-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ଜିଲ୍ଲା

ସଂଘବଦ୍ଧ ଆକ୍ରମଣ ରେ ଯୁବକ ନିହତ

21-Nov-2024



ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅର୍ନ୍ତଗତ ବନ୍ଧାଗୁଡା ଗ୍ରାମ ବିଦ୍ୟାଳୟ ନିକଟରେ ଏକ ବୋଲେରୋ ଗାଡ଼ିରେ କିଛି ଯୁବକ ଆସି ଅନନ୍ତ ପଟ୍ଟନାୟକ ନାମକ ଜଣେ ଯୁବକ କୁ ନିର୍ମମ ଭାବେ ହତ୍ୟା କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଅପରାଧ ଜଗତରେ ଚହଳ ସୃଷ୍ଟି କରିଥିବା ନିହତ ଯୁବକ ଅନନ୍ତ ଜଣେ ପୁରୁଣା ଅପରାଧୀ ଓ ତା ନାମରେ ଆସ୍କା ଅଞ୍ଚଳର ୧୦ ଟି ଥାନା ରେ ୨୫ ରୁ ଅଧିକ ମକଦ୍ଦମା ରହିଥିବା ଜଣାପଡିଛି। ସେ ଘରୁ ଅଲଗା ହୋଇ ରହୁଥିବା ତାର ପିତା ଠାରୁ ପ୍ରକାଶ। ଗତକାଲି ରାତିରେ ଦୁଇ ବନ୍ଧୁଙ୍କ ସହ ମୋଟରସାଇକେଲ ଯୋଗେ ଯାଉଥିବା ବେଳେ ଆକ୍ରମଣକାରୀ ଯୁବକ ମାନେ ପଛରୁ ଆସି ତାକୁ ଆକ୍ରମଣ କରିଥିଲେ। ଜୀବନ ବିକଳରେ ଅନ୍ୟ ଦୁଇ ବନ୍ଧୁ ଘଟଣାସ୍ଥଳରୁ ଦୌଡ଼ି ପଳେଇ ନିକଟସ୍ଥ ଶେରଗଡ଼ ଥାନା ରେ ଖବର ଦେଇଥିଲେ ଓ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିହତ ଯୁବକ ର ଶରୀରକୁ ଉଦ୍ଧାର କରି ଶେରଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡ଼ାକ୍ତର ଅନନ୍ତ କୁ ମୃତ ଘୋଷଣା କରିଥିଲେ। ପୋଲିସ ଅନନ୍ତ ର ବାପା କୁ ଥାନା କୁ ଡକାଇ ଶବ ଚିହ୍ନଟ କରିଥିଲେ ଓ ସାରା ରାତି ପୋଲିସ ଛାନବିନ ଚଳାଇଛନ୍ତି। ଆକ୍ରମଣକାରୀ ଯୁବକ ମାନେ କିଏ ଓ କାହିଁକି ଅନନ୍ତ କୁ ହତ୍ୟା କରିଛନ୍ତି। ଆଜି ସକାଳ ସୁଦ୍ଧା କୌଣସି ହତ୍ୟାକାରୀ ର ଖବର ମିଳିନାହିଁ। ଅନ୍ୟପକ୍ଷରେ ପୋଲିସ ଅନନ୍ତ ର ଦୁଇ ବନ୍ଧୁ ଙ୍କୁ ଥାନା ରେ ରଖି ପଚରାଉଚରା କରୁଛନ୍ତି।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like