-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ଜିଲ୍ଲା

ଧାନ ସଂଗ୍ରହର ଶୁଭାରମ୍ଭ କଲେ ମନ୍ତ୍ରୀ,ଦାବିପତ୍ର ଦେଲେ କୃଷକ ସଙ୍ଗଠନ

20-Nov-2024



ଅତାବିରା(ଆକାଶ ମିଶ୍ର): ଚଳିତ ଖରିଫ ଋତୁର ଧାନକିଣା କୁ ଶୁଭାରମ୍ଭ କରିବା ପାଇଁ ଅତାବିରା ଗସ୍ତରେ ଆସିଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଅତାବିରା ଠାରେ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।ମନ୍ତ୍ରୀ ଧାନ ସଂଗ୍ରହକୁ ଶୁଭାରମ୍ଭ କରି ଚାଷୀ ମାନଙ୍କୁ ସମ୍ମର୍ଦ୍ଧିତ କରିଥିଲେ।ଏହାପରେ ଗୋଡଭଗା ମାର୍କେଟ ପହଞ୍ଚି ଧାନ କିଣାର ଶୁଭାରମ୍ଭ

କରିଥିଲେ।ଗୋଡଭଗା ମାର୍କେଟରେ ଓଡ଼ିଶା ରାଜ୍ୟ କୃଷକ ସଙ୍ଗଠନର କର୍ମକର୍ତ୍ତା ମାନେ ମନ୍ତ୍ରୀଙ୍କୁ ଭେଟି ଚଳିତ ଋତୁର ଧାନ ବିକ୍ରି ଜନିତ ସମସ୍ୟାର ସମାଧାନ ସକାଶେ ୫ ଦଫା ସମ୍ବଳିତ ଲିଖିତ ଦାବିପତ୍ର କୁ ସଭାପତି ବିରେନ କର ସର୍ବ ସମ୍ମୁଖରେ ପଠନ କରି ମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ।(୧)ଅତାବିରା ବ୍ଳକର ସମସ୍ତ ଚାଷୀଙ୍କ ଟୋକନ ଡିସେମ୍ବର ଶେଷ ସୁଦ୍ଧା ଦେଇ ଅମଳ ହୋଇଥିବା ଧାନକୁ କିଣାଯାଉ।(୨) ଜମି ତୁଳନାରେ ଯେଉଁ ଚାଷୀଙ୍କ କମ ଟୋକନ ଆସିଛି ସେହି ଚାଷୀଙ୍କ ପୁନଃ ସର୍ଭେ କରି ତୁରନ୍ତ ଟୋକନ ଯୋଗାଇ ଦିଆଯାଉ।(୩) ମଣ୍ଡି ହେଁଡିଲିଙ୍ଗ କରୁଥିବା ସଂସ୍ଥା ମଣ୍ଡିରେ

ଚାଷୀଙ୍କୁ ଖାଲି ବସ୍ତା ଓ ସୁତୁଳି ପ୍ରଦାନ କରୁ ।(୪) ଏଫକ୍ୟୁ ନାମରେ କଟନୀ ଛଟନୀ ବନ୍ଦ କରାଯାଉ।(୫)ଡିସେମ୍ବର ୮ ତାରିଖରେ ଦେବାକୁ ଥିବା ୮ ଶହ ଟଙ୍କା ବୋନସର ଏକ ପ୍ରମାଣ ପତ୍ର ମାର୍କେଟ ୟାର୍ଡ଼ରେ ପ୍ରଦାନ କରାଯାଉ ବୋଲି ଦାବି ଗୁଡ଼ିକ ଉପସ୍ଥାପିତ କରିଥିଲେ।ଏହି ଦାବି ଗୁଡିକୁ ପୂରଣ କରିବା ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀଯୁକ୍ତ ପାତ୍ର ପ୍ରତିଶୃତି ଦେବା ସଙ୍ଗେ ସଙ୍ଗେ ମାର୍କେଟକୁ ଏଫକ୍ୟୁ ମାନର ଧାନ ଆଣି ବିକ୍ରି କରିବା ପାଇଁ ଆହ୍ୱାନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like