-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ଗୁପ୍ତ ବୈଠକ ରେ ଚାଷୀ ନେତା ଓ ସାମ୍ୱାଦିକ ଙ୍କୁ କାହିଁକି ମନା*- *ସରକାର କରିବ କି ତନା ଘନା*

21-Nov-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକରେ ଚାଷୀ ପ୍ରତିନିଧିଙ୍କୁ 'ନା' । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବସିଥିଲା ଧାନ କ୍ରୟ କମିଟି ବୈଠକ। ତେବେ ଉକ୍ତ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟିରେ ଜିଲ୍ଲାର ଚାଷୀ ସଂଗଠନ ପ୍ରତିନିଧି ମନଙ୍କୁ ସାମିଲ କରିବା ପାଇଁ ପୂର୍ବରୁ ମିଳିତ ଚାଷୀ ସଂଗଠନ ଦାବି କରି ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲା କିନ୍ତୁ ବୈଠକରେ କିଛି ଚାଷୀ ନେତାଙ୍କୁ ଡାକି ଦେଇ କୌଣସି ଚାଷୀ ସଂଗଠନ ପ୍ରତିନିଧିଙ୍କୁ ଡକା ଯାଇ ନ ଥିଲା। ବରଂ ବୈଠକକୁ ମିଳିତ ଚାଷୀ ସଂଗଠନ ନେତା ମାନେ ଯିବାକୁ ପୁଲିସ ସେମାନଙ୍କୁ ବାରଣ କରିଥିଲା। ନବ ନିର୍ମାଣ କୃଷକ ସଂଗଠନ ର ନେତ୍ରୀ ବୈଠକ କୁ ଯିବା ପାଇଁ ଜିଲ୍ଲାପାଳଙ୍କୁ କହିବାରୁ ଜିଲ୍ଲାପାଳ "ଯାକେ ରୋଟି ସେକୋ" ବୋଲି କହିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ଆଗରେ ଅଭିଯୋଗ କରିଛନ୍ତି ସୋନାଲି। ଫଳରେ ସେଠାରେ ପ୍ରତିବାଦ କରି ସଂଗଠନର ନେତାମାନେ ନାରାବାଜି କରିବା ସହ ଚାଷୀ ନେତା ସୋନାଲି ବିଶି ଓ ପ୍ରଦ୍ୟୁମ୍ନ ପାଢ଼ୀ ସେଠାରେ ଧାରଣାରେ ବସିଥିଲେ। ପୁଲିସ ସେମାନଙ୍କୁ ଘୋଷାଡ଼ି ବାହାରକୁ ବାହର କରିବା ସହ ଅଫିସ ବାହାରେ ବସେଇ ଦେଇଥିଲା। ଅନ୍ୟ  ଜିଲ୍ଲାରେ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ରେ ଚାଷୀ ନେତା ତଥା ପ୍ରତିନିଧି ମାନଙ୍କୁ ସାମିଲ କରାଯାଉ ଥିବାବେଳେ ସୋନପୁର ଜିଲ୍ଲାରେ କିନ୍ତୁ ତାର ବ୍ୟତିକ୍ରମ ଦେଖିବାକୁ ମିଳିଥିଲା। ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକରେ ସେମାନଙ୍କୁ ସାମିଲ କରାନଯିବା ଅଗଣତାନ୍ତ୍ରିକ ବୋଲି ନବ ନିର୍ମାଣ କୃଷକ ସଂଗଠନ ରାଜ୍ୟ ଉପ ସଭାନେତ୍ରୀ ସୋନାଲି ବିଶି, ଜିଲ୍ଲା କୃଷକ ସଂଗଠନ ସଭାପତି ବୈକୁଣ୍ଠ ଶତପଥୀ, ପ୍ରଦ୍ୟୁମ୍ନ ପାଢ଼ୀ, ସୁଧୀର ବଘାର ପ୍ରମୁଖ କହିଛନ୍ତି। ଆହୁରି କହିଛନ୍ତି ଯେ କେନ୍ଦ୍ର ସରକାର ଙ୍କ କଟନି ଛଟନି ବନ୍ଦ୍ ଓ ଧାନ କିଣା ରେ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା ପ୍ରଦାନ୍ କରିବାକୁ କଡା ନିର୍ଦ୍ଦେଶ ଆସିବା ପରେ ଚାଷୀ ଙ୍କ ଧାନ କିଣା ରେ  ଓଜନ ଟେମ୍ପରିଂ ଭଳି ଆଉ କିଛି ଗଳା ବାଟ କଳା ବାଟ ଏଇ ଗୁପ୍ତ ବୈଠକ ରେ ଖୋଜା ଯାଇନି ତ ?


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026

You Might Also Like