-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଜେଏସ୍ ଏମ୍ କମର୍ସ,ଆର୍ଟସ ଆଣ୍ଡ ସାଇନ୍ସ କଲେଜର ନବମ ପ୍ରତିଷ୍ଠା ଦିବସ ପାଳିତ

20-Nov-2024



ବଲାଙ୍ଗୀର(ପ୍ରେରଣା ଖବର): ଜେଏସ୍ ଏମ୍ କମର୍ସ,ଆର୍ଟସ ଆଣ୍ଡ ସାଇନ୍ସ କଲେଜ ର ନବମ ପ୍ରତିଷ୍ଠା ଦିବସ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି l କଲେଜର ପ୍ରାଧ୍ୟାପିକା ମନସ୍ମିତl ମିଶ୍ର ଙ୍କ ସଭାପତିତ୍ବରେ ଆୟୋଜିତ ଏହି ସଭାରେ ବରେଣ୍ୟ ଅତିଥି ଭାବରେ ଟିଟିଲାଗଡ଼ ଡି ଏ ଭି କଲେଜର ପୂର୍ବତନ ଅଧ୍ୟକ୍ଷ ଡ. ଛାୟାକାନ୍ତ ଷଡଙ୍ଗୀ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ କେବଳ ପରୀକ୍ଷା ମାର୍କ ଉପରେ ଗୁତୁତ୍ତ୍ଵ ନଦେଇ ଜଣେ ଜଣେ ବିଚାରବନ୍ତ ମଣିଷ ହେବାକୁ ଉପଦେଶ ଦେଇଥିଲେ l ପରୀକ୍ଷାରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରତିଯୋଗିତା

ପ୍ରତିଦ୍ୱନ୍ଦିତା ମନୋଭାବ ନହୋଇ ସହଭାଗୀତା ମନୋଭାବ ରହୁ l ପ୍ରତିଦ୍ୱନ୍ଦିତା ସବୁବେଳେ ଇର୍ଷାପରାୟଣ ଓ ଅହଙ୍କାର ଭାବ ସ୍ରୁଷ୍ଟି କରିଥାଏ ଯେଉଁଥିପାଇଁ ଆଜି ଉଚ୍ଚଶିକ୍ଷିତ ମେଧାବୀ ଛାତ୍ରଛାତ୍ରୀ ମାନେ ବଡବଡ ଚାକିରୀ କରି ଶେଷରେ  ଭ୍ରଷ୍ଟାଚାରରେ ଲିପ୍ତ ରହୁଛନ୍ତି l ଆଜି ଏଥିପାଇଁ ସାମାଜ କଳୁଷିତ ହେବାରେ ଲାଗିଛି ବୋଲି ଶ୍ରୀ ଷଡଙ୍ଗୀ କହିଥିଲେ l ସଭା ପ୍ରାରମ୍ଭ ରେ ଅତିଥିଗଣ ମା ସମଲେଶ୍ଵରୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ଵଳନ କରି ସଭାକୁ ଉଦଘାଟନ କରିଥିଲେ l ସଭାକୁ କଲେଜର ଅଧ୍ୟାପିକା ଅଙ୍କିତା ମିଶ୍ର ସଂଯୋଜନା    କରିଥିବା  କଲେଜର ନିର୍ଦେଶକ ସିଏ ଶ୍ରୀକାନ୍ତ ଶର୍ମା, ପୂର୍ବତନ ଅଧ୍ୟକ୍ଷ ପୀତବାସ ପଣ୍ଡା,ମୁଖ୍ୟ ଉପଦେଷ୍ଟା ଶିକ୍ଷାବିତ୍ ମନୋରଞ୍ଜନ ସାହୁ ପ୍ରମୁଖ ମଞ୍ଚାସୀନ ରହି ଛାତ୍ରଛାତ୍ରୀ ମାନଙ୍କୁ ଦୃଢ଼ ମନୋବଳ, ସାହସ ଓ ଧୈର୍ଯ୍ୟ ବଳରେ ହିଁ ଜୀବନରେ ସଫଳତା ପାଇପାରିବେ ବୋଲି ଉପଦେଶ ଦେଇଥିଲେ l ଏହି ଅବସରରେ ଓପିଏସ ସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ବଲାଙ୍ଗୀରର ଭୂପେଶ ପାଢୀ  ଓ ସନ୍ତୋଷ ନାଗଙ୍କୁ କଲେଜ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା l ପରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଅତିଥି ମାନଙ୍କ ସହ ଏକ ମତ ବିନିମୟ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ଉତ୍ସବରେ କଲେଜର ସମସ୍ତ ଛାତ୍ରଛାତ୍ରୀ ଓ ଅଧ୍ୟାପକ, ଅଧ୍ୟାପିକା ସହଯୋଗ କରିଥିଲେ l ଶେଷ ରେ କଲେଜର ଅଧ୍ୟାପିକା କ୍ରିଷ୍ଣା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like