-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଶିଶୁବିକ୍ରି ଘଟଣା ଉପରେ ମତ ରଖିଲେ ବିରୋଧୀ ଦଳ ନେତା ତଥା ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓ

20-Nov-2024



ପାଟଣାଗଡ (ପୁର୍ଣ୍ଣ ଶଶୀ ଶେଖର ରାଓ)ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ନିର୍ବାଚନମଣ୍ଡଳୀ ଖପ୍ରାଖୋଲ ବ୍ଲକ ଲାଠୋର ଥାନା ସାନଗୁଂଜିଭଟା ଗାଁ ମଳିପଡ଼ାରେ ଏକ ନବଜାତ ଶିଶୁକନ୍ୟାଙ୍କୁ ବିକ୍ରି କରିଥିବା ଯୋର ଚର୍ଚ୍ଚା ଚାଲିଛି । ଶିଶୁକନ୍ୟା ର ମା'ଙ୍କ କହିବା ଅନୁଯାୟୀ,  ତାଙ୍କର ଅଧିକ ଛୁଆ ଥିବାରୁ ଲାଳନପାଳନ କରିନପାରି ଅଲଗା ଜଣଙ୍କୁ ଟେକି ଦେଇଥିବା କହିଛନ୍ତି କିନ୍ତୁ ଯାହାକୁ ଦେଇଛନ୍ତି ତାଙ୍କର ପରିଚୟ ଦେଉ ନାହାନ୍ତି ଶିଶୁକନ୍ୟା ଙ୍କ ମାଁ l ଏଇ ଘଟଣା ଯେବେ ଖବର କାଗଜ ଓ ଟିଭି ଚେନାଲ ର ଶିରୋନାମା ପାଲିଟିଛି ସେଇ ସମୟରେ ଉକ୍ତ ଗାଁକୁ ପରିବାରକୁ ଭେଟିବାକୁ ପାଟଣାଗଡ଼ ବିଧାୟକ ତଥା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ପହଞ୍ଚିଥିଲେ । ସେହି ସମୟରେ ପୁରା ଘଟଣା ଜାଣିଲା ପରେ ଘଟଣା ରେ ଏ.ଏନ୍.ଏମ୍ ଦିଦି ସମ୍ପୃକ୍ତ ଥିବା ସୂଚନା ମିଳିଥିଲା ।ଉପସ୍ଥିତ ଉପଜିଲ୍ଲାପାଳ, ଉପଖଣ୍ଡ ପୋଲିସ ଅଧିକାରୀଙ୍କୁ ଉପ ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ କାରି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦେଶ ଦେଇଥିଲେ  କିନ୍ତୁ ଏଠି ପ୍ରଶ୍ନ ଉଠୁଛି କାହିଁକି ଓ କେଉଁ ଉଦ୍ଦେଶ୍ୟରେ ମାଆ ଟି ତାର ଛୁଆକୁ ଅଲଗା ହାତରେ ଟେକି ଦେଲା ?  ଅର୍ଥ ଅଭାବରୁ କିଛି ଅର୍ଥ ଲାଳସାରେ ବିକ୍ରି କଲା ନା ତାର ଦରିଦ୍ରତା ତାଙ୍କୁ ଛୁଆ ଟାକୁ ଅଲଗା ହାତରେ ଟେକି ଦେବାକୁ ବାଧ୍ୟ କଲା ଏହା ସରକାର ପାଇଁ ଚିନ୍ତାର ବିଷୟ l ଅର୍ଥର ଅଭାବରୁ ମହିଳାଙ୍କ ପରିବାର ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥାନ୍ତି । ତାଙ୍କର ୬/୭ ଟି ଛୁଆ ହୋଇଥିବାରୁ ଲାଳନପାଳନ କଷ୍ଟଦାୟକ କଥା, ଏପଟେ ବିରୋଧୀ ଦଳ ନେତା ତଥା ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ଛୁଆ ବିକ୍ରି ନବୀନ ସରକାର ଅମଳରେ କେବେ ହୋଇନଥିଲା ଏବେ ହେବା ଚିନ୍ତାର ବିଷୟ ବୋଲି କହିଛନ୍ତି । କନ୍ଧମାଳ ଜିଲ୍ଲାରେ ଆମ୍ବଟାକୁଆ ଖାଇ ୩ ଜଣଙ୍କ ମୃତ୍ୟୁ ସହ ଆଉ କିଛି ଚିକିତ୍ସିତ ହେଉଥିବା ଚର୍ଚ୍ଚା ଓଡିଶା ରାଜନୀତିରେ ହଲଚଲ କରି ସରକାର ବିରୋଧରେ ଖୋରାକ ଯୋଗାଇଥିବା ବେଳେ ଶିଶୁବିକ୍ରି ଘଟଣା ଯାହାକି ଉପମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ଘଟିଛି ତାହା ବିରୋଧୀଙ୍କୁ ଆଗାମୀ ବିଧାନସଭାରେ ମୁଖ୍ୟ ପ୍ରସଙ୍ଗ ମିଳିବ ବୋଲି ଚର୍ଚ୍ଚା ହେଉଛି। କିନ୍ତୁ ବୁଦ୍ଧିଜୀବୀଙ୍କ ଚର୍ଚ୍ଚା ହିସାବରେ ବର୍ତମାନ ସରକାର ଶିଶୁ ବିକ୍ରି ଦାରିଦ୍ର୍ୟତାଙ୍କୁ ସୂଚାଉଛି ଓ ଏ ଉପରେ ଦୃଷ୍ଟି ଦେବାକୁ ଦାବି ହେଉଛି ।ଖପ୍ରାଖୋଲ ଅଞ୍ଚଳ ହେଉଛି ଏକ ଆଦିବାସୀ ଅଧ୍ୟୁଷିତ ଓ ଦାଦନପ୍ରବଣ ଅଞ୍ଚଳ l ଏଠି ମଣିଷ ପେଟ ପାଇଁ ଦାଦନ ଯାଆନ୍ତି । ଓଡିଶା ସରକାର ଦାଦନ ବନ୍ଦ ପାଇଁ ଏଠିକାର ବିଧାୟକ, ଉପମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଟାସ୍କଫୋର୍ସ ଗଠନ କରିଛନ୍ତି କିନ୍ତୁ ତାଙ୍କ ନିର୍ବାଚନମଣ୍ଡଳୀରେ ଗରିବୀ ପାଇଁ ଦାଦନ ରୁ ମୁକ୍ତି ମିଳିନଥିଲା ବେଳେ ପ୍ରଥମ କରି ଦାରିଦ୍ର୍ୟତା ପାଇଁ ଶିଶୁ ବିକ୍ରି ସରକାରଙ୍କ ଅପାରଗତାକୁ ସୂଚାଉଥିବା ବିରୋଧୀ ଦାବି କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like