-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

21-Nov-2024



ବୌଦ୍ଧ/ହରଭଙ୍ଗା(ଦେବବ୍ରତ ଦାଶ ଙ୍କ ରିପୋର୍ଟ): ସରକାରୀ ନୋଡାଲ ଉଚ୍ଚବିଦ୍ୟାଳୟ, ହରଭଙ୍ଗା ରେ ବ୍ଲକସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି। ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର ଲୁହା ଙ୍କ ସଭାପତିତ୍ବରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଆଞ୍ଚଳିକ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,ହରଭଙ୍ଗା ର ଅଧ୍ୟକ୍ଷ ଶ୍ରୀଯୁକ୍ତ ହିମାଂଶୁ ଶେଖର ରାଉତ,ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ,ହରଭଙ୍ଗା ଅଖିଳ କୁମାର ପ୍ରଧାନ ଓ ଆୟୋଜକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜିତେନ୍ଦ୍ର ଦେହୁରୀ ପ୍ରମୁଖ ମଞ୍ଚାସିନ ଥିଲେ। ଆଜିର ମେଳାରେ କୁନି ବୈଜ୍ଞାନିକ ମାନଙ୍କ ଦ୍ୱାରା ୧୪୯ ଗୋଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର ଲୁହା ଙ୍କ ସଭାପତିତ୍ବରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷାଧିକାରୀ ଗେନ୍ଦ୍ରା କୁଜୁର,  ମୁଖ୍ୟ ବକ୍ତା ଭାବେ ବୌଦ୍ଧ ପଞ୍ଚାୟତମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ପ୍ରବୀର୍ କୁମାର ଦାସ, ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁନିଲ କୁମାର ଗୁପ୍ତା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଖିଳ କୁମାର ପ୍ରଧାନ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଜୟନ୍ତ କୁମାର ପ୍ରଧାନ ଓ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜିତେନ୍ଦ୍ର ଦେହୁରୀ ମଞ୍ଚ ଅଳଙ୍କୃତ କରିଥିଲେ।ସମସ୍ତ କୁନି ବୈଜ୍ଞାନିକ ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ମାନପତ୍ର ପ୍ରଦାନ କରାଯାଇଥିଲା।ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳାରେ ଅଂଶଗ୍ରହଣ ପାଇଁ ଚୟନ ହୋଇଥିବା ସାତଜଣ କୁନି ବୈଜ୍ଞାନିକ ଙ୍କୁ ମୁଖ୍ୟ ଅତିଥି ମାନପତ୍ର ଓ ଟ୍ରଫି ପ୍ରଦାନ କରି ଥିଲେ।ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ ଓ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026

You Might Also Like