଥିବା  (ଏ ଆଇଟି) କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି ଦେବାପାଇଁ ଏକ ପ୍ରତିନିଧିଦଳ ମତ୍ସ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ ସାକ୍ଷାତ କରି ଏକ ଦାବି ପତ୍ରପ୍ରଦାନ କରିଛନ୍ତି । ସୂଚନା ଅନୁଯାୟୀ ରାଜ୍ଯର ପ୍ରତ୍ୟେକ ଜିଲ୍ଲା ପ୍ରାଣୀ ଚିକିତ୍ସାଳୟ ଅଧିନରେ ଥିବା  ଗ୍ରାମରେ ରହି ଗୋ ମହିଷାଙ୍କ କୃତିମ ପ୍ରଜନନ, ଟିକା କରଣ, ବନ୍ଧ୍ୟା କରଣ, ପ୍ରାଥମିକ ଚିକିତ୍ସା, ଭ୍ୟାମ୍ୟମାଣ ଚିକିତ୍ସା, ପଶୁ ଗଣନା, ପଶୁ ମାନଙ୍କୁ ବୀମାଭୁକ୍ତ କରିବା,ପ୍ରାଣୀ ଙ୍କ ଉତ୍ତମ ଖାଦ୍ୟା ପ୍ରସ୍ତୁତି, ଘାସ ଚାଷ ପାଇଁ ଚାଷୀ ଙ୍କୁ ପ୍ରବର୍ତ୍ତାଇବା ଇତ୍ୟାଦି  ସେବା ଯୋଗାଇଛନ୍ତି। ୨୦୧୮ ମସିହାରୁ ସରକାରଙ୍କ (ଏନ୍‌ ଏଆଇ ପି) ଯୋଜନାରେ ସାମିଲ ହୋଇ ମାଗଣାରେ ଚାଷୀଙ୍କ ଦ୍ଵାରା ଦେଶରେ ଗୋ ମହିଷାଦିଙ୍କ କୃତିମ ପ୍ରୟୋଜନ ସେବା ପ୍ରଦାନ କରୁଛନ୍ତି ।ଯାହା ଦ୍ଵାରା ରାଜ୍ଯ ସରକାରଙ୍କ ୭୦ ପ୍ରତିଶତ କୃତିମ ପ୍ରୟୋଜନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରନ୍ତି (ଏ.ଆଇଟି)ଙ୍କ ପାଇଁ କ୍ରମଦ୍ଵୟରେ ରାଜ୍ଯକୁ ୨ୟ ଥର ଗୋପାଳ ରତ୍ନ ଆୱର୍ଡ଼ ମିଳିଛି। କେନ୍ଦ୍ର ସରକାରଙ୍କ  ଠାରୁ, କୃତିମ ପ୍ରୟୋନନ  ମାଧ୍ୟମରେ ଗରିବ ଚାଷୀଙ୍କ   ଦେଶୀ ଗାଈଙ୍କ ଠାରୁ ଉନ୍ନତ ମାନର ଦେଶୀୟ ଓ ଶଙ୍କର ଜାତୀୟ ଅଧିକ ଦୁଗ୍ଧ ଉତ୍ପାଦନ କାରୀ ଗାଈ ବାହାର କରି ଗୋ ଚାଷୀଙ୍କ ଆୟ ବହୁଗୁଣିତ କରିଛନ୍ତି । ଏବଂ ମାନଦଣ୍ଡ ସୁହୁରିଛି । ମାତ୍ର ବିଡମ୍ବନାର ବିଷୟ ଏହା ଯେ ସରକାରଙ୍କ ଠାରେ ଉପେକ୍ଷୀତ ବିନା ଦରମା, ବିନା ପାରିଶ୍ରମିକ, ସାମାନ୍ୟ କିଛି ପ୍ରତ୍ସାହନ ପାଇଁ କାର୍ଯ୍ୟ କରି ଆସୁଛନ୍ତି ।  ଉପରୋକ୍ତ ତଥ୍ୟକୁ ନେଇ ଶିବ ଶଙ୍କର ଅଲ୍‌ ୱାରକର୍ଡ଼ ସଂଘ  ରାଜ୍ଯ ଆବାହକ  ସୌଭାଗ୍ୟ ରଞ୍ଜନ ଜେନା, ଉପଦେଷ୍ଟା  ରବୀନ୍ଦ୍ର ନାଥ ପଣ୍ଡା ସଂଘ ସଭାପତି  ମହେନ୍ଦ୍ର ମହାନ୍ତି, ସମ୍ପାଦକ ଶତ୍ରୁଘନ ପ୍ରଧାନ, କାର୍ଯ୍ୟକାରୀ ସଭ୍ୟ ଅଭିଳାସ ଜୟ ସିଂ, ଆରକ୍ଷିତ ନାଗ, ବିଶ୍ଵନାଥ ମହାରଣା,ବିବେକାନନ୍ଦ ନାଏକ, ଓ ବୌଦ୍ଧ ଜିଲ୍ଲା ସଭାପତି ଶ୍ରୀକାନ୍ତ ଭୋଏ ସମ୍ପାଦକ ଡ଼ୁଳେଶ୍ଵର ଦଳବେହେରା ପ୍ରମୁଖ ବିଭାଗ ମନ୍ତ୍ରୀ ମଲ୍ଲିକଙ୍କୁ ସାକ୍ଷାତ କରି (ଏ.ଆଇଟି)କୁ ସ୍ଥାୟୀ ନିଯୁକ୍ତି ଦେବାକୁ ଦାବି କରିଛନ୍ତି । ମନ୍ତ୍ରୀ ଏ ଦିଗରେ ଉଚିତ  ପଦକ୍ଷେପ ନେବାକୁ ପ୍ରତିଶୃତି ଦେଇଥିବା ସଂଘ ପକ୍ଷରୁ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like