-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||     

HOME   ଜିଲ୍ଲା

ଚିର ନିଦ୍ରା ରେ ସୁରେଶ୍ଵରୀ

21-Nov-2024



ତୁଷୁରା(ପ୍ରେରଣାଖବର):ଆଜି ପ୍ରାତଃ ୪ ଘଣ୍ଟା ସମୟରେ ତୁଷୁରା ନିବାସୀ ପ୍ରମୋଦ ଦର୍ଜି ଙ୍କ ଧର୍ମ ପତ୍ନୀ ସୁରେଶ୍ଵରୀ ଦର୍ଜି ଙ୍କ ୭୫ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି।ସେ ଜଣେ କର୍ତବ୍ୟନିଷ୍ଠା ଧର୍ମ ପରାୟଣ ମହିଳା ଥିଲେ ବାର୍ଦ୍ଧକ୍ୟ ଯୋଗୁଁ ସେ ଅନେକ ଦିନରୁ ଚିକିତ୍ସିତ ହେଉଥିଲେ।ଚିକିତ୍ସିତ ଅବସ୍ଥାରେ ତାଙ୍କ ନିଜ ଘର ତୁଷୁରା ରେ ତାଙ୍କର ମୃତ୍ୟୁ ହୋଇଥିଲା।ମୃତ୍ୟୁ ବେଳକୁ ତାଙ୍କ ନିକଟରେ ତାଙ୍କ ପୁତ୍ର ବଲାଙ୍ଗିର ଦର୍ଜି ସମାଜ ର ସାଧାରଣ ସମ୍ପାଦକ ସରୋଜ ଦର୍ଜି,ବୁଲୁ ଦର୍ଜି,ପୁତ୍ରବଧୂ,ନାତି ନାତୁଣୀ,ତାଙ୍କ ସ୍ଵାମୀ ପ୍ରମୋଦ ଦର୍ଜି,ତାଙ୍କ ଝିଅ ମାନେ ତଥା ଆତ୍ମୀୟ ସ୍ୱଜନ ଉପସ୍ଥିତ ଥିଲେ।ସେ ଜଣେ ଧର୍ମ ବିଶ୍ବାସୀ ଭାଗବତ ପ୍ରେମୀ ମହିଳା ଭାବେ ବେଶ୍ ଜଣାଶୁଣା।ସେ ତାଙ୍କ ପରିବାର ର ସମସ୍ତ ସଦସ୍ୟ ଙ୍କୁ ନିଜର ସ୍ନେହ ବଳରେ ନିଜର କରି ପାରିଥିଲେ।ତାଙ୍କ ମିଲାପି ଗୁଣ ଯୋଗୁଁ ସେ ପଡୋଶୀ ଙ୍କ ସହିତ ମଧ୍ୟ ସମଭାବାପନ୍ନ ହୋଇ ରହିଥିଲେ।ତାଙ୍କ ବିୟୋଗ ରେ ଅଞ୍ଚଳରେ ତଥା ନିଜ ସମାଜ ରେ ଶୋକ ର ଛାୟା ଖେଳି ଯାଇଛି।ଆଉ ଶୁବିବନି ମାଁ ର ସ୍ନେହଭରା ଡାକ।ଚିର ନିଦ୍ରାରେ ରହିଗଲେ ସୁରେଶ୍ଵରୀ।ସମସ୍ତ ପରିବାର କୁ ଛାଡ଼ି ଚାଲିଗଲେ ଆରପାରିକୁ ସବୁଦିନ ପାଇଁ।ଆଉ ଦେଖା ହେବ ନାହିଁ ଏ ଜୀବନରେ,ଏ ଜନମରେ।ସେ ଇଶ୍ୱରୀୟା,ନମସ୍ୟା,ଧର୍ମ ପରାୟଣ ଙ୍କୁ ବଲାଙ୍ଗିର ଦର୍ଜି ଜାତି ସମାଜ ପକ୍ଷରୁ ଲୋତକଭରା ଅଶ୍ରୁଳ ବିଦାୟ ଶ୍ରଦ୍ଧାଞ୍ଜଳି।ତାଙ୍କର ଅମର ଆତ୍ମା ର ସଦଗତି ହେଉ।ଏହାହିଁ ଈଶ୍ୱର ଙ୍କ ଠାରେ ପ୍ରାର୍ଥନା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026

You Might Also Like