-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||     

HOME   ଜିଲ୍ଲା

ସୁନ୍ଦରଗଡ଼: ସମ୍ବଲପୁରି କଲା ସଂସ୍କୃତି ଅନୁଷ୍ଠାନ ପାମରା ତରଫରୁ ୪ନମ୍ବର ବାର୍ଷିକ ମହୋତ୍ସବ

21-Nov-2024



ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ ସମ୍ବଲପୁରି କଲା ସଂସ୍କୃତି ଅନୁଷ୍ଠାନ ପାମରା ତରଫରୁ ୪ନମ୍ବର ବାର୍ଷିକ ମହୋତ୍ସବ ପାଳିତ ହୋଇଯାଇଥିଲା l ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ଼ ଜିଲ୍ଲା ପରିଷଦ ଅମୀୟ ପ୍ରଧାନ,ବିଜେପି ସଭାପତି ବସନ୍ତ କୁମାର ସାହୁ ,ପାମରା ଗ୍ରାମ ର ନଳିନ ରଞ୍ଜନ ସାହୁ,ନାଏକ ସରପଞ୍ଚ ଲଳିତ ରାଉତ,ବୌଦ୍ଧ ରୁ ଆସିଥିବା ସ୍ୱରାଜ କୁମାର କହଁର,ଛତ୍ରମଣି ରୋହିଦାସ ଅତିଥି ଭାବେ ଯୋଗ ଦେଇଥିଲେ l ମା ସମଲେଇଙ୍କ ପ୍ରଥମେ ପୂଜାର୍ଚନା ହୋଇଥିଲା l  ସମ୍ବଲପୁରୀ କଲା ସଂସ୍କୃତି ଅନୁଷ୍ଠାନର ପ୍ରତିଷ୍ଠାତା

ଟୋନିସ ରୋହିଦାସ, ଜିଲ୍ଲା ସଂଯୋଜକ ଦୁଷ୍ମନ୍ତ ଭୋଇ, କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିଲେ ତାଙ୍କ ସହ ଅନୁଷ୍ଠାନ ର ବିନୋଦ ରାଉତ ଅନିଲ ରଣା, ଦୀପକ ରୋହିଦାସ,ଚନ୍ଦ୍ରମଣି ରୋହିଦାସ,ବିରଞ୍ଚି ଖିଲାରି , ପ୍ରଶାନ୍ତ ମେହେର ଚିନ୍ତାମଣି ରଣା,ସମିୟ ବାରିକ ବହୁ କର୍ମକର୍ତା ଅନୁଷ୍ଠାନ ର କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l

    ଏହି କାର୍ଯ୍ୟକ୍ରମରେ ସୋନପୁର  ବିନକାରୁ ଆସିଥିବା ନୃତ୍ୟ ନିକେତନ ସମ୍ବଲପୁରୀ ନାଚ ଦଳ ତାଙ୍କର ସମ୍ବଲପୁରୀ ନାଚର ପରିବେଷଣ କରି ସଭିଙ୍କୁ ଉତ୍ସାହିତ କରିଥିଲେ ତା ସହ ପାମରା ଗ୍ରାମର ଅନେକ ଛୋଟ ଛୋଟ ଝିଅ ମାନେ ଏହି କାର୍ଯ୍ୟକ୍ରମ ରେ ଯୋଗଦାନ କରି ନିଜର ସମ୍ବଲପୁରୀ ନାଚ

ଗୀତ ର ପରିବେଷଣ କରି ସଭିଙ୍କୁ ଉତ୍ସବ ମୁଖର କରାଇ ଥିଲେ ବହୁତ କଳାକାର ଙ୍କର ଆଗମନ ରେ ଅନୁଷ୍ଠାନ ର ଏହି ୪ ନୁମ୍ବର ବାର୍ଷିକ ଉତ୍ସବ ବହୁତ ସୁନ୍ଦର ଭାବେ ହୋଇ ଥିଲା.ରଙ୍ଗାରଙ୍ଗ ସମ୍ବଲପୁରୀ ର ମାହୋଲ ରେ ସାରା ଗାଁ ବାସି ଝୁମି ଥିଲେ,ତାପରେ କଳାକାର ମାନଙ୍କୁ ଅନୁଷ୍ଠାନ ତରଫରୁ ସମ୍ମାନ ପତ୍ରଦେଇ ସମ୍ମାନିତ କରିଥିଲେ,  ହୋଇଥିଲା!ଏବଂ ଅତିଥି ମାନେ ଅନୁଷ୍ଠାନର ଉନ୍ନତି ପାଇଁ ଆଗକୁ କାର୍ଯ୍ୟ ହେବ ବୋଲି କହିଥିଲେ, ଆମର ସଂସ୍କୃତି ପରମ୍ପରା ଲୁକି ଯାଉଥିବା ନିଜର ପରିଚୟ ମିଟି ଯାଉଛି ବୋଲି, ଏହି ଅନୁଷ୍ଠାନ ଦ୍ୱାରା ଆମର ସଂସ୍କୃତି ର ଏବଂ କଳାକାର ମାନଙ୍କର ଉନ୍ନତି ନିଶ୍ଚିତ ଭାବେ ହେବ ବୋଲି କହିଥିଲେ l ଏହି ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଟୋନିସ ରୋହିଦାସଙ୍କ ନେତୃତ୍ୱ ରେ ଆମର ପଶ୍ଚିମ ଓଡିଶାର ସମ୍ବଲପୁରୀ ଭାଷା ସାହିତ୍ୟ କଳା ସଂସ୍କୃତି ର ବିକାଶ ପାଇଁ ଏହିଁ ଅନୁଷ୍ଠାନ ଚାଲୁଅଛି!ସଭିଙ୍କୁ ଏକତ୍ରିତ ହେବାକୁ ଆୱାନ ଦେଇ ଥିଲେ!ଶେଷରେ ଅତିଥି ଏବଂ ସମସ୍ତ କଳାକାର ଦର୍ଶକଙ୍କୁ ଧନ୍ୟବାଦ ଦେଇ କାର୍ଯ୍ୟକ୍ରମ ଶେଷ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026

You Might Also Like